ବାହାନଗା ଟ୍ରେନ ଦୁର୍ଘଟଣା: ମଙ୍ଗଳବାର, ବୁଧବାର ପାଇଁ ୭୪ଟି ଟ୍ରେନ ବାତିଲ

ଭୁବନେଶ୍ୱର,୬।୬: ବାଲେଶ୍ୱର ବାହାନଗା ନିକଟରେ ଟ୍ରେନ ଦୁର୍ଘଟଣା ପରେ ସେହି ରୁଟ୍‌ରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲେ ମଧ୍ୟ ମଙ୍ଗଳବାର ଏବଂ ବୁଧବାର ପାଇଁ ୭୪ଟି ଟ୍ରେନ ବାତିଲ କରାଯାଇଛି। ଏନେଇ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଭୁବନେଶ୍ୱର-ହାୱଡା ଜନଶତାବ୍ଦୀ, ପୁରୀ-ଶାଲିମାର ଧଉଳି ଏକ୍ସପ୍ରେସ, ହାୱ ଫଲକନାମା, ଶାଲିମାର-ପୁରୀ ଧଉଳି ଏକ୍ସପ୍ରେସ, ଶାଲିମାର-ହାଇଦ୍ରାବାଦ ଇଷ୍ଟକୋଷ୍ଟ, ହାୱ ଜନଶତାବ୍ଦୀ, ଶାଲିମାର-ଚେନ୍ନାଇ କରମଣ୍ଡଳ ଓ ଶାଲିମାର-ପୁରୀ ଜଗନ୍ନାଥ ଏକ୍ସପ୍ରେସ ବାତିଲ କରାଯାଇଛି। ସେହିପରି ବୁଧବାର ପାଇଁ ପୁରୀ-ଆନନ୍ଦବିହାର, ଭୁବନେଶ୍ୱର-ଆନନ୍ଦବିହାର ଏକ୍ସପ୍ରେସ, ଭୁବନେଶ୍ୱର-ହାୱଡା ଜନଶତାଦ୍ଦୀ, ପୁରୀ-ଶାଲିମାର ଧଉଳି ଏକ୍ସପ୍ରେସ, ପାଟନା-ପୁରୀ ଓ ସିଆଲ ଦା-ପୁରୀ ଦୂରନ୍ତ ଏକ୍ସପ୍ରେସ ବାତିଲ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri