Posted inଜାତୀୟ

ଆରପାରିରେ ଭାରତର ପ୍ରଥମ ମହିଳା ଡିଜିପି କାଞ୍ଚନ ଚୌଧୁରୀ

ଡେରାଡୁନ୍‌, ୨୭।୮: ଭାରତର ପ୍ରଥମ ମହିଳା ଡାଇରେକ୍ଟର ଜେନେରାଲ୍‌ ଅଫ୍‌ ପୋଲିସ୍‌(ଡିଜିପି) କାଞ୍ଚନ ଚୌଧୁରୀ ଭଟ୍ଟାଚାର୍ଯ୍ୟଙ୍କ ସୋମବାର ବିଳମ୍ବିତ ରାତିରେ ମୁମ୍ବାଇରେ ପରଲୋକ ଘଟିଛି। ସେ ଦୀର୍ଘଦିନ ହେବ ଅସୁସ୍ଥ ଥିଲେ। ୧୯୭୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ କାଞ୍ଚନ ୨୦୦୪ରେ ଉତ୍ତରଖଣ୍ଡର ଡିଜିପି ଭାବେ ନିଯୁକ୍ତି ପାଇ ଇତିହାସ ରଚିଥିଲେ। ୨୦୦୭ ଅକ୍ଟୋବର ୩୧ରେ କାର୍ଯ୍ୟରୁ ଅବସର ନେଇଥିଲେ। ଅବସର ପରେ ରାଜନୀତିରେ ମଧ୍ୟ ସେ ଯୋଗ ଦେଇଥିଲେ। ୨୦୧୪ ଲୋକ ସଭା ନିର୍ବାଚନରେ ହରିଦ୍ୱାରରୁ ଆମ୍‌ ଆଦମୀ ପାର୍ଟ ପକ୍ଷରୁ ଏମ୍‌ପି ଭାବେ ଲଢିଥିଲେ। କିନ୍ତୁ ସେ ନିର୍ବାଚନରେ ପରାସ୍ତ ହୋଇଥିଲେ।


All Right Reserved By Dharitri.Com

ଖଟ୍ଟର କ୍ୟାବିନେଟର ହେବ ସମ୍ପ୍ରସାରଣ

ହରିୟାଣା,୧୪।୧୧: ହରିୟାଣାରେ ଭାଜପା-ଜେଜେପି ମେଣ୍ଟ ସରକାର ଗଠନର ୧୭ ଦିନ ପରେ ଅର୍ଥାତ୍‌ ଗୁରୁବାର ମନୋହର ଲାଲ ଖଟ୍ଟରଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବ। ଗତ ଅକ୍ଟୋବର...

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୬।୬: ଜମ୍ମୁ-କଶ୍ମୀର ପୁଲଓ୍ବମା ଜିଲାରେ ବୁଧବାର ସକାଳେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ତ୍ରାଲ୍‌ ଅଞ୍ଚଳର ନାଗବଳ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ...

ପ୍ରିୟଙ୍କାଙ୍କ ପଛଘୁଞ୍ଚା ରଣନୀତି

ନୂଆଦିଲ୍ଲୀ,୨୭ା୪: ପ୍ରଥମେ କଳ୍ପନାଜଳ୍ପନା, ପରେ ନିଜେ ସଙ୍କେତ ଦେଇଥିଲେ ‘ରାହୁଲ କହିଲେ ଲଢ଼ିବି’ ଆଉ ଶେଷରେ ପଛଘୁଞ୍ଚା। ଦେଶର ସବୁଠୁ ହଟ୍‌ ସିଟ୍‌ କୁହାଯାଉଥିବା ଉତ୍ତରପ୍ରଦେଶ...

ଭାରତ ଉପରେ ଆକ୍ରମଣ କଲେ ପାତାଳରୁ ବି ଆତଙ୍କବାଦୀଙ୍କୁ ଖୋଜି ଆଣି ଦଣ୍ଡ ଦେବୁ: ମୋଦି

ଡିଣ୍ଡୋରି,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ମହାରାଷ୍ଟ୍ରର ଡିଣ୍ଡୋରି ଗସ୍ତ କରିଛନ୍ତି। ଲୋକ ସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ଥିବା ବେଳେ ବହୁ ହେଭିଓ୍ବେଟ...

ଦିଲ୍ଲୀ ବିଧାନସଭା ପାଇଁ ୧୪ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ କଲା କଂଗ୍ରେସ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ସୋମବାର କଂଗ୍ରେସ ତା’ର ସେଣ୍ଟ୍ରାଲ ଇଲକେଶନ୍‌ କମିଟି ବୈଠକରେ ୧୪ ଜଣ ପ୍ରାର୍ଥୀଙ୍କ ନାମ...

ଦାଦା ସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନିତ ହେଲେ ବିଗ୍‌-ବି

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଦାଦା ସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ...

ଅଚାନକ ଜିଲା ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଯୋଗୀ

ଲକ୍ଷ୍ନୌ,୨୯।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶନିବାର ଅଚାନକ ଭାବେ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ରୋଗୀଙ୍କୁ ଭେଟିବା ସହ ହସ୍ପିଟାଲରେ...

୫ଲକ୍ଷର ନକଲି ନୋଟ ଜବତ, ଜଣେ ଗିରଫ

ନୂଆଦିଲ୍ଲୀ,୧୧।୬: ଦିଲ୍ଲୀ ପୋଲିସର ସ୍ପେଶିଆଲ ସେଲ୍‌ ନକଲି ନୋଟକୁ ଜବତ କରିଛି। ବାଂଲାଦେଶରୁ ଦିଲ୍ଲୀକୁ ଆସିଥିବା ୫ଲକ୍ଷ ନକଲି ନୋଟକୁ ଜବତ କରିବା ସହ ଏଥିରେ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *