ଦିନେ ବଢ଼ିଲେ ଦିନେ କମୁଛି: ଆଜି ୭୩୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୭୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୨୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୨ ଜଣ ଚିହ୍ନଟ ହୋଇଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୯୫ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୪ ଏବଂ ସମ୍ବଲପୁରରୁ ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨, ବାଲେଶ୍ୱର ୮, ବରଗଡ଼ ୨୦, ଭଦ୍ରକ ୩, ବଲାଙ୍ଗୀର ୧୭, ବୌଦ୍ଧ ୯, କଟକ ୩୪, ଦେବଗଡ଼ ୨, ଢେଙ୍କାନାଳ ୩, ଗଜପତି ୭, ଗଞ୍ଜାମ ୨, ଜଗତସିଂହପୁର ୪, ଯାଜପୁର ୪, ଝାରସୁଗୁଡ଼ା ୧୮, କଳାହାଣ୍ଡି ୧୦, କନ୍ଧମାଳ ୧୧, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୧୨, କୋରାପୁଟ ୧୨, ମୟୂରଭଞ୍ଜ ୮୪, ନବରଙ୍ଗପୁର ୪, ନୟାଗଡ଼ ୨୨, ନୂଆପଡ଼ା ୮, ପୁରୀ ୧୧, ରାୟଗଡ଼ରୁ ୧୫ ଏବଂ ସୋନପୁରରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୨୪୯ରେ ପହଞ୍ଚିଥିବା ବେଳେ ୧୨,୯୦,୬୬୩ ଜଣ ସୁସ୍ଥ ହୋଇଛନ୍ତି। ୭୪୦୦ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri