ଲଙ୍ଗୁଳି ମଠ କୋଠାକୁ ଭଙ୍ଗାଯାଉଛି

ପୁରୀ ଲଙ୍ଗୁଳି ମଠ କୋଠାକୁ ଜେସିବି ଦ୍ୱାରା ଭଙ୍ଗାଯାଉଛି।


All Right Reserved By Dharitri.Com

ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ

ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ।

ରାଜୀବ ଗାନ୍ଧୀ ଜୟନ୍ତୀ ପାଳିତ

ରାଜୀବ ଗାନ୍ଧୀ ଜୟନ୍ତୀ ଅବସରରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭୁବନେଶ୍ୱର ୟୁନିଟ- ୫ସ୍ଥିତ ରାଜୀବ ଭବନରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଉଛି।

ମେଟଲ୍‌ ମିଟ୍‌ର କୁଇଜ୍‌ ଆରମ୍ଭ

ମେଟଲ୍‌ ମିଟ୍‌ର କୁଇଜ୍‌ ଆରମ୍ଭ।

ଏସ୍‌ୟୁସିଆଇ(ସି) ପକ୍ଷରୁ ପିଏମ୍‌ଜିଠାରେ ବିକ୍ଷୋଭ

ବାତ୍ୟା ବିଧ୍ୱସ୍ତ ଅଞ୍ଚଳ ଜନସାଧାରଣଙ୍କ ସମସ୍ୟା ଓ ସମାଧାନ ଦାବିରେ ଏସ୍‌ୟୁସିଆଇ(ସି) ପକ୍ଷରୁ ପିଏମ୍‌ଜିଠାରେ ବିକ୍ଷୋଭ।

୨ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ବାଗତ

୨ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବାପରେ ଭାଜପା ପକ୍ଷରୁ ତାଙ୍କୁ ଫୁଲମାଳ ଦେଇ ସ୍ବାଗତ କରାଯାଉଛି।

ଗଙ୍ଗମନ୍ଦିର ପୂଜା କମିଟି ପକ୍ଷରୁ ଚାନ୍ଦି ମେଢ଼ ନିର୍ମାଣ

ଗଙ୍ଗମନ୍ଦିର ପୂଜା କମିଟି ପକ୍ଷରୁ ଚାନ୍ଦି ମେଢ଼ ନିର୍ମାଣ।

ମହାପ୍ରଭୁଙ୍କୁ ଦର୍ଶନ କଲେ ୨ କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ଓଡ଼ିଶା ଆସି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

ରାଜଧାନୀରେ ପ୍ରବଳ ବର୍ଷା

ରାଜଧାନୀରେ ପ୍ରବଳ ବର୍ଷା।

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *