ନିରାଡମ୍ବର ଭାବେ ପାଳିତ ହେଲା ୭୨ ତମ ସାଧାରଣତନ୍ତ୍ର ଦିବସ

ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ କୋଭିଡ ଗାଇଡ ଲାଇନ ମଧ୍ୟରେ ମଙ୍ଗଳବାର ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମୁଖ୍ୟାଳୟ ସ୍ଥିତ ଷ୍ଟାଡିୟମରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବିଧାୟକ ନାଏକ ସମ୍ମିଳିତ ଉଦ୍ୟମରେ ରାଷ୍ଟ୍ରର ସାମଗ୍ରିକ ବିକାଶ ସମ୍ଭବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷ ବିଶ୍ୱନାଥ ନାଏକ, ଉପାଧକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଡିଓ ଈଶ୍ୱର ଚନ୍ଦ୍ର ନାଏକ ପ୍ରମୁଖ ଯୋଗ ଦେଇଥିଲେ। ସେହିଭଳି ପାଟଣା ତହସିଲରେ ତହସିଲଦାର ଶିବପ୍ରଶାଦ ମୁର୍ମୁ, ବ୍ଲକରେ ବିଧାୟକ ନାଏକ,ପାଟଣା ଥାନାରେ ଥାନାଧିକାରୀ ସୋମନାଥ ଜେନା, ତୁରୁମୁଙ୍ଗା ଥାନାରେ ଥାନାଧିକାରୀ ସୁଶାନ୍ତ ମଣୀମହାନ୍ତି,ପାଟଣା ଅଗ୍ନିଶମ କାର୍ଯ୍ୟାଳୟରେ ଷ୍ଟେସନ ମ୍ୟାନେଜର ମନୋରଞ୍ଜନ ମହାନ୍ତ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡା. ଚିତ୍ତରଞ୍ଜନ ନାଏକ ପାଟଣା ମହାବିଦ୍ୟାଳୟରେ ଅଧକ୍ଷା ଜ୍ୟୋତ୍ସ୍ନା ମଞ୍ଜରୀ ତ୍ରିପାଠୀ ଓ ମୁକ୍ତିତୀର୍ଥ କ୍ଲବ ସ୍ବାମରେ ଭାଗୀରଥି ଦାଶ ଜାତୀୟ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଡ଼ିରୁ ପଡ଼ି ବାୟୁସେନା ଅଧିକାରୀ ମୃତ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ

କାମାକ୍ଷାନଗର, ୧୬।୧୨(ଡି.ଏନ୍‌.ଏ.) କର୍ମସ୍ଥଳରେ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଥିବା ଭାରତୀୟ ବାୟୁସେନାର ଜୁନିୟର ଓ୍ବାରେଣ୍ଟ ଅଫିସର ଧନେଶ୍ବର ସାହୁଙ୍କ ଶେଷକୃତ୍ୟ ରବିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ...

ନବନିର୍ବାଚିତ ବିଧାୟକ, ଏମ୍‌ପିଙ୍କୁ ସମ୍ବର୍ଦ୍ଧନା

ବାହାନଗା,୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତର ସତ୍ୟଭାମା କଲ୍ୟାଣ ମଣ୍ଡପ ପରିସରରେ ବିଜୁ ଜନତା ଦଳ ପକ୍ଷରୁ ଏକ ସମୀକ୍ଷା ବୈଠକ ରବିବାର...

ଗାଁ ଭିତରକୁ ପଶିଲା ପିଟିସି ଗୁଳି

ଅନୁଗୋଳ ଅଫିସ/ବନ୍ତଳା, ୧୨।୫ ଅନୁଗୋଳସ୍ଥିତ ପୋଲିସ ଟ୍ରେନିଂ କଲେଜ (ପିଟିସି)ରେ ସୋମବାର ଗୁଳି ଚାଳନା ପ୍ରଶିକ୍ଷଣ ବେଳେ ନିକଟସ୍ଥ ଶରଧାପୁର ଗାଁର ମହିଳା ପୁଷ୍ପଲତା ନାଏକ(୪୮)ଙ୍କ...

୫୯ ପଞ୍ଚାୟତ ପୋଖରୀରେ ଏସ୍‌ଏଚ୍‌ଜି କରିବେ ମାଛଚାଷ

ଫୁଲବାଣୀ ଅଫିସ, ୨୩ା୮-ରାଜ୍ୟ ସରକାର ମହିଳା ସଶକ୍ତୀକରଣ ଉପରେ ଅଧିକ ପ୍ରାଧାନ୍ୟ ଦେଉଛନ୍ତି। ଏବେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବୀ କରିବା...

୫୮ ମେଧାବୀଙ୍କୁ ଉତ୍କର୍ଷ ବୃତ୍ତି

କଣିହାଁ ,୨୩।୩(ଡି.ଏନ.ଏ.) – କଣିହାଁ ଏନ୍‌ଟିପିସି ପକ୍ଷରୁ ନିକଟବର୍ତ୍ତୀ ଗ୍ରାମର ୫୮ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ଉତ୍କର୍ଷ ବୃତ୍ତି ପ୍ରଦାନ କରାଯାଇଛି। ୨୦୨୦-୨୧ ଶିକ୍ଷା ବର୍ଷରେ...

ସାମାଜିକ ଦୂରତ୍ୱ ଭୁଲି ଭତ୍ତା ପାଇଁ ଭିଡ଼

ଜୟପୁର,୪।୪(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ପୌରସଂସ୍ଥା ପକ୍ଷରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୨୮ଟି ୱାର୍ଡର ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏଁ ଭତ୍ତା...

ପ୍ରଯୁକ୍ତିବିଦ୍ୟା ସୃଜନଶୀଳତାର ବିକଳ୍ପ ହୋଇପାରିବନି

ଢେଙ୍କାନାଳ ଅଫିସ, ୨୩।୧ – ପ୍ରଯୁକ୍ତିବିଦ୍ୟା କେବେହେଲେ ସୃଜନଶୀଳତାର ବିକଳ୍ପ ହୋଇପାରିବ ନାହିଁ। ଦିନକୁ ଦିନ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହେଉଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ...

ବିଧାୟକଙ୍କ ସହ ସ୍ତ୍ରୀ ମଧ୍ୟ କାଟିଲେ ଧାନ

ନବରଙ୍ଗପୁର,୨୮।୧୦(ବି.ପ୍ର.): ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ନିଜର ନିଆରା କାର୍ଯ୍ୟଶୈଳୀକୁ ନେଇ ପ୍ରାୟ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ବିଧାୟକ ତାଙ୍କ ବ୍ୟସ୍ତ ବହୁଳ ଜୀବନରୁ ସମୟ...

Advertisement
Archives

Model This Week