Posted inଜାତୀୟ

ଚିଦାମ୍ବରମଙ୍କ ହେବ ଲାଏ ଡିଟେକ୍ଟର ଟେଷ୍ଟ: ସିବିଆଇ

ନୂଆଦିଲ୍ଲୀ,୨୭।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଛନ୍ଦି ହୋଇ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ସିବିଆଇ ରିମାଣ୍ଡରେ ଅଛନ୍ତି। ଅଗଷ୍ଟ ୩୦ ପର୍ଯ୍ୟନ୍ତ ସେ ସିବିଆଇ ହେପାଜତରେ ରହିଥିବା ବେଳେ ତାଙ୍କୁ ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଜେରା କରାଯାଉଛି। ଜେରା ସମୟରେ ଚିଦାମ୍ବରମଙ୍କଠାରୁ ସନ୍ତୁଷ୍ଟିଜନକ ଉତ୍ତର ମିଳୁ ନ ଥିବାରୁ ସିବିଆଇ ତାଙ୍କର ଲାଏ ଡିଟେକ୍ଟର ଟେଷ୍ଟ କରିବାକୁ ଚାହୁଁଛି। ଏନେଇ କୋର୍ଟରେ ସିବିଆଇ ପକ୍ଷରୁ ଆବେଦନ କରାଯିବ ବୋଲି ଜଣାପଡ଼ିଛି। ସୋମବାର ସିବିଆଇ କୋର୍ଟ ଚିଦାମ୍ବରମଙ୍କ ରିମାଣ୍ଡ ଅବଧିକୁ ଆଉ ୪ ଦିନ ବଢ଼ାଇ ଦେଇଥିଲେ।


All Right Reserved By

ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର: ହାଇ ଆଲର୍ଟ ଜାରି

ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର ନେଇ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତୀୟ ସେନା ଯବାନ, ଜମ୍ମୁ-କଶ୍ମୀର ପୋଲିସ...

ଡୋଭାଲ୍‌ଙ୍କୁ କ୍ୟାବିନେଟ୍‌ ର଼୍ୟାଙ୍କ୍‌: ବଢ଼ିଲା କାର୍ଯ୍ୟକାଳ

ନୂଆଦିଲ୍ଲୀ,୩।୬: ଭାରତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  କ୍ୟାବିନେଟ୍‌ ର଼୍ୟାଙ୍କ୍‌ ପ୍ରଦାନ କରିଛନ୍ତି। ଏହା ସହିତ ସେ ଏହି ପଦବୀରେ ଆଗାମୀ...

ମାଓବାଦୀଙ୍କ ଟାର୍ଗେଟ୍‌ରେ ସୁରକ୍ଷାକର୍ମୀ: ଆଇଇଡି ବିସ୍ପୋରଣରେ ୧୫ କୋବ୍ରା ଯବାନ ଆହତ

ରାଞ୍ଚି, ୨୮।୫: ଝାଡ଼ଖଣ୍ଡରେ ମାଓବାଦୀ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଙ୍ଗଳବାର ସ୍ଥାନୀୟ ସରାୟକେଲାର କୁଚାଇ ଅଞ୍ଚଳରେ ୨୦୯ କୋବ୍ରା ବାଟାଲିୟନ...

ହଠାତ୍‌ ମନ୍ଦିରରେ ଜଳିଗଲେ ମହିଳା: ସ୍ବାସ୍ଥ୍ୟାବସ୍ଥା ଗୁରୁତର

ହୁବଳି,୨୦।୬: କର୍ନାଟକର ହୁବଳିରୁ ଏକ ଲୋମଟାଙ୍କୁରା ଦୃଶ୍ୟ ସାମ୍ନାକୁ ଆସିଛି। ଉକ୍ତ ସହରରେ ଥିବା ବିଶ୍ୱନାଥ ମନ୍ଦିରରେ ଜଣେ ମହିଳା ପୂଜା କରୁଥିବା ସମୟରେ ହଠାତ୍‌...

ପରସ୍ପର ବୁଝାମଣା ଭିତରେ କଶ୍ମୀର ସମସ୍ୟାର ହେଉ ସମାଧାନ

ନୂଆଦିଲ୍ଲୀ,୧୮।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ପାକିସ୍ତାନ ଭାରତ ବିରୋଧୀ ବୟାନ ଦେଇ ଆସୁଛି। ଆଉ ଭାରତକୁ ଘେରିବାକୁ ଅନ୍ତରାଷ୍ଟ୍ରୀୟ ସହାୟତା ମଧ୍ୟ...

ବିହାର ଶିଶୁ ମୃତ୍ୟୁ ଘଟଣା: ତେଜସ୍ବୀ ଉଭାନ୍‌, ଆରଜେଡି କହିଲା ବିଶ୍ୱକପ୍‌ ଦେଖିବାକୁ ଯାଇଛନ୍ତି

ପାଟଣା, ୧୯।୬: ବିହାରରେ ମସ୍ତିକ ଜ୍ୱରରେ ପ୍ରତି ଘଣ୍ଟାରେ ଶିଶୁ ମୃତ୍ୟୁ ଖବର ଆସୁଛି। ଏପର୍ଯ୍ୟନ୍ତ ୧୧୨ଜଣ ଶିଶୁଙ୍କ ମୃତ୍ୟୁ ହେଲାଣି। ଘଟଣାକୁ ନେଇ ଶାସକ...

ଶପଥ ନେଲେ ସୋନିଆ, ମୁଲାୟମ୍‌

ନୂଆଦିଲ୍ଲୀ,୧୯ା୬(ପି.ଟି.): ସପ୍ତଦଶ ଲୋକ ସଭାର ଦ୍ୱିତୀୟ ଦିବସରେ ମଙ୍ଗଳବାର ଆଉ କେତେକ ସଦସ୍ୟ ଶପଥଗ୍ରହଣ କରିଛନ୍ତି। କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ୟୁପିଏ ଅଧ୍ୟକ୍ଷା ସୋନିଆ...

ସଡ଼କ ସୁରକ୍ଷା ପାଇଁ ୭ ଶହ ହେଲମେଟ୍‌ ବାଣ୍ଟିଲେ ଟ୍ରାଫିକ୍‌ ପୋଲିସ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୬: ସୁଡ଼କ ସୁରକ୍ଷା ନେଇ ଏବେ ଦିଲ୍ଲୀର ଜଣେ ଟ୍ରାଫିକ୍‌ ପୋଲିସ ହେଡ୍‌ କନେଷ୍ଟବଳ ଅଣ୍ଟା ଭିଡ଼ିଛନ୍ତି। ସେ ଇତିମଧ୍ୟରେ ୭ଶହ ହେଲମେଟ୍‌ ମାଗଣାରେ ଲୋକଙ୍କୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *