ଆଖଣ୍ଡଳମଣି ପୀଠ ବିକାଶ ଲାଗି ଖର୍ଚ୍ଚ ହେବ ୭୨ କୋଟି

ଆରଡ଼ି, ୧୪।୯ (ଡି.ଏନ.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠର ବିକାଶ ପାଇଁ ମାଷ୍ଟରପ୍ଲାନ କାର୍ଯ୍ୟକାରୀ ହେବ। ଏଥିନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୭୨କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଥିବା ମଙ୍ଗଳବାର ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୀଠକୁ ଆସି ଘୋଷଣା କରିଛନ୍ତି। ପୀଠ ସମ୍ପ୍ରସାରଣ ପାଇଁ ୧୩୨ ପରିବାରଙ୍କ ବାସଗୃହ ଓ ବ୍ୟବସାୟ ପ୍ରତିଷ୍ଠାନ ଭାଙ୍ଗି ସେମାନଙ୍କୁ ପୁନଃ ଥଇଥାନ କରାଯିବ ବୋଲି ସେ ସେବାୟତମାନଙ୍କ ସହ ଆଲୋଚନା ବେଳେ ପ୍ରକାଶ କରିଥିଲେ। ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଜିଲା ପରିଷଦ ସଭ୍ୟ ପ୍ରିନ୍ସ ରାକେଶ ନାୟକ, ରଞ୍ଜନ ସାହୁ, ପୂର୍ବତନ ସରପଞ୍ଚ ଅରବିନ୍ଦ ପାଢୀ, ଓଳଗ ସରପଞ୍ଚ ପ୍ରଫୁଲ୍ଲ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଭଦ୍ରକ ଉପଜିଲାପାଳ ତଥା ମନ୍ଦିର ମ୍ୟାନେଜିଂ ଟ୍ରଷ୍ଟି ମନୋଜ କୁମାର ପାତ୍ର, ଚାନ୍ଦବାଲି ବିଡିଓ ଜ୍ୟୋତି ବିକାଶ ଦାଶ ଓ ତହସିଲଦାର ସୁଶାନ୍ତ ସୁତାର ପୀଠରେ ଉପସ୍ଥିତ ରହି ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri