ଚମ୍ପୁଆ ରେଞ୍ଜରେ ୭୨ ଟିକିଆ ହାତୀପଲ

ଚମ୍ପୁଆ,୨୭।୯(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ୭୨ ଟିକିଆ ହାତୀପଲ ବୁଲୁଛନ୍ତି। ହାତୀପଲ ଦିନବେଳା ଘଞ୍ଚ ଜଙ୍ଗଲରେ ରହୁଥିବା ବେଳେ ସନ୍ଧ୍ୟା ହେଲେ ଜଙ୍ଗଲ ନିକଟବର୍ତ୍ତୀ ଚାଷ ଜମିରେ ପଶି ଫସଲ ନଷ୍ଟ କରୁଥିବା ଦେଖାଯାଇଛି। ହାତୀ ଆଗମନକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଭୟର ବାତାବରଣ ଲାଗି ରହିଛି।
ଅନୁସାରେ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନରେ ୫୯ ହାତୀ ରହିଥିବା ବେଳେ ବାମେବାରୀ ସେକ୍ସନରେ ୧୧ ଓ ଉଖୁଣ୍ଡା ସେକ୍ସନରେ ୨ ହାତୀ ରହିଛନ୍ତି। ବନ ବିଭାଗ ପକ୍ଷରୁ ୭ ଗାଡ଼ି ସହିତ ୨୦୦ ଗଜସାଥୀ ଏବଂ ହାତୀ ସ୍କ୍ବାଡ୍‌ ହାତୀପଲ ଉପରେ ନଜର ରଖିଥିବା ବିଭାଗ ପକ୍ଷରୁ କୁହାଯାଇଛି। ଏ ନେଇ ଭାରପ୍ରାପ୍ତ ରେଞ୍ଜର ସଞ୍ଜୀବ ରାଉତଙ୍କୁ ପଚାରିବାରୁ କୁହନ୍ତି, ହାତୀମାନଙ୍କ ଉପରେ ନଜର ରଖାଯାଇଛି। ହାତୀ ଯେପରି ଜନବସତି ଆଡ଼କୁ ନ ଯାଆନ୍ତି ସେଥିପ୍ରତି ପଦକ୍ଷେପ ଗ୍ରହଣ କରାଯାଉଛି। ଲୋକ ଭିଡ଼ ଯୋଗୁ ହାତୀ ଚିଡ୍‌ଚିଡ଼ା ହେଉଛନ୍ତି। ଏ ସବୁରୁ ନିବୃତ୍ତ ରହିବା ପାଇଁ ବିଭାଗ ପକ୍ଷରୁ ଲୋକଙ୍କୁ ଅନୁରୋଧ କରାଯାଇଛି। ଏକର ଏକର ଚାଷ ନଷ୍ଟ ହେଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୯: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ବାଲେଶ୍ୱର ଜିଲା ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରଞ୍ଜନ କୁମାର ସୂତାର...

ଅଧାରେ ଥିଲା, ପୁଣି କାମ ଆରମ୍ଭ

କଟକ ଅଫିସ,୨୪ା୬: ଦୀର୍ଘଦିନ ଧରି ଅଧାପନ୍ତରିଆ ଭାବେ ପଡ଼ି ରହିଥିବା ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ଛାତ୍ରୀ ନିବାସ ନିର୍ମାଣ କାର୍ଯ୍ୟ ପୁଣିଥରେ ଆରମ୍ଭ ହୋଇଛି। ଛାତ୍ରୀ...

୧୭ ପିଲା, ଶିକ୍ଷକ ଗୁରୁତର

ଦେବଗଡ଼, ୨୦ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପସି ପ୍ରାଥମିକ ବିଦ୍ୟାଳୟ ଉପରେ ବଜ୍ରପାତ ହେବାରୁ ୧୭ ଛାତ୍ରୀଛାତ୍ରଙ୍କ ସମେତ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି।...

ଚମ୍ପୁଆରେ ବିଜେଡି ପ୍ରାର୍ଥୀ ମିନାକ୍ଷୀ ବିଜୟୀ

ଚମ୍ପୁଆ, ୨୩।୫(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ମୁରଲୀ...

ଆନ୍ଧ୍ରପ୍ରଦେଶରେ ଦାଦନ ଶ୍ରମିକଙ୍କୁ ନିର୍ଯାତନା: ୧୬୦ କିଲୋମିଟର ଚାଲିକି ଆସିଲେ

ପଟ୍ଟାଙ୍ଗି,୧୪।୯(ଶରତ ଧଳ): କାମଧନ୍ଦା ନ ପାଇ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଥିବା ଶ୍ରମିକଙ୍କ ଦୁଃଖ ଥମିବାର ନାଁ ନେଉନାହିଁ। ଏଭଳି ଏକ କରୁଣ ଦୃଶ୍ୟ...

୨ ବୁଥ୍‌ରେ ପଡ଼ିଲାନି ଖଣ୍ଡିଏ ଭୋଟ

ଢେଙ୍କାନାଳ ଅଫିସ୍‌, ୧୯ ।୨ ଅନୁରୋଧ କଲେ। ଦାବି ଜଣାଇଲେ। ପ୍ରତିବାଦ କଲେ। ହେଲେ ଲୋକମାନଙ୍କ ସମସ୍ୟାକୁ କେହି ଗୁରୁତ୍ୱ ଦେଲେନି କି ଦୁର୍ଗାପ୍ରସାଦକୁ ମିଳିଲାନି...

ଗ୍ରାହକଙ୍କୁ ମିଳୁନି ଉପଯୁକ୍ତ ସେବା

ପଟ୍ଟାମୁଣ୍ଡାଇ,୭ା୯ (କଳ୍ପତରୁ ନାୟକ)କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଜରିଆ ଉପ ଡାକଘର ସମସ୍ୟା ଘେରରେ ରହିଛି। ଅଧିକାଂଶ ସମୟ ଏହି ଡାକଘର ଅଚଳ ରହୁଛି। ଫଳରେ...

ଓଏସ୍‌ଆର୍‌ଟିସି ଗ୍ୟାରେଜରେ ଶତାଧିକ ଗହମ ବସ୍ତା: ତାଲା ପକାଇଲେ ଯୋଗାଣ ବିଭାଗ ଅଧିକାରୀ

ଓଡ଼ଗାଁ,୩।୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଅଫିସ ସାମ୍ନାରେ ଥିବା ଓଏସ୍‌ଆର୍‌ଟିସି ଗ୍ୟାରେଜ ନବ ନିର୍ମିତ ଅଫିସ କୋଠରି ଭିତରେ ଶତାଧିକ ଗହମ ବସ୍ତା ଥିବା...

Advertisement
Archives

Model This Week