Posted inରାଜ୍ୟ

ସୁସ୍ଥ ହେଲେ ୭୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦।୩ : ରାଜ୍ୟରେ ବୁଧବାର ୭୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ୩,୩୫,୩୨୨ରେ ପହଞ୍ଚିଛି। ପୁରୀରୁ ସର୍ବାଧିକ ୧୨, ସମ୍ବଲପୁରରୁ ୯, ବାଲେଶ୍ୱର ଓ ଝାରୁସୁଗୁଡ଼ାରୁ ୭, ସୁନ୍ଦରଗଡ଼ରୁ ୬, ଖୋର୍ଦ୍ଧା ଓ ମୟୁରଭଞ୍ଜରୁ ୫, ବଲାଙ୍ଗୀର, ଗଞ୍ଜାମ, ଯାଜପୁର ଓ ସୋନପୁରରୁ ୩, ଦେଓଗଡ଼ ଓ କେନ୍ଦୁଝରରୁ ୨, ଅନୁଗୁଳ, ବରଗଡ଼, କଟକ, କଳାହାଣ୍ଡି ଓ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri