ଆଜି ‘କଶ୍ମୀର ଆଓ୍ବାର୍‌’ ପାଳିବ ପାକିସ୍ତାନ

ଇସ୍‌ଲାମାବାଦ, ୩୦-୮(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଆହ୍ବାନକ୍ରମେ ସେଠାରେ ଶୁକ୍ରବାର ‘କଶ୍ମୀର ଆଓ୍ବାର୍‌’ ପାଳନ କରାଯିବ। ପାକିସ୍ତାନର ଖେଳାଳି, କଳାକାର ଓ ବିଭିନ୍ନ ବର୍ଗର ଲୋକ ମଧ୍ୟାହ୍ନ ୧୨ରୁ ୩ ମିନିଟ୍‌ ଲାଗି ଛିଡ଼ାହୋଇ କଶ୍ମୀରବାସୀଙ୍କ ଲାଗି ଏକ ହେବା ପାଇଁ ଇମ୍ରାନ୍‌ ଅନୁରୋଧ କରିଛନ୍ତି। କଶ୍ମୀରବାସୀଙ୍କ ସପକ୍ଷରେ ପାକିସ୍ତାନରେ ରହିଥିବା ସେ ଟୁଇଟ୍‌ କରିଛନ୍ତି।


All Right Reserved By Dharitri.Com

୨୧ ଦିନକୁ ବୃଦ୍ଧି ହେଲା କ୍ୱାରାଣ୍ଟାଇନ୍‌ ପିରିୟଡ

ଭୂଟାନ,୩୦।୩: କରୋନା ଭାଇରସର କ୍ୱାରାଣ୍ଟାଇନ୍‌ ପିରିୟଡକୁ ଭୂଟାନରେ ୨୧ ଦିନ ପାଇଁ ବୃଦ୍ଧି କରାଯାଇଛି। ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏତେ ଅଧିକ ନ ଥିଲେ...

ମୁକୁଳିଲେ ୧୮ ଭାରତୀୟ

ନୂଆଦିଲ୍ଲୀ,୨୪ା୧୨(ପି.ଟି.)-ନାଇଜେରିଆ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜରୁ ଡିସେମ୍ବର ୩ରେ ଅପହୃତ ହୋଇଥିବା ୧୮ ଭାରତୀୟଙ୍କୁ ମୁକ୍ତ କରାଯାଇଛି। ଜଳଦସ୍ୟୁମାନେ ହଂକଂ ଜାହାଜକୁ ନିୟନ୍ତ୍ରଣକୁ ନେବା...

ଇଟାଲିରେ କରୋନା ମୃତ୍ୟୁ ସଂଖ୍ୟା ୧୫,୦୦୦ ଟପିଲା: ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷେରୁ ଅଧିକ

ରୋମ୍‌,୬।୪: ଇଟାଲିରେ କରୋନା ସଂକ୍ରମଣ ନେଇ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଇତିମଧ୍ୟରେ ଏଠାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧୫,୮୮୭ରେ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ...

ଥରିଲା ଆଲବାନିଆ: ବହୁ କୋଠା ଧରାଶାୟୀ

ଟିରାନା,୨୬।୧୧: ଆଲବାନିଆରେ ବୁଧବାର ଭୟଙ୍କର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୪ ଥିଲା ବୋଲି ଆମେରିକା ଜିଓଲୋଜିକାଲ୍‌ ସର୍ଭେ ପକ୍ଷରୁ ସୂଚନା...

ଚାଇନା ପରେ ସ୍ପେନକୁ ବ୍ୟାପିଲା କରୋନା ଭାଇରସ୍‌: ହୋଟେଲରେ ଫସିଲେ ଶତାଧିକ ଲୋକ

ମାଦ୍ରିଦ୍‌,୨୬।୨: ସାରା ବିଶ୍ବରେ କରୋନା ଭାଇରସ୍‌ ଏବେ କାୟା ବିସ୍ତାର କରି ଚାଲିଛି। ପ୍ରଥମେ ଚାଇନାର ଉହାନ ସହରରୁ ସୃଷ୍ଟ ଏହି ଭାଇରସ୍‌ ସଂକ୍ରମଣ ଏବେ...

ଚାଇନା ସୋସିଆଲ ମିଡିଆରେ ଚନ୍ଦ୍ରୟାନ-୨ର ପ୍ରଶଂସା

ବେଜିଂ,୧୦।୯: ଭାରତର ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ-୨ ଏବେ ତା’ର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ସବୁ ଦେଶର...

୭୩ ବର୍ଷ ପରେ ପାକିସ୍ତାନରେ ଧୁମ୍‌ଧାମ୍‌ରେ ପାଳନ କରାଯିବ ଶିବରାତ୍ରି: ଖୋଲାଯିବ ୨୦୦ ବର୍ଷ ପୁରୁଣା ମନ୍ଦିର

ଇସଲାମାବାଦ୍‌,୮।୨: ପାକିସ୍ତାନରେ ଥିବା ଏକ ୨୦୦ ବର୍ଷ ପୁରୁଣା ଶିବ ମନ୍ଦିରରେ ଚଳିତ ଥର ଶିବରାତ୍ରି ବେଶ୍‌ ଧୁମ୍‌ଧାମ୍‌ରେ ପାଳନ କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ...

ୟୁଏଇରେ ହିନ୍ଦୁ ମନ୍ଦିରର ଶିଳାନ୍ୟାସ

ଆବୁ ଧାବି,୨୦।୪: ୟୁଏଇର ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ବାମୀନାରାୟଣ ସଂସ୍ଥାର ମହନ୍ତ ସ୍ବାମୀ...

Leave a comment

Your email address will not be published. Required fields are marked *