କ୍ଷୀରରୁ ତିଆରି ହେଉଛି ଭୋଡ୍‌କା

ଗହମ, ଅଙ୍ଗୁର ଓ କିସ୍‌ମିସ୍‌ରୁ ମଦ ତିଆରି ହୋଇଥାଏ। ହେଲେ କ୍ଷୀରରୁ ମଦ ତିଆରି ହେବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ଏହି ଦୁଇଟି ପଦାର୍ଥ ସମ୍ପୂର୍ଣ୍ଣ ଭିନ୍ନ। କାହାର କାହା ସହିତ କୌଣସି ସମ୍ପର୍କ ନାହିଁ। ହେଲେ ଏକ ବ୍ରିଟିଶ୍‌ କମ୍ପାନୀ କ୍ଷୀରରୁ ଭୋଡ୍‌କା ତିଆରି କରିଥିବା ଦାବି କରିଛି। ଦକ୍ଷିଣ ପଶ୍ଚିମ ଇଂଲଣ୍ଡର ଡୋରସେଟରେ ଏହା ତିଆରି କରାଯାଉଛି। ମାକ୍ସ ଆଣ୍ଡ ସ୍ପେସର ନାମକ ଏକ କମ୍ପାନୀ କ୍ଷୀରରୁ ଭୋଡ୍‌କା ତିଆରି କରିଛି। ତେବେ ଏହାର ସ୍ବାଦ କ୍ରିମ୍‌ ଭଳି ହୋଇଥିବା ବେଳେ ଏହାକୁ ବିନା ପାଣିରେ ପିଆଯାଇ ପାରିବ। ପ୍ରଥମ ଥର ଲାଗି କ୍ଷୀରରୁ ଏହି ଭୋଡ୍‌କା ତିଆରି କରାଯାଇଥିବା କମ୍ପାନୀ କହିଛି। ଏହାର ନାମ ରହିଛି ବ୍ଲାକ କାଓ। କ୍ଷୀର ଦ୍ୱାରା ପ୍ରସ୍ତୁତ ହୋଇଥିବା ଏହା ପ୍ରଥମ ଭୋଡକା ହୋଇଥିବା ବେଳେ ଏଥିରେ ମଦର ସମସ୍ତ ଗୁଣ ରହିଛି ବୋଲି କମ୍ପାନୀ ପ୍ରକାଶ କରିଛି। ଏହି ଭୋଡ୍‌କାର ୫ଶହ ମିଲି ବଟଲ୍‌ର ଦାମ ରହିଛି ୨୬୦୨ଟଙ୍କା।


All Right Reserved By

ଏଠି ଦ୍ୱିତୀୟ ବିବାହ ଗ୍ରହଣଯୋଗ୍ୟ

ଭାରତରେ ଦ୍ୱିତୀୟ ବିବାହ ଆଇନ ସମ୍ମତ ନୁହେଁ। ପ୍ରଥମ ସ୍ତ୍ରୀ ଥିବା ପର୍ଯ୍ୟନ୍ତ ଜଣେ ଦ୍ୱିତୀୟ ବିବାହ କରିପାରିବେ ନାହିଁ। ହେଲେ ରାଜସ୍ଥାନ ବାଡମେର ଜିଲା...

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଖକ୍କାନ ଆବ୍ବାସି ଗିରଫ

ଲାହୋର,୧୮।୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ମୁସଲିମ ଲିଗ-ନଓ୍ବାଜ(ପିଏମ୍‌ଏଲ୍‌-ଏନ୍‌)ମୁଖ୍ୟ ସହିଦ ଖକ୍କାନ ଆବ୍ବାସିଙ୍କୁ ପାକିସ୍ତାନର ନ୍ୟାଶନାଲ ଆକାଉଣ୍ଟବିଲିଟି ବ୍ୟୁରୋ(ଏନ୍‌ଏବି) ଟୋଲ୍‌ ପ୍ଲାଜା ନିକଟରୁ ଗୁରୁବାର...

ବୋରିସ୍‌ଙ୍କ କ୍ୟାବିନେଟ୍‌ରେ ୩ ଭାରତୀୟ ବଂଶୋଦ୍ଭବ

ଲଣ୍ଡନ,୨୬।୭(ପି.ଟି.):ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ୩ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ନିଜ ମନ୍ତ୍ରିମଣ୍ଡଳରେ ସାମିଲ କରିଛନ୍ତି। ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଦ୍ୱାରା ବୋରିସ୍‌ ବ୍ରିଟେନ୍‌ର...

ମୂଷାଙ୍କ ଗାଁ ‘ମିନି ଭିଲେଜ’: ଅଛି ଛୋଟ ଛୋଟ ଘର, ଖାଦ୍ୟର ବ୍ୟବସ୍ଥା

ଗାଈ ଓ କୁକୁର ପାଇଁ ଘର ତିଆରି କଥା ଆମେ ଶୁଣିଛୁ। ହେଲେ ମୂଷା ପାଇଁ ଗୋଟିଏ ଗାଁ ତିଆରି କରିବା କଥା କେହି କେବେ...

ଯେଉଁ ମନ୍ଦିରକୁ ନେତା ଓ ଅଫିସରଙ୍କୁ ପ୍ରବେଶ ମନା…

ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ମନ୍ଦିର ରହିଛି। ଏସବୁ ମନ୍ଦିରର ପରମ୍ପରାରେ ମଧ୍ୟ ପାର୍ଥକ୍ୟ ଦେଖିବାକୁ ମିଳିଥାଏ। ତେବେ ଉତ୍ତରପ୍ରଦେଶ କାନପୁରଠାରେ ରହିଛି ଏକ...

ଭାରତୀୟ ବଂଶୋଦ୍ଭବଙ୍କୁ ମିସ୍‌ ଇଂଲଣ୍ଡ ମୁକୁଟ

ଲଣ୍ଡନ: ଭାରତୀୟ ବଂଶୋଦ୍ଭବ ୨୩ବର୍ଷୀୟା ଡାକ୍ତର ଭାଷା ମୁଖାର୍ଜୀ ମିସ୍‌ ଇଂଲଣ୍ଡ ମୁକୁଟ ବିଜୟିନୀ ହୋଇଛନ୍ତି। ଇଂଲଣ୍ଡ ସୁନ୍ଦରୀ ପ୍ରତିଯୋଗିତାରେ ୧୨ଜଣ ମଡେଲଙ୍କୁ ପଛରେ ପକାଇ...

ପାକିସ୍ତାନରେ ନୀରବ ବିଦ୍ରୋହ:ଅର୍ଥନୀତି ସୁଧାରିବାକୁ ଅଣ୍ଟା ଭିଡ଼ିଲେ ସେନାମୁଖ୍ୟ

ଇସ୍‌ଲାମାବାଦ,୪-୧୦(ପି.ଟି.):ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ଆରମ୍ଭ ହୋଇଛି ନୀରବ ବିଦ୍ରୋହ। ସ୍ଥଳସେନା ମୁଖ୍ୟ ଜେନେରାଲ କମର ଜାଭେଦ୍‌...

ସ୍ତ୍ରୀଙ୍କ ଆଶା ପୂରଣ ପାଇଁ ତିଆରି କଲେ ଗିଟାର ଆକାରର ଜଙ୍ଗଲ

ଆର୍ଜେଣ୍ଟିନା, ପମ୍ପାସ୍‌ର ଏକ ଉର୍ବର ଚାଷଜମିରେ ଦେଖିବାକୁ ମିଳେ ଏକ ବିରାଟକାୟ ଗିଟାର ଆକାରର ଜଙ୍ଗଲ। ଜଙ୍ଗଲଟି ୭୦୦୦ରୁ ଊର୍ଦ୍ଧ୍ୱ ସାଇପ୍ରେସ୍‌ ଓ ୟୁକାଲିପଟାସ୍‌ ଗଛ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *