ଗଞ୍ଜାମରେ ୭୨ତମ ସାଧାରଣତନ୍ତ୍ର ଦିବସ: ମୁଖ୍ୟ ଅତିଥି ସାଜିଲେ ପରିବହନ ମନ୍ତ୍ରୀ

ଛତ୍ରପୁର,୨୬।୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୭୨ ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଛତ୍ରପୁର ରିଜର୍ଭ ପୋଲିସ ପଡିଆଠାରେ ମଙ୍ଗଳବାର ପାଳନ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥିଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା , ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ , ଏସ୍‌ପି ବ୍ରିଜେଶ ରଏ ପ୍ରମୁଖ ଉପସ୍ଥିତ ରହିଥିଲେ l ୭୨ ତମ ଜନରାଜ୍ୟ ଦିବସ ଅବସରରେ ଏସ୍‌ପି, ଏଡିଏମ୍‌, ତହସିଲଦାର,ଏସ୍‌ଡିପିଓ, ଆଇଆଇସି, ସ୍ବାସ୍ଥ୍ୟକର୍ମୀଙ୍କ ସମେତ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ କୋଭିଡ ଯୋଦ୍ଧା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କୋଭିଡ କଟକଣା ପାଇଁ ସୀମିତ ପୋଲିସ ଅଧିକାରୀ ମାନଙ୍କୁ ନେଇ ପରେଡ୍‌ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ସାଧାରଣଜନତାଙ୍କୁ ବାରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri