Posted inଖେଳ

ସାନିଆଙ୍କ ଫଟୋ ହେଲେ ପି.ଟି. ଉଷାଙ୍କ ନାମ

ନୂଆଦିଲ୍ଲୀ,୩୦।୮: ଆମ ଦେଶରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଥିବାବେଳେ ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାଠାରେ ହୋଇଥିବା ଏକ ବଡ଼ ତ୍ରୁଟି ସାମ୍ନାକୁ ଆସିଛି। ଏଠାରେ କ୍ରୀଡ଼ା ଦିବସ ଅବରରେ ଶୁଭେଚ୍ଛା ଜଣାଇବା ପାଇଁ ସାନିଆ ମିର୍ଜାଙ୍କ ଫଟୋ ଥିବା ଏକ ପୋଷ୍ଟର ଲଗାଇ କିମ୍ବଦନ୍ତୀ ଧାବିକା ପି. ଟି. ଉଷାଙ୍କ ନାମ ଲେଖାଯାଇଛି। ଏହି ପୋଷ୍ଟର ବିଚ୍‌ ରୋଡ୍‌ସ୍ଥିତ ସବମରିନ ମ୍ୟୁଜିୟମରେ ଲାଗିଛି। ଏହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କେତେକ ଏହାକୁ ସମାଲୋଚନା କରୁଥିବାବେଳେ କିଛି ଏହାକୁ ଜୋକ୍‌ କରିଛନ୍ତି। ଜଣେ କମେଣ୍ଟ କରିଛନ୍ତି, ଆମେ ଏପର୍ଯ୍ୟନ୍ତ ତାଙ୍କୁ ସାନିଆ ମିର୍ଜା ଭାବୁ ଥିଲୁ। ସେହିଭଳି ଆଉ ଜଣେ ଟୁଇଟ୍‌ କରି ପ୍ରଶ୍ନ କରିଛନ୍ତି, ସାନିଆ ମିର୍ଜାଙ୍କୁ ଆନ୍ଧ୍ର ପ୍ରଦେଶରେ ପି. ଟି. ଉଷା କୁହାଯାଏ। ରାଜ୍ୟ ସରକାରଙ୍କ ଏହା କିଭଳି ଦାୟିତ୍ୱହିନତା?


All Right Reserved By Dharitri.Com

Posted inଖେଳ View All

ଟେଷ୍ଟ ଫର୍ମାଟ ସବୁଠାରୁ ସ୍ବତନ୍ତ୍ର: ପୂଜାରା

ରାଜକୋଟ,୧୨।୧(ପି.ଟି.)- କ୍ରିକେଟର ପାରମ୍ଭରିକ ତଥା ସବୁଠାରୁ ଲମ୍ବା ଫର୍ମାଟ ରୂପ ପରିଗଣିତ ହେଉଥିବା ଟେଷ୍ଟ ହେଉଛି ସବୁଠାରୁ ସ୍ବତନ୍ତ୍ର। ଏହି ଫର୍ମାଟ ତା’ର ସ୍ଥିତି ବଜାୟ...

ବିଦେଶ ଲିଗ୍‌ରେ ଖେଳିପାରନ୍ତି ପ୍ରାକ୍ତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୭ା୫: କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ) ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ସ୍ଥାନ ପାଇଛନ୍ତି ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନ। ସିପିଏଲର ଆଗାମୀ ସଂସ୍କରଣ ଲାଗି ଚଳିତ...

ୟୁଏସ୍‌ ଓପନ ଟେନିସ

ଶ୍ରେଷ୍ଠ ସିଡ୍‌ ମାନ୍ୟତା ପାଇଥିବା ନୋଭାକ ଜୋକୋଭିଚ୍‌ ଓ ନାଓମି ଓସାକା ଏଥର ମଧ୍ୟ ୟୁଏସ୍‌ ଓପନ ଟାଇଟଲ ବଜାୟ ରଖିବେ ବୋଲି ଆଶା କରାଯାଉଛି।...

ଧୋନୀ ଆଉ କ୍ରିକେଟ ଖେଳନ୍ତୁ, ଚାହୁଁନାହାନ୍ତି ମାତାପିତା

ରାଞ୍ଚି, ୧୮।୭: ଆଇସିସି ବିଶ୍ୱକପରେ ଭାରତ ସେମିଫାଇନାଲରୁ ବିଦା ହେବା ପରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ କ୍ରିକେଟ ଭବିଷ୍ୟତକୁ ନେଇ...

ମହିଳା ଫିଫା ବିଶ୍ୱକପ୍‌: ଏସିଆର ଅଭିଯାନ ଶେଷ

ରେନ୍ନେସ (ଫ୍ରାନ୍ସ),୨୬।୬(ଏଏଫ୍‌ପି)- ମହିଳା ଫିଫା ବିଶ୍ୱକପ୍‌ ପ୍ରି କ୍ୱାର୍ଟର ଫାଇନାଲରୁୁ ଏସିଆନ୍‌ ଦଳଗୁଡ଼ିକର ଅଭିଯାନ ଶେଷ ହୋଇଛି। ଉଭୟ ଜାପାନ ଓ ଚାଇନା ପରାଜୟ ସହ...

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌: ତେଜିନ୍ଦର, ଜିନସନ ବିଫଳ

ଦୋହା, ୫।୧୦(ପି.ଟି.)- ଏସିଆନ ଗେମ୍ସ ଗୋଲ୍ଡ ମେଡାଲିଷ୍ଟ ଭାରତୀୟ ଶଟ୍‌ପୁଟର ତେଜିନ୍ଦର ପାଲ୍‌ ସିଂ ତୁର୍‌ ଏବଂ ୧୫୦୦ ମିଟର ରନର ଜିନସନ ଜିନସନ ବିଶ୍ୱ...

ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟ: ଦୀପକଙ୍କ ଦ୍ୱିତୀୟ ହ୍ୟାଟ୍ରିକ

ଥିରୁଭାନନ୍ତପୁରମ,୧୨।୧୧- ୨୭ ବର୍ଷୀୟ ଭାରତୀୟ ମଧ୍ୟଗତିର ବୋଲର ଦୀପକ ଚହର ୩ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ହ୍ୟାଟ୍ରିକ ଉଇକେଟ ହାସଲ କରିବାର ବିରଳ...

ହିରୋ ଏଲିଟ୍‌ ଲିଗ୍‌: ଫାଇନାଲ ରାଉଣ୍ଡରେ ଓଡ଼ିଶା ଏଫ୍‌ସି

ନୂଆଦିଲ୍ଲୀ, ୧୯।୨- ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌) ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫ୍‌ସିର ୧୮ ବର୍ଷରୁ କମ୍‌ ଦଳ ଏଠାରେ ଚାଲିଥିବା ହିରୋ ଏଲିଟ୍‌ ଲିଗ୍‌ ୨୦୧୯-୨୦...

Leave a comment

Your email address will not be published. Required fields are marked *