ଆଜି ରାଜ୍ୟରେ ୭୩ ପଜିଟିଭ୍‌ ଚିହ୍ନଟ, ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରବିବାର ରାଜ୍ୟରୁ ୭୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୪ ଜଣ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ବରଗଡ଼ରୁ ସର୍ବାଧିକ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୮ ଏବଂ ସମ୍ବଲପୁରରୁ ୬ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ୫,ବଲାଙ୍ଗୀର ୨, କଟକ ୧, ଢେଙ୍କାନାଳ ୨, ଗଞ୍ଜାମ ୧, ଝାରସୁଗୁଡ଼ା ୪, କଳାହାଣ୍ଡି ୧, ଖୋର୍ଦ୍ଧା ୫, ମାଲକାନଗିରି ୧, ମୟୂରଭଞ୍ଜ ୫, ନବରଙ୍ଗପୁର ୨, ନୟାଗଡ଼ ୧, ପୁରୀ ୩, ରାୟଗଡ଼ା ୬, ସୋନପୁର ୨, ଏବଂ ସୁନ୍ଦରଗଡ଼ରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬, ୧୭୪ରେ ପହଞ୍ଚିଥିବା ବେଳେ ୩,୩୩,୪୫୧ ଜଣ ସୁସ୍ଥ ହୋଇଛନ୍ତି। ୭୬୦ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ଦିନ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ, ୧୧।୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବୁଧବାରଠାରୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ବନବିଭାଗର ଯଶିପୁର କାଳିଆଣି ଓ ପିଠାବଟାର...

ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍‌ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍‌ଡାଉନ,...

ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ନେଇ ଆଶଙ୍କା ଦେଖାଦେଇଛି। କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ସମସ୍ତ...

ଓଡ଼ିଶାରେ କରୋନାର ୪ ଗ୍ରୁପ୍‌

ଭୁବନେଶ୍ୱର,୮।୭(ବ୍ୟୁରୋ): ଦେଶରେ କରୋନା ଭାଇରସର ଯେଉଁ ୪ଟି ଗ୍ରୁପ୍‌ ଅଛି ତାହା ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି। ୪ଟି ମଧ୍ୟରୁ ଗୋଟିଏ ଗ୍ରୁପ୍‌ ଅଧିକ ଦେଖାଯାଇଛି।...

୯୦ ଦିନିଆ ପାରୋଲରେ ଯିବେ ୪୪୯ କଏଦୀ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ କରୋନା ସଂକ୍ରମଣ ବ୍ୟାପୁଛି। ବହୁ ଅଧିକାରୀ ଓ କର୍ମଚାରୀ ଆକ୍ରାନ୍ତ ହୋଇଥିବାବେଳେ ୩ଶହରୁ ଊର୍ଦ୍ଧ୍ୱ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

କ୍ୟାବିନେଟ ନିଷ୍ପତ୍ତି: ସିଇଟି ହେବ ଓୟୁଟିଆର୍‌

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ସିଇଟି)ଭୁବନେଶ୍ୱରକୁ ଏକ ଅନୁବନ୍ଧିତ, ଏକକ ବିଶ୍ୱବିଦ୍ୟାଳୟରେ ପରିଣତ କରି ଓଡ଼ିଶା ଟେକ୍ନୋଲୋଜି ଏବଂ ରିସର୍ଚ୍ଚ ବିଦ୍ୟାଳୟ(ଓୟୁଟିଆର)ରେ ପରଣିତ କରାଯିବ।...

ଛୁରାମାଡ଼ କରି ଲୁଟ୍‌ ଉଦ୍ୟମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୫ା୮(ବ୍ୟୁରୋ): ରାଜମହଲ ଛକରେ ଜଣେ ବ୍ୟକ୍ତିଙ୍କ ଗୋଡକୁ ଛୁରାମାଡ କରି ଲୁଟ ଉଦ୍ୟମ କରୁଥିବା ଅଭିଯୁକ୍ତଙ୍କୁ କ୍ୟାପିଟାଲ ଥାନା ପୋଲିସ ରବିବାର ଗିରଫ କରିଥିବାବେଳେ...

କରୋନା ସଂକ୍ରମଣ ରୋକିବା ଲାଗି ଆଫ୍ରିକାଠାରୁ ଶିକ୍ଷାଲାଭର ରହିଛି ଆବଶ୍ୟକତା: ଜାତିସଂଘ ମହାସଚିବ

ଜେନେଭା,୨୦।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ କହିଛନ୍ତି ଯେ, କରୋନା ସଂକ୍ରମଣ ରୋକିବା ପାଇଁ...

Advertisement
Archives

Model This Week