ନୀତି ଆୟୋଗ ଟିମ୍‌ର ମାନଜୋର ପ୍ରକଳ୍ପ ପରିଦର୍ଶନ

ମାଧପୁର, ୨୯ା୮- କେନ୍ଦ୍ରୀୟ ନୀତି ଆୟୋଗ ଟିମର ଦୁଇଜଣିଆ ସଦସ୍ୟ ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ମାନଜୋର ଜଳପ୍ରକଳ୍ପ ପରିଦର୍ଶନ କରିଛନ୍ତି। ଏଥିସହ ପ୍ରକଳ୍ପ ଅଧିକାରୀ, କୃଷକ ନେତା ଓ ଚାଷୀମାନଙ୍କୁ ଭେଟି ଆଲୋଚନା କରିଛନ୍ତି। ପରେ କନ୍ଧପଡା ଉଠାଜଳସେଚନ ପ୍ରକଳ୍ପ ବୁଲି ଦେଖିଥିଲେ। ଅନଗୁଳ ଜଳସେଚନ ସର୍କଲର ଅଧୀକ୍ଷଣ ଯନ୍ତ୍ରୀ ଦୀପ୍ତି ରଞ୍ଜନ ପଣ୍ଡା, ମାନଜୋର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସନାତନ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ବୋଲି ଉପନିର୍ବାହୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଦୋକାନରେ ପଶିବାବେଳେ ଧରାପଡ଼ିଲେ ୨ ଚୋର

ଧାମନଗର,୧୫।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଖାରିଜକୋରୁଆ ବଜାରରେ ସୁବାସ ପଣ୍ଡାଙ୍କ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଜଣେ ଚୋର ପଶି ଚୋରି କରୁଥିବାବେଳେ ସୁବାସ...

ପୂର୍ତ୍ତ ବିଭାଗ ଡାକବଙ୍ଗଳା କାନ୍ଥରେ ମାଓପୋଷ୍ଟର : ଜନସାଧାରଣ ଭୟଭୀତ

ବାଲିଗୁଡ଼ା,୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ସେମାନଙ୍କ ସ୍ଥିତି ଜାହିର କରି ବାରମ୍ବାର ନାନା ଧମକପୂର୍ଣ୍ଣ ପୋଷ୍ଟର ଲଗାଉଛନ୍ତି। ଫଳରେ ଜନସାଧାରଣ ଭୟଭୀତ...

ଭତାରୁ ବଁଚିତ୍‌ ୭୦ ବଛ୍‌ରିଆ ଲୋଚନା

ଖପ୍ରାଖୋଲ,୧୨।୬(ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ୬୦ ବଛର୍‌ରୁ ଅଧ୍‌କା ବୁଢ଼ାବୁଢ଼ି, ବିଧବା, ଛାର୍‌ରି, ଦିବ୍ୟାଙ୍ଗମାନକୁ ଇନ୍ଦିରା ଗାନ୍ଧୀ ଆର ମଦୁବାବୁ ପେନସନ ଯୋଜନାରେ ଭତା...

ପିଲାଙ୍କ ରଥଯାତ୍ରା, ନିଆରା ପରମ୍ପରା

ବରଗଡ଼ ଅଫିସ୍‌,୫।୭-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ ହେଉଛି । ତେବେ ବରଗଡ଼ ନାଏକପଡ଼ାର ଶିଶୁଙ୍କ ରଥଯାତ୍ରା ପାଳନ ସମ୍ପୂର୍ଣ୍ଣ ନିଆରା । ପିଲାମାନେ...

ମାନସିକ ବିକୃତ ମହିଳାଙ୍କୁ ଥଇଥାନ କେନ୍ଦ୍ରକୁ ପଠାଗଲା

ଧର୍ମଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ବୁଲୁଥିବା ଜଣେ ମାନସିକ ବିକୃତ ମହିଳାଙ୍କୁ ଧର୍ମଗଡ଼ସ୍ଥିତ ଏକ ଥଇଥାନ କେନ୍ଦ୍ରକୁ ଶୁକ୍ରବାର ହସ୍ତାନ୍ତର କରାଯାଇଛି। ମାନସିକ ବିକୃତି...

କୋଶଳୀ ଭାଷା ସୁରକ୍ଷା ସମିତିର ମହିମା ସାହିତିଅ ଆସର

ଟିଟିଲାଗଡ, ୧୯ା୫ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ହିନ୍ଦୀ ହାଇସ୍କୁଲ ପରିସରରେ କୋଶଳୀ ଭାଷା ସୁରକ୍ଷା ସମିତି ତରଫୁ ବୁଦ୍ଧ ଆର ଭୀମ ଭୋଇକଁର ଜନମ୍‌...

ବିକାଶ ପ୍ରକ୍ରିୟାରେ ସାମିଲ ହେବାକୁ ଆହ୍ବାନ

ଫୁଲବାଣୀ ଅଫିସ, ୭ା୧୨-ଲୋକଙ୍କ ସମସ୍ୟା ସମାଧାନ କରିବାକୁ ହେଲେ ସରକାରଙ୍କୁ ଲୋକଙ୍କ ଆଖିରେ ହିଁ ସମସ୍ୟା ଦେଖିବାକୁ ପଡିବ। ଚାରି କାନ୍ଥ ଭିତରେ ବସି ଯୋଜନା...

ସରକାରୀ ଅସହଯୋଗ, ଅଟକିଛି ଲଞ୍ଚ ଆମ୍ବୁଲାନ୍ସ

ତେନ୍ତୁଳିଖୁଣ୍ଟି,୭।୧୨(ଡି.ଏନ୍‌.ଏ.) ଜଳବନ୍ଦୀଙ୍କୁ ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଲଞ୍ଚ ଆମ୍ବୁଲାନ୍ସ(୧୦୮) ବ୍ୟବସ୍ଥା କରାଯାଇଛି। କିନ୍ତୁ ସ୍ଥାନୀୟ ପ୍ରଶାସନର ସହଯୋଗ ଅଭାବରୁ ସେଗୁଡିକ ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍...

Leave a comment

Your email address will not be published. Required fields are marked *