Posted inଜାତୀୟ

ବାରାଣସୀରେ ଆତଙ୍କବାଦୀ ଆକ୍ରମଣ ପାଇଁ ଲଶ୍କରର ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୮।୮: ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ପକ୍ଷରୁ ବାରାଣସୀରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗୋଇନ୍ଦା ରିପୋର୍ଟ ଅନୁସାରେ ଲଶ୍କର ସଦସ୍ୟ ଉମର ମଦନି ବାରାଣସୀର ଏକ ଯାତ୍ରୀ ନିବାସରେ ମେ ୭ରୁ ୧୧ ପର୍ଯ୍ୟନ୍ତ ରହିଥିଲେ। ସେ କେତେକ ଲୋକଙ୍କ ସହିତ ସାକ୍ଷାତ୍‌ ମଧ୍ୟ କରିଥିଲେ। ତାଙ୍କ ସହିତ ନେପାଳର ଜଣେ ଆତଙ୍କବାଦୀ ଥିବା ରିପୋର୍ଟରେ ଦର୍ଶାଯାଇଛି। ସେମାନେ ସ୍ଥାନୀୟ ଅଞ୍ଚଳର ଯୁବକଙ୍କୁ ସଂଗଠନରେ ସାମିଲ୍‌ କରାଇବା ପାଇଁ ଯୋଜନା କରିଥିବା କୁହାଯାଉଛି। ଗୋଇନ୍ଦା ରିପୋର୍ଟ ଆଧାରରେ ବାରାଣସୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


All Right Reserved By Dharitri.Com

ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ବ୍ୟୟ ବରାଦ

ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବା ଅର୍ଥମନ୍ତ୍ରୀ...

ଜାମିଆରେ ଫୁଟିଲା ଗୁଳି

ନୂଆଦିଲ୍ଲୀ, ୪ା୨(ପି.ଟି.): ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ ଜାରି ରହିଥିବା ବେଳେ ରବିବାର ରାତିରେ ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ନିକଟରେ ପୁଣି ଗୁଳିକାଣ୍ଡ...

ଥୋରଟ୍‌ କଂଗ୍ରେସ ନେତା

ମୁମ୍ବାଇ, ୨୭ା୧୧(ପି.ଟି.) : ମହାରାଷ୍ଟ୍ର କଂଗ୍ରେସ ଅଧ୍ୟକ୍ଷ ବାଲାସାହେବ ଥୋରଟ୍‌ଙ୍କୁ ଦଳ ପକ୍ଷରୁ ମଙ୍ଗଳବାର ବିଧାୟକ ଦଳର ନେତା ଭାବେ ନିର୍ବାଚିତ କରାଯାଇଛି। ଏଆଇସିସି ସାଧାରଣ...

କରୋନା ଭାଇରସ ଯୋଗୁ ବାତିଲ ହେଲା ମୋଦିଙ୍କ ବିଦେଶ ଗସ୍ତ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ସାରା ବିଶ୍ୱର ପ୍ରାୟ ୮୨ ଦେଶକୁ ବ୍ୟାପିଥିବା ବେଳେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଏବେ ବିଦେଶ ଗସ୍ତ ଉପରେ...

ରାଜଘାଟରେ କଂଗ୍ରେସର ସତ୍ୟାଗ୍ରହ

ନୂଆଦିଲ୍ଲୀ,୨୩।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ସୋମବାର ଅପରାହ୍ନରେ ଦିଲ୍ଲୀର ରାଜଘାଟରେ କଂଗ୍ରେସ ଏହାର ବିରୋଧରେ ସତ୍ୟାଗ୍ରହ...

ଫିଲ୍ମ ଷ୍ଟାଇଲରେ ପରସ୍ପରକୁ ଗୁଳି ମାରିଲେ ପ୍ରେମୀଯୁଗଳ

ଜୟପୁର,୧୩।୬: ରାଜସ୍ଥାନର ବାରମେର ଜିଲାରେ ଏଭ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ଜଣେ ପ୍ରେମୀଯୁଗଳ ଫିଲ୍ମ ଷ୍ଟାଇଲରେ ପରସ୍ପରକୁ ଗୁଳି ମାରି ଆତ୍ମହତ୍ୟା କରିଛନ୍ତି।...

କରୋନା ସଂକ୍ରମଣ: ପୃଥିବୀର ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ହୋଇଥିବା ୧୫...

ରଘୁବରଙ୍କୁ ହଟାଇବା ବିରୋଧୀଙ୍କ ପାଇଁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ/ରାଞ୍ଚତ୍,୨ା୧୧: ଝାଡ଼ଖଣ୍ଡ ବିଧାନସଭା ଭୋଟ ପାଇଁ ଶୁକ୍ରବାର ନିର୍ବାଚନ କମିଶନଙ୍କ ତାରିଖ ଘୋଷଣା ସହ ବିଧିବଦ୍ଧ ଭାବେ ବିଗୁଲ ବାଜିଛି। ଏହି ଆଦିବାସୀ ଅଧ୍ୟୁଷିତ ରାଜ୍ୟର...

Leave a comment

Your email address will not be published. Required fields are marked *