୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୨ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୫ ଜଣ ପିଲା ଅଛନ୍ତି। ସେହିପରି ୪୨ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୦ଜଣ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱରରୁ ୧, ବରଗଡ଼ରୁ ୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୪, ବୌଦ୍ଧରରୁ ୧, କଟକରୁ ୨, ଦେବଗଡ଼ରୁ ଗଜପତିରୁ ୭, ଗଞ୍ଜାମରୁ ୧୭, ଯାଜପୁରରୁ ୪, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୯ , କୋରାପୁଟରୁ ୪, ମୟୂରଭଞ୍ଜରୁ ୩, ନୟାଗଡ଼ରୁ ୨, ସମ୍ବଲପୁରରୁ ୩, ସୁନ୍ଦରଗଡ଼ରୁ ୭ ଏବଂ ଷ୍ଟେଟ ପୁଲ୍‌ରୁ ୨ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ସଂକ୍ରମଣ ନେଇ ଚିନ୍ତାରେ ସରକାର…

ନୂଆଦିଲ୍ଲୀ, ୩୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

କରୋନା ପରେ ଏବେ ଚିନ୍ତା ବଢ଼ାଉଛି ବ୍ଲାକ୍‌ ଫଙ୍ଗସ୍‌: ଦିଲ୍ଲୀରେ ୧୯୭ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୧।୫: ରାଜଧାନୀ ଦିଲ୍ଲୀରେ ପ୍ରଥମେ କରୋନା ଭାଇରସ୍‌ ଆଉ ଏବେ ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ ଖେଳାଇବାରେ ଲାଗିଛି। ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ସହ ମୁକାବିଲା କରିବା...

ବଲାଙ୍ଗୀର: ସପ୍ତାହକୁ ଥରେ ବନ୍ଦ ରହିବ ଧର୍ମାନୁଷ୍ଠାନ

ବଲାଙ୍ଗୀର ଅଫିସ, ୫ା୧: ମଙ୍ଗଳବାରଠାରୁ ବଲାଙ୍ଗୀର ଜିଲାର ଧାର୍ମିକ ଅନୁଷ୍ଠାନ ଯଥା ମନ୍ଦିର, ଗୀର୍ଜା, ମସଜିଦ୍‌, ଗୁରୁଦ୍ୱାରା ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି...

ବେଆଇନ ରେଲଓ୍ବେ ଇ-ଟିକେଟ ବିକ୍ରି, ୩ ଗିରଫ

କଟକ ରୋଡ,୧୫ା୬(ଡି.ଏନ୍‌.ଏ.): ବେଆଇନ ଭାବେ ରେଳବାଇ ସଂରକ୍ଷିତ ଟିକଟ ବିକ୍ରି ଅଭିଯୋଗରେ ଭୁବନେଶ୍ୱର ଆରପିଏଫ (ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ) ଶୁକ୍ରବାର ୩ ଜଣଙ୍କୁ ଗିରଫ କରି...

ସଂସଦର ଜଣେ ଅଧିକାରୀ କରୋନା ପଜିଟିଭ୍‌: ଆନେକ୍ସି ଭବନର ଦ୍ୱିତୀୟ ମହଲା ସିଲ୍‌

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ସ୍ଥିତ ସଂସଦରେ ରାଜ୍ୟସଭା ସଚିବାଳୟର ଜଣେ ଅଧିକାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନିର୍ଦ୍ଦେଶକ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀ ଓ ତାଙ୍କ...

ବିଶାଖାପାଟଣାରୁ ରେଳ ଧାରଣାରେ ଚାଲି ଓଡ଼ିଶା ଫେରିଲେ କଳାହାଣ୍ଡିର ୧୮ ଶ୍ରମିକ

ମୁନିଗୁଡ଼ା,୪।୪(ଡି.ଏନ୍.ଏ.): କରୋନା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଘୋଷଣା ସହ ରାଜ୍ୟ ସିମାକୁ ସିଲ୍ କରି ଦିଆଯାଇଛି। କୌଣସି ରାଜ୍ୟରୁ କେହି ଅନ୍ୟ ରାଜ୍ୟକୁ...

ଆମ୍ବୁଲାନ୍ସର ହେଉଛି ଅପବ୍ୟବହାର

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ। ଏପରି ସମୟରେ ଆମ୍ବୁଲାନ୍ସର ଅପବ୍ୟବହାର ହେଉଛି। ଜରୁରିକାଳୀନ ସେବା ପାଇଁ ଉଦ୍ଦିଷ୍ଟ ଆମ୍ବୁଲାନ୍ସକୁ କେତେଜଣ...

ଭିନ୍ନକ୍ଷମଙ୍କୁ ଟିକିଏ ସ୍ନେହ, ଚେନାଏ ହସ ବାନ୍ଧିରଖିଛି

ମହାକାଳପଡ଼ା, ୧୪ା୨(ଡି.ଏନ୍‌.ଏ.): ପ୍ରେମ ଶାଶ୍ୱତ ଓ ଚିରନ୍ତନ ସତ୍ୟ। ପ୍ରେମ ମାନେନା ଜାତି, ଧର୍ମ, ବର୍ଣ୍ଣ। ନିର୍ବିଶେଷରେ ଗୋଟିଏ ହୃଦୟ ସହ ଅନ୍ୟ ଏକ ହୃଦୟର...

Advertisement
Archives

Model This Week