ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା, ଅପମୃତ୍ୟୁ ମାମଲା ରୁଜୁ କଲା ତିହିଡ଼ି ପୋଲିସ

ତିହିଡି,୨୯।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବିଦ୍ୟାଧରପୁର ଗ୍ରାମର ଜଣେ ଯୁବକ ଗୁରୁବାର ସକାଳେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସୁଶାନ୍ତ ବେହେରା(୨୫)। ମାନସିକ ବିକୃତି ଯୋଗୁ ସେ ଆତ୍ମହତ୍ୟା କରିଥିବା ତାଙ୍କ ପରିବାରଲୋକେ କହିଛନ୍ତି। ଏ ନେଇ ତିହିଡ଼ି ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୪୦/୧୯)ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।


All Right Reserved By Dharitri.Com

ବେଆଇନ ଭାବେ ଗୋରୁ ହସ୍ତାନ୍ତର ଘଟଣା: ରାଜରାସ୍ତାକୁ ଓହ୍ଲାଇବ ବଜରଙ୍ଗ ଦଳ

ଜଳେଶ୍ୱର, ୨୦।୭(ଡି.ଏନ.ଏ.)-ବେଆଇନ ଗୋରୁ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌କୁ ସୋମବାର ବିଳମ୍ବିତ ରାତିରେ ଜଳେଶ୍ୱରସ୍ଥିତ ବଜରଙ୍ଗ ଦଳର କର୍ମକର୍ତ୍ତା ଓ ଜନସାଧାରଣ ଅଟକାଇ ଜଳେଶ୍ୱର ପୋଲିସକୁ...

୧୦ ଦିନ ପରେ ଥାନାରେ ଏତଲା

ଗଞ୍ଜାମ,୨୮ା୧୧(ଡି.ଏନ.ଏ.)- ଗଞ୍ଜାମ ଥାନା ଅଞ୍ଚଳରେ ଜଣେ ନାବାଳିକା (୧୬)ଙ୍କୁ ଅପହରଣ କରାଯାଇଥିବା ନେଇ ଗତ ୨୧ରେ ଅଭିଯୋଗ ହୋଇଛି। ଅପହରଣର ୧୦ ଦିନ ପରେ ଅପହୃତା...

ଜେଲ୍‌ରେ ଥିବା ଅଭିଯୁକ୍ତଙ୍କ ନାମରେ ଲୁଟ୍‌ ମାମଲା ରୁଜୁ: -ସୋର ଥାନା ଏଏସ୍‌ଆଇ ନିଲମ୍ବିତ

  ବାଲେଶ୍ୱର ଅଫିସ/ସୋର, ୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଉପକାରାଗାରରେ ଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କ ନାମରେ ପୋଲିସ ଲୁଟ୍‌ ମାମଲା ରୁଜୁ କରିବା ଓ କାଗଜପତ୍ରରେ...

କେନ୍ଦୁପତ୍ର ତୋଳାଳିଙ୍କ ପ୍ରାପ୍ୟ ଦେଉନାହାନ୍ତି କ୍ରୟକାରୀ ସଂସ୍ଥା: ଲାଇସେନ୍ସ ରଦ୍ଦ ପାଇଁ ଡିଏଫ୍‌ଓଙ୍କ ଚିଠି

ଜୟପୁର,୨୪।୪(ଡି.ଏନ୍‌.ଏ.) – ମାଲକାନଗିରି ଓ କୋରାପୁଟ ଜିଲାରେ ୨୦୧୮ରେ ତୋଳାଳିଙ୍କଠାରୁ କେନ୍ଦୁପତ୍ର କିଣିଛନ୍ତି ଘୋରଇ ସଂସ୍ଥା। କିନ୍ତୁ କିଛି ସଂସ୍ଥା ତୋଳାଳିଙ୍କୁ ପ୍ରାପ୍ୟ ଦେଇନାହାନ୍ତି। କେତେକ...

ଶେରଗଡ ସମିତିସଭ୍ୟା ପଦବୀ ଅସିଦ୍ଧ ଘୋଷଣା: ସ୍ଥଗିତାଦେଶ ଆଣିଲେ ବିଜୟୀ ପ୍ରାର୍ଥିନୀ

ଶେରଗଡ,୧ା୯(ଡି.ଏନ.ଏ.)- ଶେରଗଡ ପଞ୍ଚାୟତ ସମିତିସଭ୍ୟା ପଦବୀକୁ ନେଇ ବିବାଦ ଥମୁନି। ପରାଜିତ ପ୍ରାର୍ଥତ୍ନୀ ବିଜୟୀ ପ୍ରାର୍ଥତ୍ନୀଙ୍କ ନିର୍ବାଚନ ଲଢିବାକୁ ବୟସ ହୋଇ ନ ଥିବାରୁ ତାଙ୍କ...

ପୁରୀ-ରାଉରକେଲା ଯାତ୍ରୀବାହୀ ଟ୍ରେନ୍‌ରୁ ଚୋରା କେନ୍ଦୁପତ୍ର ଜବତ

ରେଢ଼ାଖୋଲ,୮।୧୦(ଡି.ଏନ୍‌.ଏ.): ପୁରୀ-ରାଉରକେଲା ଯାତ୍ରୀବାହୀ ଟ୍ରେନ୍‌ରୁ ମଙ୍ଗଳବାର ଅପରାହ୍ନରେ ରେଢ଼ାଖୋଲ ରେଳବାଇ ପୋଲିସ ଚଢ଼ାଉ କରି ଚାଲାଣ ହେଉଥିବା ୧୮ ବଣ୍ଡଲ କେନ୍ଦୁପତ୍ର ଜବତ କରିଛି। ତେବେ...

ରାଜନଗରରେ ବୁଲ୍‌ବୁଲ୍‌ ପ୍ରଭାବ: ୨୩ ବାତ୍ୟା ଆଶ୍ରୟସ୍ଥଳୀରେ ଲୋକଙ୍କୁ ଦିଆଗଲା ରନ୍ଧାଖାଦ୍ୟ

ରାଜନଗର,୯।୧୧(ଡି.ଏନ୍‌.ଏ.): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ରାତିରୁ ଶନିବାର ମଧ୍ୟାହ୍ନ ପର୍ଯ୍ୟନ୍ତ ବର୍ଷା ସହ ୧୦୦ କିଲୋମିଟର...

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ଅଧିଗ୍ରହଣ ହେବ ୧୫ ଏକର ଜମି

ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ସର୍ଭେ ଚାଲିଥିଲା।...

Leave a comment

Your email address will not be published. Required fields are marked *