Posted inଖେଳ

ଡନ୍‌ ବ୍ରାଡ୍‌ମ୍ୟାନ୍‌ କେତୋଟି ଛକା ମାରିଛନ୍ତି ଜାଣିଛନ୍ତି କି, ଶୁଣି ହେବେ ଆଶ୍ଚର୍ଯ୍ୟ

କ୍ରିକେଟ କଥା ଯେବେ ବି ଆଲୋଚନା ହୁଏ,ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌ଙ୍କ କଥା ନିଶ୍ଚିତ ଚର୍ଚ୍ଚାକୁ ଆସେ। ୧୯୦୮, ଅଗଷ୍ଟ ୨୭ରେ ଅଷ୍ଟ୍ରେଲିଆରେ ଜନ୍ମିତ ଏହି ମହାନ୍‌ କ୍ରିକେଟର ୧୯୨୮ରେ ବ୍ରିସ୍‌ବେନ୍‌ରେ ଇଂଲଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ୨୦ ବର୍ଷ ଲମ୍ବା କ୍ରିକେଟ କ୍ୟାରିୟରେ ସେ ଅନେକ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ୫୨ ଟେଷ୍ଟ ଖେଳି ୯୯.୯୨ ହାରରେ ୬୯୯୬ ରନ୍‌ କରିଥିଲେ। ସେଥିମଧ୍ୟରେ ୨୯ଟି ଶତକ ଅନ୍ତର୍ଭୁକ୍ତ ଥିଲା। ଟେଷ୍ଟ କ୍ୟାରିୟରରେ ସେ ମାତ୍ର ୬ଟି ଛକା ମାରିଥିଲେ। ଇଂଲଣ୍ଡ ବିପକ୍ଷରେ ୫ଟି ଏବଂ ଭାରତ ବିପକ୍ଷରେ ଗୋଟିଏ ଛକା ମାରିଥିଲେ।


All Right Reserved By Dharitri.Com

Posted inଖେଳ View All

ସର୍ବଭାରତୀୟ ପୋଲିସ ହକି ଉଦ୍‌ଘାଟିତ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): କଲିଙ୍ଗ ଷ୍ଟାଡିୟମ୍‌ରେ ସୋମବାରଠାରୁ ଆରମ୍ଭ ହୋଇଛି ୬୮ ତମ ସର୍ବଭାରତୀୟ ପୋଲିସ ହକି ପ୍ରତିଯୋଗିତା। ପୋଲିସ ଡିଜି ଅଭୟ ସପ୍ତମ ବାଟାଲିୟନରେ ଏହାକୁ ଉଦ୍‌ଘାଟନ...

ଆଶେସ ଚତୁର୍ଥ ଟେଷ୍ଟ: ବନର୍‌ସ, ରୁଟ୍‌ଙ୍କ ଅର୍ଦ୍ଧଶତକ

ମାଞ୍ଚେଷ୍ଟର,୭।୯- ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ଆଶେସ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଇଂଲଣ୍ଡ ସଂଘର୍ଷ ଜାରି ରଖିଛି। ଟସ୍‌ ଜିତି...

ପାଣ୍ଡ୍ୟାଙ୍କୁ କ୍ଲୁଜନରଙ୍କ ସହ ତୁଳନା କଲେ ଷ୍ଟିଭ୍‌ ଓ୍ବ

ଲଣ୍ଡନ, ୧୧।୬(ପି.ଟି.)- ପ୍ରାକ୍ତନ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ଓ୍ବ ଭାରତୀୟ ଦଳର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ତୁଳନା ଦକ୍ଷିଣ ଆଫ୍ରିକାର ମହାନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନରଙ୍କ ୧୯୯୯...

ଥାଇ ବକ୍ସିଂ ଟୁର୍ନାମେଣ୍ଟ: ପଦକ ନିଶ୍ଚିତ କଲେ ନିଖାତ୍‌, ଦୀପକ

ନୂଆଦିଲ୍ଲୀ, ୨୪।୭ (ପି.ଟି.): ବ୍ୟାଙ୍କକ୍‌ରେ ଚାଲିଥିବା ଥାଇଲାଣ୍ଡ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟରେ ଭାରତୀୟ ବକ୍ସରଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ପୂର୍ବତନ ଜୁନିୟର ବିଶ୍ୱ ଚାମ୍ପିୟନ...

ପୁଣି ଚମକିଲେ ଦୀପକ; ୟୁପିକୁ ହରାଇଲା ରାଜସ୍ଥାନ

ଥିରୁଭାନନ୍ତପୂରମ,୧୪।୧୧(ପି.ଟି.)- ଚମତ୍କାର ଫର୍ମରେ ଥିବା ମିଡିଅମ ପେସର ଦୀପକ ଚହରଙ୍କ ଯୋଗୁ ରାଜସ୍ଥାନ ଗୁରୁବାର ଅନୁଷ୍ଠିତ ଚଳିତ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ...

ଅଷ୍ଟ୍ରେଲିଆନ୍‌ ଓପନ୍‌: ଯୋଗ୍ୟତା ପର୍ଯ୍ୟାୟରୁ ନାଗଲଙ୍କ ବିଦାୟ

ମେଲବୋର୍ନ, ୧୬।୧ (ପି.ଟି.)- ଭାରତୀୟ ପୁରୁଷ ଟେନିସ ଖେଳାଳି ସୁମିତ୍‌ ନାଗଲ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ୍‌ ଯୋଗ୍ୟତା ପର୍ଯ୍ୟାୟର ପ୍ରଥମ ରାଉଣ୍ଡରୁ ବିଦାୟ...

ପାକିସ୍ତାନ ଫ୍ୟାନ୍‌ଙ୍କ ମୁହଁରେ ଇଣ୍ଡିଆ..ଇଣ୍ଡିଆ..

ବର୍ମିଂହାମ, ୩୦।୬: ଚଳିତ ଆଇସିସି ବିଶ୍ୱକପର ଗୁରୁତ୍ୱପୂର୍ଣ୍ଣ ୩୮ତମ ମ୍ୟାଚରେ ଦୁଇ ଫେଭରାଇଟ୍‌ ଦଳ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ଭେଟାଭେଟି ହୋଇଛନ୍ତି। ଇଂଲଣ୍ଡ...

ଓ୍ବେଷ୍ଟଇଣ୍ଡିଜ-ଏ’କୁ ୨୨୮ରେ ଅଟକାଇଲା ଭାରତ-ଏ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୨୫।୭ (ପି.ଟି.)- ସ୍ଥାନୀୟ ସାର୍‌ ଭିଭିଆନ୍‌ ରିଚାଡର୍‌ସ ଷ୍ଟାଡିୟମରେ ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ ବିପକ୍ଷରେ ଆରମ୍ଭ ହୋଇଥିବା ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟର ପ୍ରଥମ...

Leave a comment

Your email address will not be published. Required fields are marked *