Posted inଫୁରସତ

୭୨ ବର୍ଷୀୟା ମହିଳା ଚଲାଉଛନ୍ତି ୧୧ ପ୍ରକାର ଗାଡ଼ି

କୋଚି: ପ୍ରତ୍ୟେକ କାର୍ଯ୍ୟ ପାଇଁ ମନରେ ଆଗ୍ରହ ରହିବା ଦରକାର। ଏହା ଦ୍ୱାରା କାର୍ଯ୍ୟଗୁଡ଼ିକ ଅତି ଉତ୍ତମ ଭାବେ ସମ୍ପାଦିତ ହୋଇଥାଏ। କୋଚିର ରାଧାମଣୀ ଅମ୍ମ। ୭୨ ବର୍ଷରେ ପାଦ ଥାପିସାରିଲେଣି। କିନ୍ତୁ ତାଙ୍କ କାର୍ଯ୍ୟ ଦକ୍ଷତା କଥା କହିଲେ, ଯେ କେହି ବି ଆଶ୍ଚର୍ଯ୍ୟ ହୋଇଯିବେ। ରୋଡ୍‌ ରୋଲର, ଜେସିବି, ବସ୍‌, କାର୍‌, ବାଇକ୍‌ ପରି ୧୧ ପ୍ରକାର ଗାଡ଼ି ଚଲାପାରନ୍ତି ରାଧାମଣୀ। ୧୯୮୧ରେ ସେ ଡ୍ରାଇଭିଂ ଲାଇସେନ୍ସ ପ୍ରାପ୍ତ କରିଥିଲେ। ଗାଡ଼ି ଚାଳନା ଦିଗରେ ତାଙ୍କର ରୁଚି ଥିବା କାରଣରୁ ଏହା ସମ୍ଭବ ହୋଇଥିବା ରାଧାରାଣୀ କହିଛନ୍ତି। ବର୍ତ୍ତମାନ ତାଙ୍କପାଖରେ ସବୁ ପ୍ରକାର ଗାଡ଼ି ଚଲାଇବାର ଲାଇସେନ୍ସ ରହିଛି। ରାଧାରାଣୀଙ୍କ ସ୍ବାମୀ କୋଚିରେ ଏ-ଜେଟ୍‌ ନାମରେ ଏକ ଡ୍ରାଇଭିଂ ସ୍କୁଲ ଚଲାଉଥିଲେ। ସ୍ବାମୀଙ୍କ କହିବା ଅନୁସାରେ ରାଧାରାଣୀ କାର୍‌ ଚଲାଇବା ଶିଖିଲେ। କିନ୍ତୁ ସେ ସମୟରେ ଗାଡ଼ି ଚାଳନା ପ୍ରତି ତାଙ୍କର ଆଗ୍ରହ ନ ଥିଲା। ୨୦୦୪ରେ ଯେତେବେଳେ ସ୍ବାମୀଙ୍କର ମୃତ୍ୟୁ ଘଟିଲା ସେ ସମୟରେ ପରିବାର ଚଳାଇବା ପାଇଁ ରାଧାରାଣୀ ଡ୍ରଇଭିଂ ସ୍କୁଲ ବୁଝାବୁଝି ଆରମ୍ଭ କଲେ। ବର୍ତ୍ତମାନ ରାଧାରାଣୀ ଭାରି ଯାନ ଚଳାଇବାର ପ୍ରଶିକ୍ଷଣ ମଧ୍ୟ ଦେଉଛନ୍ତି। ଡ୍ରାଇଭିଂ କ୍ଷେତ୍ରରେ ପାରଦର୍ଶିତା ହାସଲ କରିବା ପରେ ରାଧାରାଣୀ ଏବେ ଅଟୋ ମୋବାଇଲ ଇଞ୍ଜିନିୟରିଂ କ୍ଷେତ୍ରରେ ଡିପ୍ଲୋମା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୂଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri