Posted inଜାତୀୟ

ପାଣି ବିଲ ଛାଡ଼ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀବାସୀଙ୍କ ପାଇଁ ପୁଣି ଥରେ ଏକ ବଡ଼ ଉପହାର ଘୋଷଣା କରାଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ନୂଆ ଯୋଜନା ଘୋଷଣା କରିଛନ୍ତି। ଏହି ଯୋଜନା ଅନୁସାରେ ଲୋକଙ୍କର ପାଣିର ବକେୟା ବିଲକୁ ଛାଡ଼ କରାଯାଇଛି। ନଭେମ୍ବର ୩୦ ପୂର୍ବରୁ ଯେଉଁମାନେ ନିଜ ଘରେ ପାଣି ମିଟର ଲଗାଇଥିବେ ସେମାନେ ଏହି ଯୋଜନାର ଲାଭ ନେଇପାରିବେ। ଏହି ଯୋଜନାରେ ଦିଲ୍ଲୀର ବିଭିନ୍ନ ବର୍ଗର ଲୋକମାନଙ୍କ ପାଇଁ ଭିନ୍ନ ଭିନ୍ନ ରିହାତି ମିଳିବ ବୋଲି ଜଣାପଡ଼ିଛି।


All Right Reserved By Dharitri.Com

୧୭ତମ ଲୋକ ସଭା ନିର୍ବାଚନ ସବୁଠାରୁ ମହଙ୍ଗା: ଖର୍ଚ୍ଚ ହୋଇଛି ୭୦ ହଜାର କୋଟି ଟଙ୍କା

ନୂଆଦିଲ୍ଲୀ,୪।୬: ଏପର୍ଯ୍ୟନ୍ତ ଯେତେ ଥର ଲୋକ ସଭା ନିର୍ବାଚନ ହୋଇଛି ସେଥିମଧ୍ୟରୁ ୧୭ ତମ ଲୋକ ସଭା ନିର୍ବାଚନ ସବୁଠାରୁ ମହଙ୍ଗା ବୋଲି କୁହାଯାଉଛି। କାରଣ...

ହାତରୁ ଗଲା ମୁଖ୍ୟମନ୍ତ୍ରୀ ପଦ, ଏବେ ଘର ଛାଡିଲେ ଦେବେନ୍ଦ୍ର-ଅମୃତା

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ରରେ ଶେଷରେ ଶିବସେନା, ଏନସିପି ମିଳିତ ଭାବେ ସରକାର ଗଢିଛନ୍ତି। ଉଦ୍ଧବ ଠାକ୍‌ରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ନାଟକୀୟ ଢଙ୍ଗରେ ମହାରାଷ୍ଟ୍ର...

ନେହେରୁ-ରାଜୀବଙ୍କ ଭଳି ମୋଦି ଜଣେ ଆକର୍ଷଣୀୟ ନେତା: ରଜନୀକାନ୍ତ

ଚେନ୍ନାଇ,୨୮।୫: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ବୋଲି ସ୍ପଷ୍ଟ କରିଛନ୍ତି। ଏହାସହ ସେ ମୋଦିଙ୍କୁ ଜବାହରଲାଲ...

ମାୟାବତୀଙ୍କ ବଂଶବାଦ: ଭାଇ ପୁତୁରାଙ୍କୁ ଗୁରୁ ଦାୟିତ୍ୱ

ଲକ୍ଷ୍ନୌ,୨୩।୬: ବିଏସ୍‌ପି ଅଧ୍ୟକ୍ଷା ମାୟାବତୀଙ୍କ ଅଧ୍ୟକ୍ଷତାରେ ରବିବାର ଦଳୀୟ କର୍ମକର୍ତ୍ତାଙ୍କ ଏକ ବୈଠକ ଅନୁଷ୍ଠୀତ ହୋଇଯାଇଛି। ବୈଠକରେ ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ କରାଯାଇଛି। ଏଥିରେ...

ବିପଦରେ ଗଣତନ୍ତ୍ର: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଗୁରୁବାର କଡ଼ା ସମାଲୋଚନା କରିଛନ୍ତି। ଦେଶରେ ଗଣତନ୍ତ୍ର ବିପଦରେ ପଡ଼ିଥିବା ସୋନିଆ କହିଛନ୍ତି।...

ଜମ୍ମୁ-କଶ୍ମୀର ସଡକ ଦୁର୍ଘଟଣାରେ ଗଲା ୧୬ ଜୀବନ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରର ଡୋଡା ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ମୃତକଙ୍କ...

କର୍ନାଟକରେ ସରକାର ବଞ୍ଚାଇବାକୁ କସରତ: କ୍ୟାବିନେଟ୍‌ରୁ ସବୁ ମନ୍ତ୍ରୀଙ୍କ ଇସ୍ତଫା

ବେଙ୍ଗାଲୁରୁ,୯ା୭(ପି.ଟି.): କର୍ନାଟକ ବିଧାନସଭାରୁ କଂଗ୍ରେସ ଓ ଜେଡିଏସ୍‌ର ୧୪ ବିଧାୟକ ଇସ୍ତଫା ଦେବା ପରେ ଏଚ୍‌.ଡି. କୁମାରସ୍ବାମୀ ସରକାରରେ ଦେଖାଦେଇଥିବା ସଙ୍କଟ ଟାଳିବା ପାଇଁ ଦୁଇ...

ପଳାତକ ତାଲିକାରେ ୫୧ଜଣଙ୍କ ନାମ: ୧୭ ହଜାର କୋଟିରୁ ଅଧିକ ଟଙ୍କାର ଠକେଇ

ନୂଆଦିଲ୍ଲୀ,୪।୧୨: ଦେଶରେ କୋଟି କୋଟି ଟଙ୍କାର ଠକେଇ କରି ବିଦେଶ ପଳାଇଥିବା ପଳାତକ ତାଲିକାରେ ୫୧ ଜଣଙ୍କ ନାମ ରହିଛି। ସେମାନେ ୧୭ ହଜାର କୋଟିରୁ...

Leave a comment

Your email address will not be published. Required fields are marked *