ଦିନେ ବଢ଼ିଲେ ଦିନେ କମୁଛି: ଆଜି ୭୩୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୭୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୨୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୨ ଜଣ ଚିହ୍ନଟ ହୋଇଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୯୫ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୪ ଏବଂ ସମ୍ବଲପୁରରୁ ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨, ବାଲେଶ୍ୱର ୮, ବରଗଡ଼ ୨୦, ଭଦ୍ରକ ୩, ବଲାଙ୍ଗୀର ୧୭, ବୌଦ୍ଧ ୯, କଟକ ୩୪, ଦେବଗଡ଼ ୨, ଢେଙ୍କାନାଳ ୩, ଗଜପତି ୭, ଗଞ୍ଜାମ ୨, ଜଗତସିଂହପୁର ୪, ଯାଜପୁର ୪, ଝାରସୁଗୁଡ଼ା ୧୮, କଳାହାଣ୍ଡି ୧୦, କନ୍ଧମାଳ ୧୧, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୧୨, କୋରାପୁଟ ୧୨, ମୟୂରଭଞ୍ଜ ୮୪, ନବରଙ୍ଗପୁର ୪, ନୟାଗଡ଼ ୨୨, ନୂଆପଡ଼ା ୮, ପୁରୀ ୧୧, ରାୟଗଡ଼ରୁ ୧୫ ଏବଂ ସୋନପୁରରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୨୪୯ରେ ପହଞ୍ଚିଥିବା ବେଳେ ୧୨,୯୦,୬୬୩ ଜଣ ସୁସ୍ଥ ହୋଇଛନ୍ତି। ୭୪୦୦ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri