ରାଜ୍ୟରେ ସୁସ୍ଥ ହେଲେ ଆଉ ୭୨୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୦୩ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୭୩, ସୁନ୍ଦରଗଡ଼ ୬୭, ନୂଆପଡ଼ା ୪୪, କଟକ ୪୨, ବାଲେଶ୍ୱର ୩୭, ବଲାଙ୍ଗୀର ୩୨, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାରୁ ୩୦ ଲେଖାଏ, ସମ୍ବଲପୁର ୨୮, ଷ୍ଟେଟ୍‌ ପୋଲ ୨୬, କେନ୍ଦୁଝର ୨୫, ଅନୁଗୋଳ ୨୪, ବରଗଡ଼ ୨୧, ଝାରସୁଗୁଡ଼ା ୧୭, ଯାଜପୁର ୧୪ ଏବଂ କଳାହାଣ୍ଡିରୁ ୧୪ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ଢେଙ୍କାନାଳ ଏବଂ ପୁରୀରୁ ୧୩ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଭଦ୍ରକରୁ ୧୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଦେବଗଡ଼, ମାଲକାନଗିରି ଏବଂ ନବରଙ୍ଗପୁରରୁ ୧୦ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ୯, ନୟାଗଡ଼ ଏବଂ ସୋନପୁରରୁ ୭ ଲେଖାଏ, କନ୍ଧମାଳ ୫, ରାୟଗଡ଼ା ୩, କୋରାପୁଟ ୨ ଏବଂ ବୌଦ୍ଧରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୬,୦୦୧ରେ ପହଞ୍ଚିଥିବା ବେଳେ ୩,୦, ୭୩୭୪ ଜଣ ସୁସ୍ଥ ହୋଇଛନ୍ତି। ୬୮୮୭ ଜଣ ଚିକିତ୍ସିତ ହେଉଛନ୍ତି। ୧୬୮୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri