୭୩ ବର୍ଷୀୟା ବୃଦ୍ଧା ନିଜ ପାଇଁ ଖୋଜୁଛନ୍ତି ବର: ଦେଲେ ଏମିତି ବିଜ୍ଞାପନ

କଥାରେ ଅଛି ପ୍ରେମ ଏବଂ ବିବାହର କୌଣସି ବୟସ ନ ଥାଏ। ଏହାର ଏକ ଉଦାହରଣ କର୍ନାଟକର ମଇସୁରରେ ଦେଖିବାକୁ ମଳିଛି। ଏଠାରେ ଜଣେ ୭୩ ବର୍ଷୀୟା ଅବସରପ୍ରାପ୍ତ ବୃଦ୍ଧା ଶିକ୍ଷକ ନିଜର ବିବାହ ପାଇଁ ବିଜ୍ଞାପନ ଦେଇଥିଲେ। ଯାହାକି ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
ବିଜ୍ଞାପନରେ ବୃଦ୍ଧା ନିଜଠାରୁ ଅଧିକ ବୟସର ଜୀବନସାଥୀଙ୍କ ବିଷୟରେ କହିଛନ୍ତି। ବିଜ୍ଞାପନରେ ସେ କହିଛନ୍ତି, ବର୍ତ୍ତମାନ ମୁଁ ଏକାକୀ ଜୀବନ ବିତାଉଛି। ତେଣୁ ମୋତେ ଜଣେ ଜୀବନ ସାଥୀର ଆବଶ୍ୟକତା ରହିଛି। ଜଣେ ୬୯ ବର୍ଷିୟ ବ୍ୟକ୍ତି ଉକ୍ତ ବିଜ୍ଞାପନରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ବ୍ୟକ୍ତି ଜଣଙ୍କ ଜଣେ ଅବସରପ୍ରାପ୍ତ ଇଞ୍ଜିନିୟର। ମାତ୍ର ତାଙ୍କ ବିଷୟରେ ଅଧିକ କିଛି ଜଣାପଡ଼ି ନାହିଁ। ତେବେ ଏହି ବିଜ୍ଞାପନରେ ନିଜର ପ୍ରତିକ୍ରିୟା ରଖିଥିବା ୬୯ ବର୍ଷୀୟ ବୃଦ୍ଧା କହିଛନ୍ତି, ପାରମ୍ପରିକ ରୂପେ ସେ ନିଜର ବାକି ଜୀବନ ନିଜ ସ୍ବାମୀଙ୍କ ସହ ବିତାଇବାକୁ ଚାହୁଁଛନ୍ତି।
ଏ ନେଇ ବେଙ୍ଗାଲୁରୁ ନାରୀବାଦୀ କାର୍ଯ୍ୟକର୍ତ୍ତା ଭ୍ରୁନ୍ଦା ଅଦିଗେ କହିଛନ୍ତି ଯେ, ଏହା ପ୍ରକୃତରେ ବହୁତ ଭଲ। ବୟସର କୌଣସି ନେବାଦେବା ନାହିଁ, ସେ କେହି କାହାକୁ ସାଥୀ କରିବାକୁ ଚାହୁଁଛନ୍ତି।
ଖବର ଅନୁଯାୟୀ, ମହିଳାଙ୍କର ତାଙ୍କ ସ୍ବାମୀଙ୍କ ଠାରୁ ଛାଡପତ୍ର ହୋଇଥିଲା।ଏବେ ସେ ପୁଣିଥରେ ବିବାହ କରିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ଶରଣାର୍ଥୀଙ୍କୁ ଅଧା ଦାମ୍‌ରେ ଜମି ଯୋଗାଇ ଦେଲେ ରାଜସ୍ଥାନ ସରକାର

ଜୟପୁର,୧୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହାରି ଭିତରେ କିନ୍ତୁ ରାଜସ୍ଥାନର ଅଶୋକ ଗେହଲଟ...

ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଅଖନୁର୍‌ରେ ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୦।୧: ଜାନୁୟାରୀ ୨୬ ପୂର୍ବରୁ ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଏଲ୍‌ଓସିସ୍ଥିତ ଅଖନୁର୍‌ର ଖୌର ସେକ୍ଟରରେ ଭାରତୀୟ...

ଦିଲ୍ଲୀରେ ଖ୍ରୀଷ୍ଟମାସ, ନୂଆବର୍ଷ ସମାବେଶ ବନ୍ଦ

ନୂଆଦିଲ୍ଲୀ, ୨୩।୧୨ : ଓମିକ୍ରନ୍‌ ସହିତ ଦିଲ୍ଲୀରେ ଦୈନିକ କୋଭିଡ୍‌ ସଂକ୍ରମଣ ୧୨୫କୁ ବୃଦ୍ଧି ପାଇଛି, ଯାହାକି ଗତ ୬ ମାସ ମଧ୍ୟରେ ସର୍ବାଧିକ। ଫଳରେ...

ଅନନ୍ୟ ଲୀଳାକ୍ଷେତ୍ର ଗଡ଼ଖୋର୍ଦ୍ଧା

ଖୋର୍ଦ୍ଧା-ଭୁବନେଶ୍ୱର ନଂ.୧୬ ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକ ପଞ୍ଚ ପାଇକ ପ୍ରତିମୂର୍ତ୍ତିଠାରୁ ୨୦୦ ମିଟର ଦୂରରେ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳାକ୍ଷେତ୍ର। ଗଡ଼ଖୋର୍ଦ୍ଧାଠାରେ ମହାପ୍ରଭୁ ୩ଥର...

ସିଆରପିଏଫ୍‌ କ୍ୟାମ୍ପ ଉପରେ ବୋମା ପକାଇଲେ ବୁର୍ଖା ପିନ୍ଧିଥିବା ମହିଳା

ଶ୍ରୀନଗର,୩୦।୩: ଜମ୍ମୁ-କଶ୍ମୀରର ବାରାମୁଲା ଜିଲାର ସପୋରେ ସହରରେ ଥିବା କ୍ରେନ୍ଦୀୟ ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ପିଏଫ୍‌)ର କ୍ୟାମ୍ପ ଉପରେ ମଙ୍ଗଳବାର ସନ୍ଧ୍ୟାରେ ବୋମା ମାଡ଼ ହୋଇଛି।...

ଖୋଲିଲା ପ୍ରେମ ମନ୍ଦିର

ମଥୁରା,୧୧।୧୧: ଉତ୍ତର ପ୍ରଦେଶର ବୃନ୍ଦାବନସ୍ଥିତ ପ୍ରେମ ମନ୍ଦିର ଦୀର୍ଘ ୮ ମାସ ପରେ ଭକ୍ତଙ୍କ ଦର୍ଶନ ପାଇଁ ଖୋଲାଯାଇଛି। କୋଭିଡ-୧୯ର ଗାଇଡଲାଇନ୍‌ ଅନୁଯାୟୀ ଏହି ମନ୍ଦିର...

ମଙ୍ଗଳସୂତ୍ର ବନ୍ଧାରଖି କିଣିଲେ ଟିଭି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ବାଙ୍ଗାଲୋର, ୧।୮: କରୋନା ଭାଇରସ ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ପାଇଁ ସମଗ୍ର ଦେଶରେ ସ୍କୁଲ, କଲେଜ ବନ୍ଦ ରହିଛି। ଏଭଳି ପରିସ୍ଥିତିରେ ପିଲାମାନେ ଟିଭି...

୮ମାସ ପରେ ଗୃହବନ୍ଦୀରୁ ମୁକୁଳିଲେ ଓମାର ଅବଦ୍ଦୁଲା

ଶ୍ରୀନଗର,୨୪।୩: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲାଙ୍କୁ ଦୀର୍ଘ ୮ମାସ ପରେ ଗୃହବନ୍ଦୀରୁ ମୁକ୍ତ କରାଯାଇଛି। ଓମାରଙ୍କ ଉପରେ ଲାଗିଥିବା ପିଏସ୍‌ଏ ହଟାଇ ଦିଆଯାଇଛି ବୋଲି...

Advertisement
Archives

Model This Week