ରାଜ୍ୟରେ ପୁଣି ଚିହ୍ନଟ ହେଲେ ୭୩୦ କରୋନା ପଜିଟିଭ; ୩୧୬୦୦୧ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୭୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୭୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୯ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୧୧ ଲୋକାଲ କେସ୍‌ ରହିଛି।
ନୂଆ ୭୩୦ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ୪୪, ବାଲେଶ୍ୱର ୫୩, ବରଗଡ଼ ୨୧ , ଭଦ୍ରକ ୭, ବଲାଙ୍ଗୀର ୪୦, ବୌଦ୍ଧ ୧, କଟକ ୪୯ , ଦେବଗଡ଼ ୪, ଢେଙ୍କାନାଳ ୭, ଗଜପତି ୪, ଗଞ୍ଜାମ ୧୨, ଜଗତ୍‌ସିଂହପୁର ୨୪, ଯାଜପୁର ୨୫ , ଝାରସୁଗୁଡ଼ା ୨୫, କଳାହାଣ୍ଡି ୩୩ , କନ୍ଧମାଳ ୧, କେନ୍ଦ୍ରାପଡ଼ା ୧୪, କେନ୍ଦୁଝର ୪୦, ଖୋର୍ଦ୍ଧା ୬୫, କୋରାପୁଟ ୫, ମାଲକାନଗିରି ୩, ମୟୂରଭଞ୍ଜ ୬୮, ନବରଙ୍ଗପୁର ୭ , ନୟାଗଡ଼ ୮, ନୂଆପଡ଼ା ୪୬, ପୁରୀ ୨୯, ରାୟଗଡ଼ା ୮, ସମ୍ବଲପୁର ୯ ସୋନପୁର ୯, ସୁନ୍ଦରଗଡ଼ ୫୭ ଏବଂ ଷ୍ଟେଟ ପୋଲରୁ ୧୨ ଜଣ ରହିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୩୧୬୦୦୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୮୮୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୩୦୭୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri