ବିଷାକ୍ତ ଛତୁଖାଇ ୮ ଅସୁସ୍ଥ

ରାୟଗଡା ଅଫିସ୍‌, ୧୯।୫- ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଗୋଡିବାଲିଠାରେ ବିଷାକ୍ତ ଛତୁଖାଇ ୮ଜଣ ଶ୍ରମିକ ଅସୁସ୍ଥ ହୋଇପଡିଛନ୍ତି । ସେମାନଙ୍କୁ ପ୍ରଥମେ ମାଣ୍ଡିବିଶି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେମାନେ ହେଲେ କାଶୀପୁର ବ୍ଲକ୍‌ ବାମନଗୁଡା ଗ୍ରାମର ହରି ବେନିଆ(୪୪), ଭାରତ ମାଝି(୩୩), ଭୀମ ନାଏକ(୨୮), ସୁଦର୍ଶନ ମାଝି (୨୫), ସେଣ୍ଡ ମାଝି(୨୨), ସୁମିତ୍ରା ନାଗ(୨୦), କଲାଟ ପିଡିସିକା(୧୮) ଓ ସୁବି ମାଝି(୧୫)। ଗୋଡିବାଲିଠାରେ ରାସ୍ତାକାମରେ ଉକ୍ତ ଶ୍ରମିକମାନେ ନିୟୋଜିତ ଥିଲେ । ସେମାନେ ଶନିିବାର ସନ୍ଧ୍ୟାରେ ଗୋଡିବାଲି ଗଁା ନିକଟ ଏକ ନାଳ କୂଳରୁ ଛତୁ ଆଣି ରାତିରେ ଖାଇଥିଲେ । ପରେ ସମସ୍ତେ ଅସୁସ୍ଥ ହୋଇପଡିଥିବା ଗ୍ରାମବାସୀ ଦେଖି ସେମାନଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ।


All Right Reserved By Dharitri.Com

ସାପ କାମୁଡ଼ାରେ ଶିଶୁ ମୃତ, ଉତ୍ତେଜନା

ରାୟଗଡ଼ା ଅଫିସ, ୨୯ା୮- ରାୟଗଡ଼ା ସହର ନିକଟସ୍ଥ ପିତାମହଲ ଗ୍ରାମରେ ଗୁରୁବାର ସାପ କାମୁଡ଼ାରେ ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଜଗନ ଲିମା(୫)।...

ହୋଟେଲରେ ଚାଲିଥିଲା ଜୁଆଆଡ୍ଡା: ଚଢ଼ାଉ କରି ୮ଜଣଙ୍କୁ ଗିରଫ କଲା ରାୟଗଡ଼ା ପୋଲିସ

ରାୟଗଡ଼ା ଅଫିସ,୨୯। ୧୦-ରାୟଗଡ଼ା ଏସପି ଶର୍ବଣା ବିବେକଙ୍କ ନିର୍ଦ୍ଦେଶକ୍ରମେ ଆଇଆଇସି ନିଆର ରନ ପ୍ରଧାନଙ୍କ ନେତୃତ୍ୱରେ ପୋଲିସର ଏକ ଟିମ୍‌ କୌଣସି ସୂତ୍ରରୁ ଖବର ପାଇ...

ଘର ତାଲା ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୧୬।୧: ରାୟଗଡ଼ା ସହର ଓଏମ୍‌ପି ପ୍ରଥମ ଗଳିରେ ଘର ତାଲା ଭାଙ୍ଗି ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ନେହେରୁ ନଗର ତୃତୀୟ ଲାଇନ୍‌ର ଓଏମ୍‌ପି...

ନୂଆଗାଁକୁ ମିଳୁନି ବିକାଶର ନୂଆ ଚିତ୍ର: ମୌଳିକ ସମସ୍ୟା ଭିତରେ ଛନ୍ଦି ହୋଇପଡ଼ିଛନ୍ତି ଗାଁର ୩୨ ପରିବାର

ପାରଳାଖେମୁଣ୍ଡି,୧୬ା୫(ସ୍ବ.ପ୍ର.) ଗ୍ରାମର ନାମ ନୂଆଗାଁ। କିନ୍ତୁ ଏଠି ପ୍ରଶାସନିକ ଅବ୍ୟବସ୍ଥାର ପୁରୁଣା ଚିତ୍ର। ବିକାଶ ଏମାନଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ରାସ୍ତା, ଶିକ୍ଷା, ସ୍ବାସ୍ଥ୍ୟ,...

ସାପକାମୁଡ଼ାରେ ମହିଳାଙ୍କ ଜୀବନଗଲା

କୋରୁକୋଣ୍ଡା,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁ ପଞ୍ଚାୟତ ଅନ୍ତର୍ଗତ ବାମରାଇ ଗ୍ରାମର ବାଲିଆ ମୁଦୁଲିଙ୍କ ସ୍ତ୍ରୀ ସୁମି(୩୦)ଙ୍କ ବୁଧବାର ସନ୍ଧ୍ୟାରେ ସାପକାମୁଡ଼ାରେ ମୃତ୍ୟୁ ଘଟିଥିବା...

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

ମାଲକାନଗିରି,୨୦।୪ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଗତ ୪ ଦିନ ହେଲା ବନ ବିଭାଗ (କେନ୍ଦୁପତ୍ର) ଏବଂ କେତେକ ଘରୋଇ ସଂସ୍ଥା ଜିଲାର ବିଭିନ୍ନ ଫଡିରେ କେନ୍ଦୁପତ୍ର...

ଆରଡି ରାସ୍ତା ନିର୍ମାଣକୁ ବିରୋଧକରି ଦାବିପତ୍ର ଦେଲେ ଚାଷୀ

ଜୟପୁର,୨୬ା୬(ନି.ପ୍ର.): ଜୟପୁର ବ୍ଲକ ଅନ୍ତର୍ଗତ ଟାଙ୍କୁଆ ପଞ୍ଚାୟତ କେନାଲ ରାସ୍ତା ଉପରେ ଆରଡି ରାସ୍ତା ନିର୍ମାଣକୁ ଚାଷୀମାନେ ବିରୋଧ କରିଛନ୍ତି । ଉକ୍ତ ରାସ୍ତା ଜଗନ୍ନାଥପୁଟ-କୁସୁମପୁଟ...

ପୋଲିସ ଇନ୍‌ଫର୍ମର ଦର୍ଶାଇ କଂଗ୍ରେସ କର୍ମୀଙ୍କୁ ହତ୍ୟା

ମାଲକାନଗିରି,୨୬ା୫(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲା ଭେରମଗଡ଼ ଥାନା ଅନ୍ତର୍ଗତ କେସତାପରା ଗ୍ରାମରେ ଶନିବାର ରାତିରେ ୨୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆସି...

Leave a comment

Your email address will not be published. Required fields are marked *