ପାକିସ୍ତାନର ୟୁଟର୍ଣ୍ଣ: କହିଲା ଭାରତ ପାଇଁ ବନ୍ଦ ହୋଇନି ଆକାଶମାର୍ଗ

ଇସ୍‌ଲାମାବାଦ,୨୯।୮: ଗୋଟିଏ ଦିନ ପୂର୍ବରୁ ପାକିସ୍ତାନ ଭାରତ ପାଇଁ ତା’ର ଆକାଶ ମାର୍ଗ ବନ୍ଦ କରି ଦେଇଥିବା ସୂଚନା ମିଳିଥିଲା। ହେଲେ ଗୁରୁବାର ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମ୍ମୁଦ କ୍ୟୁରେଶି କହିଛନ୍ତି, ପାକିସ୍ତାନ ଭାରତ ପାଇଁ ତା’ର ଆକାଶମାର୍ଗ ବନ୍ଦ କରି ନାହିଁ। ଏହା ପ୍ରଧାନମନ୍ତ୍ରୀଙ୍କ ଉପରେ ନିର୍ଭର କରୁଛି। କାରଣ ଏବିଷୟରେ ପ୍ରଧାନମନ୍ତ୍ରୀ ହିଁ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି।


All Right Reserved By

ଏଠି ଗୀତ ଗାଏ ସଡ଼କ

କଥାଟା ଅଡୁଆ ଲାଗୁଥିଲେ ବି ସତ। କାରଣ ସଡ଼କରେ ଯିବା ସମୟରେ ଗୀତ ଶୁଣିଲେ ଦୁର୍ଘଟଣାକୁ ଏଡାଇ ଦିଆଯାଇପାରିବ ବୋଲି ଚିନ୍ତା କରିବା ପରେ କେତେକ...

ଇଷ୍ଟର ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମ ଥର ଶ୍ରୀଲଙ୍କା ଗସ୍ତରେ ମୋଦି

କଲମ୍ବୋ,୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମାଳଦ୍ୱୀପରୁ ଫେରି ଶ୍ରୀଲଙ୍କା ଗସ୍ତ କରିଛନ୍ତି। ଶ୍ରୀଲଙ୍କାରେ ଇଷ୍ଟର ସନ୍‌ଡେ’ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମ ବିଦେଶୀ...

ନାସା ଲଞ୍ଚ୍‌ କରିବ ଟ୍ବିନ୍‌ ସାଟେଲାଇଟ୍‌

ଓ୍ବାଶିଂଟନ୍‌: ଆମେରିକୀୟ ମହାକାଶ ଗବେଷଣା କେନ୍ଦ୍ର ନାସା ଦୁଇଟି କ୍ଷୁଦ୍ର ସାଟେଲାଇଟ୍‌ ମହାକାଶକୁ ଲଞ୍ଚ୍‌ କରିବ। ପୃଥିବୀର ଉପର ବାୟୁମଣ୍ଡଳରେ ସାମରିକ ଓ ଏୟାରଲାଇନ୍‌ ଯୋଗାଯୋଗ...

ଆଇସିଜେ ଯିବ ପାକିସ୍ତାନ

ଇସ୍‌ଲାମାବାଦ,୨୧ା୮(ପି.ଟି.)- ଜମ୍ମୁ-କଶ୍ମୀରରୁ ଭାରତ ସ୍ବତନ୍ତ୍ର ପାହ୍ୟା ପ୍ରତ୍ୟାହାର କରିବାର ଦୁଇ ସପ୍ତାହ ପରେ ପାକିସ୍ତାନ ଏହି ପ୍ରସଙ୍ଗରେ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ)ଙ୍କ ଦ୍ୱାରସ୍ଥ ହେବାକୁ ଯାଉଛି।...

ଜାତିସଂଘ ସାଧାରଣ ସଭାରେ ମୋଦି: ଆତଙ୍କବାଦ ସବୁଠୁ ବଡ଼ ବିପଦ

ଜାତିସଂଘ,୨୮।୯(ପି.ଟି.):ଆତଙ୍କବାଦ କୌଣସି ଗୋଟିଏ ଦେଶ ପାଇଁ ନୁହେଁ, ବରଂ ସାରା ବିଶ୍ୱ ପାଇଁ ଆହ୍ବାନ ଭାବେ ଉଭା ହୋଇଛି। ଆତଙ୍କବାଦକୁ ସବୁଠୁ ବଡ଼ ବିପଦ ଭାବେ...

ପତ୍ନୀଙ୍କ ସହ ପାକିସ୍ତାନ ଯିବେ ପ୍ରିନ୍ସ ଓ୍ବିଲିୟମ୍ସ

ଇସଲାମାବାଦ,୫।୧୦: ବ୍ରିଟେନର ରାଜ ଦମ୍ପତି ପ୍ରିନ୍ସ ଓ୍ବିଲିୟମ୍ସ ଓ କେଟ ମିଡିଲଟନ ଅକ୍ଟୋବର ମଧ୍ୟ ଭାଗରେ ପାକିସ୍ତାନ ଗସ୍ତ କରିବେ ବୋଲି ଜଣାପଡିଛି। ସେଠାରେ ସେ...

କାବୁଲରେ ଆଇଇଡି ବିସ୍ଫୋରଣ

କାବୁଲ,୨୭।୫:ଆଫଗାନୀସ୍ତାନ କାବୁଲରେ ସୋମବାର ଆଇଇଡି ବିସ୍ଫୋରଣରେ ଏକ ବସ୍‌ ଧ୍ୱଂସ ହୋଇଯାଇଛି। ଏହି ଘଟଣାରେ ୧୦ ଲୋକ ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା...

ପାକିସ୍ତାନ କୂଟନୈତିଜ୍ଞଙ୍କ ନାଲିଆଖି: କହିଲେ ଛାୟା ଯୁଦ୍ଧ କିମ୍ବା ଯୁଦ୍ଧ ଦ୍ୱାରା କଶ୍ମୀର ସମସ୍ୟାର ହେବ ସମାଧାନ

ଇସଲାମାବାଦ୍‌, ୧୭।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ପାକିସ୍ତାନର ମତିଭ୍ରମ ହେବାରେ ଲାଗିଛି। ସମର୍ଥନ ଯୋଗାଡ଼ କରିବାରେ ଅସଫଳ ହେବା ପରେ ପାକିସ୍ତାନ ଏବେ ବିବାଦୀୟ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *