Posted inଜାତୀୟ

ଝାଡ଼ଖଣ୍ଡ ସରକାରଙ୍କ ସ୍ବାସ୍ଥ୍ୟ ସେବା: ଗୋଟିଏ ବିଲ୍ଡିଂର ଉପର ମହଲାରେ ହସ୍ପିଟାଲ ତଳେ ମଦ ଦୋକାନ; ସୋସିଆଲ ମିଡ଼ିଆରେ ଭାଇରାଲ

ଧାନବାଦ,୨୭।୮: ଝାଡ଼ଖଣ୍ଡ ସରକାରଙ୍କ ସ୍ବାସ୍ଥ୍ୟ ସେବା ନେଇ ଏବେ ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିିଛି। ଭିଡ଼ିଓରେ ଦେଖାଯାଉଛି ଏକ ବିଲ୍ଡିଂର ଉପର ମହଲାରେ ହସ୍ପିଟାଲ ଥିବାବେଳେ ତଳ ମହଲାରେ ମଦ ଦୋକାନ ରହିଛି। ଭିଡ଼ିଓଟି ଧାନବାଦର ଗୋବିନ୍ଦପୁର ଥାନା ଅନ୍ତର୍ଗତ ଲାଲ୍‌ ବଜାର ଅଞ୍ଚଳର। ଏହି ବିଲ୍ଡିଂ ଉପର ମହଲାରେ ଲାଇଫ୍‌ ଲାଇନ୍‌ ହସ୍ପିଟାଲ ଥିବାବେଳେ ତଳ ମହଲାରେ ମଦ ଦୋକାନ ଅଛି। ଦିନସାରା ମଦ ଦୋକାନ ସମ୍ମୁଖରେ ଭିଡ଼ ରହୁଥିବା ଏହି ଭିଡ଼ିଓରେ କୁହାଯାଉଛି। ଏଥିରେ ଥିବା ବୋର୍ଡରେ ସରକାରୀ ବିଦେଶୀ ମଦ ଦୋକାନ ବୋଲି ଲେଖା ଯାଇଛି। ଏହି ଭିଡ଼ିଓକୁ ନେଇ ବିଭିନ୍ନ ଲୋକ ଭିନ୍ନ ଭିନ୍ନ କମେଣ୍ଟ ଦେବାରେ ଲାଗିଛନ୍ତି।


All Right Reserved By Dharitri.Com

କନଷ୍ଟେବଳଙ୍କ ସାହସିକତା: ଅଣ୍ଟାଏ ବନ୍ୟା ପାଣିରେ ୨ବାଳିକାଙ୍କୁ ଦେଢ କିଲୋମିଟର କାନ୍ଧରେ ବୋହିଲେ

ଗାନ୍ଧିନଗର,୧୧।୮: ଗୁଜରାଟରେ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ଧାରଣ କରିଥିବା ବେଳେ ପ୍ରତିଦିନ ଏଠାକାର ଉଦ୍ଧାରକାରୀ ଦଳଙ୍କର କିଛି ନା କିଛି ହୃଦୟସ୍ପର୍ଶୀ ଫଟୋ ଓ...

ଭବିଷ୍ୟତରେ ପ୍ରଧାନମନ୍ତ୍ରୀ ନ ହୋଇ ରାଷ୍ଟ୍ରପତି ହେବାକୁ କାହିଁକି ଚାହୁଁଛନ୍ତି ପ୍ରଶ୍ନ ଛାତ୍ରଙ୍କୁ ପଚାରିଲେ ମୋଦି

ଶ୍ରୀହରିକୋଟା,୭।୯: ଇସ୍ରୋର ଚନ୍ଦ୍ରୟାନ-୨ ମିଶନରେ ଚନ୍ଦ୍ରପୃଷ୍ଠରେ ବିକ୍ରମ ଲ୍ୟାଣ୍ଡରର ଅବତରଣ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ...

ରାମ ଜନ୍ମଭୂମି: ଅଧିକାରର ଆଧାର ସମ୍ପର୍କରେ ନିର୍ମୋହି ଆଖଡ଼ାକୁ ପ୍ରଶ୍ନ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୭।୮: ରାମ ଜନ୍ମଭୂମି ଉପରେ ଅଧିକାରର ଆଧାର ସମ୍ପର୍କରେ ବୁଧବାର ସୁପ୍ରିମ୍‌କୋର୍ଟ ନିର୍ମୋହି ଆଖଡ଼ାକୁ ପ୍ରଶ୍ନ କରିଛନ୍ତି। ଆଖଡ଼ା ପକ୍ଷରୁ ଜମି ସମ୍ପର୍କିତ କାଗଜପତ୍ର ଦାଖଲ...

ବର୍ଷେ ପର୍ଯ୍ୟନ୍ତ ବଢିବନି ସ୍କୁଲ ଫି

ଲକ୍ଷ୍ନ,୨୮।୪: କରୋନା ମହାମାରୀ ଯୋଗୁ ବିଶ୍ୱରେ ଦେଖାଦେଇଥିବା ଆର୍ଥିକ ସଙ୍କଟରୁ ଭାରତ ମଧ୍ୟ ବାଦ୍‌ ଯାଇ ନାହିଁ। ଲକ୍‌ଡାଉନ ଯୋଗୁ ଲୋକେ କାମଧନ୍ଦା ହରାଇଛନ୍ତି। ରୋଜଗାରର...

ମୋଦି କ୍ୟାବିନେଟରେ ସାମିଲ ହୋଇପାରନ୍ତି କାମାଥ, ଦାସଗୁପ୍ତା

ନୂଆଦିଲ୍ଲୀ,୧୮ା୧(ଆଇଏଏନ୍‌ଏସ୍‌): ବ୍ରିକ୍ସ ବ୍ୟାଙ୍କ ଅଧ୍ୟକ୍ଷ କେ.ଭି. କାମାଥ ଏବଂ ଭାଜପାର ରାଜ୍ୟ ସଭା ସଦସ୍ୟ ସ୍ବପନ ଦାସଗୁପ୍ତାଙ୍କୁ ଖୁବ୍‌ଶୀଘ୍ର କେନ୍ଦ୍ର କ୍ୟାବିନେଟରେ ସାମିଲ କରାଯାଇପାରେ। ଏହି...

ନାମାଙ୍କନପତ୍ର ଦାଖଲ କଲେ ଜୟଶଙ୍କର

ନୂଆଦିଲ୍ଲୀ,୨୬ା୬(ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁଜରାଟରୁ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଜୁଲାଇ ୫ରେ ହେବାକୁ ଥିବା ଉପନିର୍ବାଚନ ଲାଗି ସେ ମଙ୍ଗଳବାର...

ଶ୍ରମ ଆଇନରେ ପରିବର୍ତ୍ତନ : ଘଣ୍ଟାକୁ ଶହେ ବର୍ଷ ପଛକୁ ଘୁଞ୍ଚାଇଦେବ

ନୂଆଦିଲ୍ଲୀ,୨୧ା୫: କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ ଓ ଜନବିରୋଧୀ ସ୍ବେଚ୍ଛାଚାରୀ ପଦକ୍ଷେପ ଏବଂ ରାଜ୍ୟ ସରକାରମାନଙ୍କ ପକ୍ଷରୁ ଶ୍ରମ ଆଇନରେ କରାଯାଇଥିବା ପରିବର୍ତ୍ତନର ପ୍ରତିବାଦରେ ୧୦...

ଜମ୍ମୁ-କଶ୍ମୀର ଜନସାଧାରଣଙ୍କ ସହିତ ବିଶ୍ୱାସଘାତକତା କରିଛନ୍ତି ମୋଦି ସରକାର: ଓମାର ଅବଦୁଲା

ଶ୍ରୀନଗର,୫।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଜମ୍ମୁ-କଶ୍ମୀରରେ ୩୭୦ ଧାରା ହଟିବା ନେଇ ଘୋଷଣା କରିଛନ୍ତି। ଏହା ସହିତ ଜମ୍ମୁ-କଶ୍ମୀରକୁ ଲଦାଖଠାରୁ ମଧ୍ୟ ଅଲଗା କରାଯାଇଥିବା...

Leave a comment

Your email address will not be published. Required fields are marked *