ସୂଚନା କମିଶନର ଭାବେ ଶପଥ ନେଲେ ବାଳକୃଷ୍ଣ ମହାପାତ୍ର

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ଶୁକ୍ରବାର ଶପଥ ନେଇଛନ୍ତି ବାଳକୃଷ୍ଣ ମହାପାତ୍ର। ରାଜଭବନରେ ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିରୋଧୀ ଦଳ ନେତା ପ୍ରଦୀପ ନାୟକ ଏବଂ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


All Right Reserved By Dharitri.Com

ବର୍ଷା ପାଇଁ ମାଜଣା: ଠାକୁରାଣୀଙ୍କୁ ପୂଜାକଲେ ଶତାଧିକ ମହିଳା

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଚଳିତ ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି ା ଜଳ ଅଭାବରୁ ଅନେକ ଅଞ୍ଚଳରେ ତଳି ମରିବାକୁ ବସଥିବାବେଳେ...

ପୁଣି ଖୋଲିବ ଡ୍ୟାନ୍ସ ବାର: ମିଳିଲା ଅବକାରୀ କମିଶନର ପକ୍ଷରୁ ଅନୁମତି

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜଧାନୀରେ ପୁଣି ଥରେ ଖୋଲିବ ଡ୍ୟାନ୍ସ ବାର। ଏ ନେଇ ୭ଟି ଡ୍ୟାନ୍ସ ବାର୍‌କୁ ସୋମବାର ଅବକାରୀ କମିଶନର ପକ୍ଷରୁ ଅନୁମତି ମିଳିଛି।...

ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୬।୧: ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ୭ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ...

ଆରମ୍ଭ ହେଲା ରଥଟଣା: ଆଗରେ ବଡ଼ ଭାଇ ବଳଭଦ୍ର, ମଝିରେ ଦେବୀ ସୁଭଦ୍ରା; ଗହଳି ଲଗାଇ ଆସିବେ କଳାଠାକୁର

ପୁରୀ ଅଫିସ,୪।୭: ରଥରେ ଚାରମାଳ ଫିଟାଯାଇ ଘୋଡ଼ା ଯୋଚାଯିବା ପରେ ଆରମ୍ଭ ହୋଇଛି ରଥ ଟଣା। ନିର୍ଦ୍ଧାରିତ ସମୟ ପୂର୍ବରୁ ଅର୍ଥାତ ୨ଟା ୧୫ ମିନିଟ୍‌ରୁ...

ବିଦ୍ୟୁତ୍‌ଲତାଙ୍କ ଜୀବନ ନେଲା ବିଦ୍ୟୁତ୍‌, ବଞ୍ଚାଇବାକୁ ଆସି ପ୍ରାଣ ହରାଇଲେ ମମତା

ବାଣପୁର/ବାଲୁଗାଁ,୮ା୧୦(ଡି.ଏନ୍‌.ଏ.): ମଙ୍ଗଳବାର ଦଶହରା ପାଇଁ ସବୁଠି ଆନନ୍ଦ ଉଲ୍ଲାସ ଦେଖିବାକୁ ମିଳିଥିବାବେଳେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ ବିଷ୍ଣୁପୁର ପଞ୍ଚାୟତର ତେନ୍ତୁଳିଡିହ ଗ୍ରାମରେ ଶୋକର...

ଓଡ଼ିଶୀ-ଭାରତନାଟ୍ୟମ୍‌ରେ ଦର୍ଶକ ବିଭୋର

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ସୃଜନ ନୃତ୍ୟାନୁଷ୍ଠାନ ପକ୍ଷରୁ ନିୟମିତ ହୋଇ ଆସୁଥିବା ଯୁବ ନୃତ୍ୟଶିଳ୍ପୀ ଉତ୍ସବ ‘ନବପଲ୍ଲବ’ କାର୍ଯ୍ୟକ୍ରମ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ...

ଉପରାଷ୍ଟ୍ରପତିଙ୍କୁ ପୁସ୍ତକ ପ୍ରଦାନ କଲେ ପ୍ରଶାନ୍ତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବିଜେଡି ରାଜ୍ୟ ସଭା ଏମ୍‌ପି ପ୍ରଶାନ୍ତ ନନ୍ଦ ଶନିବାର ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁଙ୍କୁ ସ୍ବରଚିତ ୨ଟି ପୁସ୍ତକ ପ୍ରଦାନ କରିଛନ୍ତି। ଏହି ପୁସ୍ତକ ୨ଟି...

ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାର ସିବିଆଇ ତଦନ୍ତ କରାଯାଉ: କଂଗ୍ରେସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି କରିଛି କଂଗ୍ରେସ। ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ଘଟଣାରେ ପ୍ରତିକ୍ରିୟା...

Leave a comment

Your email address will not be published. Required fields are marked *