Posted inଜାତୀୟ

ଇଡ଼ି ସତ୍ୟପାଠ ନେଇ ସୁପ୍ରିମ୍‌କୋର୍ଟରେ ଚିଦାମ୍ବରମ୍‌ଙ୍କ ପାଲଟା ଜବାବ: ସମସ୍ତ ସମ୍ପତ୍ତି ବୈଧ

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କ ସମ୍ପତ୍ତି ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି)ପକ୍ଷରୁ ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ ହୋଇଥିଲା। ତେବେ ଚିଦାମ୍ବରମ୍‌ଙ୍କ ପକ୍ଷରୁ ସତ୍ୟପାଠର ପାଲଟା ଜବାବ ଦିଆଯାଇଛି। ସମସ୍ତ ସମ୍ପତ୍ତି ବୈଧ ବୋଲି ଚିଦାମ୍ବରମ୍‌ଙ୍କ ପକ୍ଷରୁ କୁହାଯାଇଛି। ଇଡ଼ି ପକ୍ଷରୁ ଯେଉଁ ସମ୍ପତ୍ତି ଏବଂ ବ୍ୟାଙ୍କ ଖାତା ସମ୍ପର୍କରେ ସତ୍ୟପାଠରେ ଦର୍ଶାଯାଇଛି ତାହା ବୈଧ ବୋଲି ଚିଦାମ୍ବରମ୍‌ କହିଛନ୍ତି। ତେବେ ହାଇକୋର୍ଟରେ ଇଡ଼ି ପକ୍ଷରୁ କୌଣସି ସତ୍ୟପାଠ ଦାଖଲ କରାଯାଇ ନ ଥିଲା। ଏକ ନୋଟ୍‌ ଆଧାରରେ ନିର୍ଦ୍ଦେଶ ଜାରି କରାଯାଇଥିଲା। ଚିଦାମ୍ବରମ୍‌ଙ୍କ ଆଇନଜୀବୀ କପିଲ୍‌ ସିବଲ୍‌ କହିଛନ୍ତି ଯେ, ଇଡ଼ି ଡାଇରୀରେ ଲିଖିତ ଥିବା କିଛି ତଥ୍ୟକୁ ପ୍ରମାଣ ବୋଲି କହୁଛି। ତେବେ ଏହାକୁ ପ୍ରମାଣ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ।


All Right Reserved By Dharitri.Com

୪ ଦିନରେ ୬ ଅମରନାଥ ଯାତ୍ରୀ ମୃତ

ଶ୍ରୀନଗର, ୨୧ା୭(ପି.ଟି.) : ଚଳିତବର୍ଷ ଦକ୍ଷିଣ କଶ୍ମୀରର ପବିତ୍ର ଅମରନାଥ ଗୁମ୍ଫାକୁ ଯାତ୍ରା ଜାରି ରହିଛି। ଗତ ୪ ଦିନ ମଧ୍ୟରେ ୬ ଜଣ ଯାତ୍ରୀ...

ରାଜ୍ୟପାଳଙ୍କୁ ଭେଟିବେ ଶିବସେନା, ଏନ୍‌ସିପି, କଂଗ୍ରେସ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାକୁ ନେଇ ଏବେବି ଅନିଶ୍ଚିତତା ଲାଗି ରହିଛି। ତେବେ ମହାରାଷ୍ଟ୍ର ରାଜ୍ୟପାଳ ଶନିବାର ଅପରାହ୍ନ ୩ଟାରେ ଶିବସେନା, ଏନ୍‌ସିପି ଓ...

ବଦଳିଲା ବ୍ୟାଙ୍କ କାର୍ଯ୍ୟ ସମୟ: ଅକ୍ଟୋବର ୧ରୁ ପୂର୍ବାହ୍ନ ୧୦ରୁ ଅପରାହ୍ନ ୪ ପର୍ଯ୍ୟନ୍ତ ରହିବ ଖୋଲା

ନୂଆଦିଲ୍ଲୀ,୩୦।୯: ଅକ୍ଟୋବର ୧ରୁ ଦେଶର ରାଷ୍ଟ୍ରାୟାତ ବ୍ୟାଙ୍କ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ  ଖୋଲା ରହିବ। ଗ୍ରାହକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି...

୧୨୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ରହିଛି ଆଧାର

ନୂଆଦିଲ୍ଲୀ,୨୭।୧୨: ସରକାରଙ୍କ ୟୁନିକ ଆଇଡେଣ୍ଟିଫିକେଶନ ଅଥରିଟି ଅଫ୍‌ ଇଣ୍ଡିଆ(ୟୁଆଇଡିଏଆଇ)ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି କି ଦେଶରେ ବର୍ତ୍ତମାନ ସୁଦ୍ଧା ୧୨୫କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଆଧାର...

ମୋଦି ସରକାର ସେପ୍ଟେମ୍ବର ୯ରୁ ବିକିବେ ସୁନା: ଗ୍ରାମ୍‌ ପିଛା ଦର ୩ ହଜାର ୮ଶହ ୯୦

ନୂଆଦିଲ୍ଲୀ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସୁନାରେ ନିବେଶ କରିବା ପାଇଁ ଏକ ଯୋଜନା କରିଛନ୍ତି। ସେପ୍ଟେମ୍ବର ୯ରେ ସରକାର ଗୋଲ୍ଡ ବଣ୍ଡ ସିରିଜ୍‌-୨ର ଆରମ୍ଭ...

ଏନ୍‌ପିଆର୍‌-ଏନ୍‌ଆର୍‌ସି ସମ୍ପର୍କ ନାହିଁ

ନୂଆଦିଲ୍ଲୀ,୨୫ା୧୨ (ପି.ଟି./ଆଇଏଏନ୍‌ଏସ୍‌): ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ମଧ୍ୟରେ କିଛି ସମ୍ପର୍କ ନାହିଁ। ତେଣୁ ଏନପିଆର୍‌କୁ ନେଇ ରାଜ୍ୟ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପାଇଁ ହେବ ସଂଗ୍ରହାଳୟ

ନୂଆଦିଲ୍ଲୀ,୨୫ା୭(ପି.ଟି.): ସମସ୍ତ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଲାଗି କେନ୍ଦ୍ର ସରକାର ଏକ ବିଶାଳ ସଂଗ୍ରହାଳୟ ନିର୍ମାଣ କରିବେ। ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ଉପରେ ରାଜ୍ୟ ସଭା ଉପାଧ୍ୟକ୍ଷ...

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ପୁଅ କହିଥିଲେ, ଲୋକେ ଶୀଘ୍ର ଫଳାଫଳ ଚାହୁଁଛନ୍ତି: ୬ ଘଣ୍ଟାରେ ଅଭିଯୁକ୍ତ ସଫା

ହାଇଦ୍ରାବାଦ୍‌,୬।୧୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ପୁଅ କେଟି ରାମା ରାଓ ହାଇଦ୍ରାବାଦ୍‌ ଏନକାଉଣ୍ଟର ପୂର୍ବରୁ ଏକ ବୟାନ ଦେଇଥିଲେ। ଯାହା ଏବେ ଟ୍ରେଣ୍ଡ୍‌ ହେବାରେ...

Leave a comment

Your email address will not be published. Required fields are marked *