ବିଧାୟକଙ୍କ ଘର ପାଇଁ କଟିଲା ୭୨୧ ଗଛ: ଚାଞ୍ଚଲ୍ୟକର ବୟାନ ଦେଲେ ପରିବେଶ ମନ୍ତ୍ରୀ

ଭୁବନେଶ୍ୱର,୨୩।୯: ବିଧାନସଭାର ମୌସୁମୀ ଅଧିବେଶନର ମଙ୍ଗଳବାର ଗୃହରେ ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଷ ରାମ ସିଂ ଖୁଣ୍ଡିଆ ଏକ ବଡ଼ ସୂଚନା ଦେଇଛନ୍ତି। ବିଧାୟକଙ୍କ ନୂଆ ସରକାରୀ ବାସଭବନ ପାଇଁ ୭୨୧ ଗଛ ବଳି ପଡ଼ିଛି ବୋଲି ବିଧାନସଭାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଲିଖିତ ଉତ୍ତର ରଖିଛନ୍ତି।

ରାଜଧାନୀର ୬.୫୪ ହେକ୍ଟର ଅଞ୍ଚଳରେ ଗଛ କଟାଯାଇଛି। ତତ୍କାଳୀନ ବିଜେଡି ସରକାର ଏହି ଅଞ୍ଚଳରେ ୭୨୧ ଗଛ କାଟିଥିବା ମନ୍ତ୍ରୀ କହିଛନ୍ତି। ଏହାରେ କ୍ଷତିପୂରଣ ବାବାଦରେ ଅମ୍ରିତ ବିଦ୍ୟାପୀଠରେ ୮ ହଜାର ଗଛ କଟାଯାଇଥିବା ବେଳେ ସୁବୁଦ୍ଧିପୁରରେ ୪ ହଜାର ଗଛ ଲଗାଯାଇଛି। ଏପରିକି ମଧୁପୁରରେ ୪ ହଜାର ଏବଂ ଘାଟିକିଆରେ ୨ ହଜାର ଗଛ ଲଗାଯାଇଛି ବୋଲି ଗୃହରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….

ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ…

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri