Posted inଜାତୀୟ

ସ୍ବାମୀ ମୋତେ ସବୁବେଳେ ମୋଟି କହୁଛନ୍ତି, ଅଭିଯୋଗ ନେଇ ଥାନାରେ ପହଞ୍ଚିଲେ ସ୍ତ୍ରୀ

ଗାଜିଆବାଦ୍‌,୨୭।୮: ଉତ୍ତରପ୍ରଦେଶର ଗାଜିଆବାଦ୍‌ରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ସ୍ବାମୀ ଅକଥନୀୟ ନିର୍ଯାତନା ସହି ନ ପାରି ସଫ୍ଟଓ୍ବେୟାର ଇଞ୍ଜିନିୟରଙ୍କ ସ୍ତ୍ରୀ ଥାନାରେ ପହଞ୍ଚିଛନ୍ତି। ସ୍ବାମୀ ମୋତେ ବାରମ୍ବାର ମୋଟି, ତୁମେ ମୋ ସହ ପାର୍ଟିକୁ ଯିବାପାଇଁ ଉକ୍ତଯୁକ୍ତ ପାର୍ଟନର୍‌ ନୁହେଁ ବୋଲି ସବୁବେଳେ କହୁଛନ୍ତି ବୋଲି ମହିଳା ମହିଳା ଜଣଙ୍କ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ମହିଳାଙ୍କ ସ୍ବାମୀ ନୋଏଡା ସଫ୍ଟଓ୍ବେୟାର୍‌ ଇଞ୍ଜିନିୟର୍‌ ଭାବେ କାମ କରନ୍ତି। ୨୦୧୪ରେ ଉଭୟଙ୍କ ବିବାହ ହୋଇଥିଲା। ପ୍ରଥମ ୩-୪ବର୍ଷ ପର୍ଯ୍ୟନ୍ତ ସବୁକିଛି ଠିକ୍‌ ଚାଲିଥିବାବେଳେ ଏବେ ସ୍ବାମୀ କଥା କଥାରେ ତାଙ୍କୁ କମେଣ୍ଟ୍‌ ମାରିବା ସହ ମଦ ପିଇବା ପାଇଁ ବାଧ୍ୟ କରୁଛନ୍ତି ବୋଲି ସ୍ତ୍ରୀ କହିଛନ୍ତି।


All Right Reserved By

୨୦୨୧ ଫେବୃୟାରୀରେ ଜନଗଣନା

ନୂଆଦିଲ୍ଲୀ,୨ା୭(ପି.ଟି.): ୨୦୨୧ ଜନଗଣନା ଲାଗି ଆସନ୍ତା ଅଗଷ୍ଟ ୧୨ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସାରା ଦେଶରେ ପ୍ରାକ୍‌ ପରୀକ୍ଷା କରାଯିବ ବୋଲି ରେଜିଷ୍ଟ୍ରାର ଜେନେରାଲ ତଥା...

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ବିଏସ୍‌ଏଫ୍‌ ଦେଲା କଡ଼ା ଜବାବ

ଶ୍ରୀନଗର,୬।୧୦: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। କିଛି ଆତଙ୍କବାଦୀ କୁପଓ୍ବାରା ଜିଲାର ନୌଗାମ୍‌ ସେକ୍ଟରରେ ରବିବାର ଅନୁପ୍ରବେଶ କରୁଥିବାବେଳେ...

ତେଜ ପ୍ରତାପଙ୍କ ଗାଡି ଉପରକୁ ଆକ୍ରମଣ

ପାଟନା,୧୯।୫: ବିହାରର ଆର୍‌ଜେଡି ନେତା ତେଜ ପ୍ରତାପଙ୍କ ଗାଡି ଉପରକୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ରବିବାର ଅନ୍ତିମ ପର୍ଯ୍ୟାୟ ମତଦାନ ଅବସରରେ ସେ ଭୋଟ...

ବହୁ ପ୍ରତିକ୍ଷା ପରେ ବିହାର ପହଞ୍ଚିଲା ମୌସୁମୀ

ପାଟନା,୨୨।୬: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଥିବା ବିହାରବାସୀ ସାମାନ୍ୟ ଆଶ୍ୱସ୍ତି ଲାଭ କରିଛନ୍ତି। ଶୁକ୍ରବାର ସୁଦ୍ଧା ମୌସୁମୀ ବିହାର ଛୁଇଁଥିବା କୁହାଯାଉଛି। ଏହାର ପ୍ରଭାବରେ...

ଅନୁପ୍ରବେଶ ରୋକିବ ଅପରେଶନ ସୁଦର୍ଶନ

ନୂଆଦିଲ୍ଲୀ, ୮ା୭(ପି.ଟି.): ପଞ୍ଜାବ ଓ ଜମ୍ମୁସ୍ଥିତ ପାକିସ୍ତାନ ସୀମାରେ ଅନୁପ୍ରବେଶ ନିରୋଧୀ ଗ୍ରୀଡ୍‌କୁ ଅଧିକ ମଜଭୁତ କରିବା ଲାଗି ବିଏସ୍‌ଏଫ୍‌ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି।...

ଆଇଏନ୍‌ଏକ୍ସ ମିଡିଆ ମାମଲା:ଜେଲ ଗଲେ ଚିଦାମ୍ବରମ,୭୪ତମ ଜନ୍ମଦିନ ଜେଲରେ କଟିବ

ନୂଆଦିଲ୍ଲୀ,୬-୯(ଆଇଏଏନ୍‌ଏସ୍‌):ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇବା ପାଇଁ କୋର୍ଟ ନିର୍ଦ୍ଦେଶ ଦେବା...

ସୁଷମାଙ୍କ ପଦାଙ୍କ ଅନୁସରଣ କରିବା ଗର୍ବର କଥା: ଜୟଶଙ୍କର

ନୂଆଦିଲ୍ଲୀ,୧।୬: ମୋଦି ସରକାରରେ ପୂର୍ବରୁ ବିଦେଶ ସଚିବ ଥିବା ସୁବ୍ରମଣ୍ୟମ୍‌ ଜୟଶଙ୍କରଙ୍କୁ ଏଥର ମିଳିଛି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ। ଶନିବାର ସେ ଏହି ଦାୟିତ୍ୱ ନେବା...

ଉରି ସର୍ଜିକାଲ ଷ୍ଟ୍ରାଇକ୍‌କୁ ପୂରିଲା ୩ ବର୍ଷ

ନୂଆଦିଲ୍ଲୀ,୨୮।୯: ସୀମାରେ ପାକିସ୍ତାନର ଅଘୋଷିତ ଯୁଦ୍ଧ ବିରୋଧରେ ଭାରତୀୟ ସେନା ୨୦୧୬ ସେପ୍ଟେମ୍ବର ୨୮-୨୯ ତାରିଖ ରାତିରେ ଆରମ୍ଭ କରିଥିଲେ ସର୍ଜିକାଲ ଷ୍ଟ୍ରାଇକ୍‌। ଭାରତରେ ଅନୁପ୍ରବେଶ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *