ଗ୍ରାମ ଜଙ୍ଗଲରୁ କାଠ କାଟିବା ଅଭିଯୋଗ: ୨ ଟ୍ରକ୍‌ ଅଟକ

କୋରାପୁଟ,୨୭।୮(ସ୍ବ.ପ୍ର.): କୋରାପୁଟ ବ୍ଲକର ପଦ୍ମପୁର ଗ୍ରାମବାସୀ ସୋମବାର ବିଳମ୍ବିତ ରାତିରେ ୨ଟି କାଠ ବୋଝେଇ ଟ୍ରକ୍‌କୁ ଅଟକ ରଖିଛନ୍ତି। ଗ୍ରାମ ଜଙ୍ଗଲରୁ କାଠ କାଟିଥିବା ଅଭିଯୋଗରେ ଏହି ୨ ଟ୍ରକ୍‌କୁ ଅଟକ ରଖାଯାଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ପଦ୍ମପୁର ପଞ୍ଚାୟତରେ ଗ୍ରାମ ଜଙ୍ଗଲକୁ ଲାଗି ରହିଥିବା ଏକ ବେସରକାରୀ ଜମିରେ ଥିବା କିଛି ଗଛକୁ କାଟିବା ପାଇଁ କୋରାପୁଟ ବନ ବିଭାଗ ଅନୁମତି ଦେଇଥିଲେ। କିନ୍ତୁ ଏହି ଅନୁମତି ଜରିଆରେ ଗ୍ରାମ୍ୟ ଜଙ୍ଗଲରୁ କିଛି ମୂଲ୍ୟବାନ ଗଛ କାଟି ନେଇ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ନେଇ ଗ୍ରାମବାସୀ ମୋହନପୋଡା ଗ୍ରାମଠାରେ ଉଭୟ ଟ୍ରକ୍‌କୁ ଅଟକରଖି ବନ ବିଭାଗକୁ ଜଣାଇଛନ୍ତି ।


All Right Reserved By

ଡମ୍ପର ଚାପାରେ ନାବାଳକ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ, ଉତ୍ତେଜନା

ଯୋଡ଼ା, ୩।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି କେମେସି ଗଣେଶ ମନ୍ଦିର ଛକଠାରେ ରବିବାର ଅପରାହ୍ନରେ ଏକ ଡମ୍ପର ଚାପାରେ ଆକାଶ ପୂର୍ତ୍ତି(୮) ନାମକ...

ବିକାଶଠୁ ଦୂରରେ ସୁଲେଇଖମାର ଗାଁ

କେନ୍ଦୁଝର, ୧୮ା୯(ଡି.ଏନ.ଏ.)-କେନ୍ଦୁଝରଗଡ ପୌରପାଳିକା ଅନ୍ତର୍ଗତ ୧ନଂ ୱାର୍ଡ ଭିତରେ ଥିବା ଗାଁ ସୁଲେଇଖମାର। ପୁରୁଣାସହରଠାରୁ ୨କି.ମି. ଦୂରରେ ଅବସ୍ଥିତ ଏହି ଗାଁ ବିଭିନ୍ନ ସମସ୍ୟା ଭିତରେ...

ହାଓଡା ଢୁଲାଗଡ଼ରେ ମର୍ମନ୍ତୁଦ ଦୁର୍ଘଟଣା: ୪ ମୃତ, ଜଣେ ଗୁରୁତର

ଭଦ୍ରକ ଅଫିସ, ୧୭।୭ – କଲିକତା ହାଓଡା ଢୁଲାଗଡ ଟୋଲପ୍ଲାଜା ନିକଟରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୪ ଜଣ...

ବସୁନ୍ଧରା ଯୋଜନା ବାଟବନା:ଘରଡିହ ପାଏବାରୁ ବଁଚିତ୍‌ ଭୂମିହୀନ ପରିବାର

ଲାଠୋର, ୮ା୬ (ଡି.ଏନ.ଏ): ସରକାର ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ସାମିଲ କରି ୪ ଡିସିମିଲ ଘରଡିହ ଯୁଗେଇ ଦେଉଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀମାନକର ଖାମଖିଆଲି ମନଭାବ...

୧୩ ବର୍ଷର ନାବଳିକା ୭ ମାସର ଗର୍ଭବତୀ:ଅଭିଯୁକ୍ତ ୨ ଛୁଆର ବାପା ନାଁରେ ଏତଲା

ଜୟପୁର,୧୪ା୫(ଡି.ଏନ୍‌.ଏ.): ଦୁଇଟି ଛୁଆର ବାପା ଜଣେ ୧୩ ବର୍ଷର ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖି ତାଙ୍କୁ ୭ ମାସର ଗର୍ଭବତୀ କରିଛନ୍ତି। ଅଭିଯୁକ୍ତ ଜଣକ...

ଠିକାଦାରଙ୍କ ଘରକୁ ବୋମାମାଡ଼ ଘଟଣା: ଦୁର୍ଦ୍ଦାନ୍ତ ରାଜିଙ୍କ ସମେତ ୩ ଗିରଫ, ବୋମା ଜବତ

ବ୍ରହ୍ମପୁର ଅଫିସ,୧୮ା୬-ବ୍ରହ୍ମପୁର ବଡ଼ବଜାର ପୋଲିସ ଜଣେ ଠିକାଦାରଙ୍କ ଘର ଉପରକୁ ବୋମା ମାଡ଼ କରିବା ଅଭିଯୋଗରେ ଦୁର୍ଦ୍ଦାନ୍ତ ରାଜି ଗୌଡ଼ଙ୍କ ସମେତ ୩ ଜଣଙ୍କୁ ରବିବାର...

କାମ ଦେବା ନାଁରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଗଞ୍ଜାମ,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଥାନା ଅଞ୍ଚଳରେ କାମ ଦେବା ନାଁରେ ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ହୋଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି। ଏତଲାକୁ ଭିତ୍ତିକରି ଗଞ୍ଜାମ...

ଆବାସ ଯୋଜନା ବାଟବନା:ଭଂଗା ଘରେ ବିତୁଛେ ମା’ପୁଓର ଅସାହା ଜୀବନ୍‌

ଗାଇସିଲେଟ, ୧୧ା୬(ଡି.ଏନ୍‌.ଏ): ବରଗଡ଼ ଜିଲା ଗାଇସିଲେଟ ବ୍ଲକ ବୁରୋମୁଣ୍ଡା ପଁଚେତ୍‌ ବଇଦପାଲି ଗଁାର ବିଧବା ମହିଲା ସତ୍ୟଭାମା ସାହୁ। ଆଏଜ୍‌କେ ୫ ବଛର ତଲେ ଆପ୍‌ନେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *