Posted inଜାତୀୟ

ବୃଦ୍ଧଙ୍କୁ ଫ୍ରିଜ୍‌ରେ ରଖି ପରିବାର ଲୋକେ ମୃତ୍ୟୁକୁ କରିଥିଲେ ଅପେକ୍ଷା: ଆଉ ତାପରେ…

ଚେନ୍ନାଇ, ୧୫।୧୦: ତାମିଲନାଡ଼ୁର ସାଲେମ ଜିଲାରୁ ୭୪ ବର୍ଷୀୟ ଜଣେ ବୃଦ୍ଧଙ୍କୁ ଜୀବିତ ଅବସ୍ଥାରେ ଫ୍ରିଜ୍‌ ମଧ୍ୟରୁ ଉଦ୍ଧାର କରାଯାଇଛି। ସେ ହେଲେ ବାଲ ସୁବ୍ରମଣ୍ୟମ କୁମାର। ସୂଚନାଯୋଗ୍ୟ, ନିକଟରେ ସୁବ୍ରମଣ୍ୟମ ହସ୍ପିଟାଲରୁ ଘରକୁ ଫେରିଥିଲେ। ଏହାପରେ ତାଙ୍କ ଭାଇ ଏକ ଫ୍ରିଜକୁ ଏଜେନ୍ସିରୁ ଭଡ଼ାରେ ଆଣିଆଣିଲେ। ପରିବାର ଲୋକେ ତାଙ୍କର ମୃତ୍ୟୁ ଚାହଁୁଥିଲେ। ତେଣୁ ବାଲ ସୁବ୍ରମଣ୍ୟମଙ୍କୁ ସାରା ରାତି ଫ୍ରିଜ୍‌ରେ ପୁରାଇ ରଖିଥିଲେ। ଏହା ଜଣାପଡ଼ିବା ପରେ ବୃଦ୍ଧଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ତାଙ୍କର ମୃତ୍ୟୁ ହୋଇସାରିଥିବା ପରିବାର ଲୋକ ମିଛ କହି ଫ୍ରିଜ୍‌ରେ ରଖିଥିବା ଜଣାପଡ଼ିଛି। ଏ ନେଇ ପୋଲିସ ଉକ୍ତ ପରିବାରଙ୍କ ବିରୋଧରେ ଥାନାରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜମ୍ମୁ-କଶ୍ମୀରରେ ଗସ୍ତରେ ଗଲେ ଅଜିତ ଡୋଭାଲ

ଶ୍ରୀନଗର,୨୬।୯: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ବୁଧବାର ପୁଣି ଥରେ ଶ୍ରୀନଗରରେ ପହଞ୍ଚିଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ। ଗତ ଦେଢ ମାସ...

ମୁମ୍ବାଇ ହେଉ କେନ୍ଦ୍ରଶାସିତ ଅଞ୍ଚଳ

ମୁମ୍ବାଇ/ବେଲଗାଭି,୨୯।୧: ମହାରାଷ୍ଟ୍ର ଓ କର୍ନାଟକ ମଧ୍ୟରେ ସୀମା ବିବାଦ ତେଜିବାରେ ଲାଗିଛି। ଏହା ଉପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଉତ୍ତେଜକ ମନ୍ତବ୍ୟକୁ ନେଇ କର୍ନାଟକ...

କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ସବୁ ବ୍ୟକ୍ତିଙ୍କୁ ହେବନାହିଁ ସଂକ୍ରମଣ !

ନୂଆଦିଲ୍ଲୀ,୩୦।୪: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱରେ ଏକ ଭୟର ବାତାବରଣ ସୃଷ୍ଟି କରିଛି। ଏହି ମାହାମାରୀ କବଳରେ ଏବେ ସାରା ବିଶ୍ୱ। କରୋନା...

ପୋଲିସଠାରୁ ବର୍ତ୍ତିବା ପାଇଁ ରାସ୍ତାରେ ୧.୫ କୋଟି ଟଙ୍କା ବିଛାଇଲେ ଚୋର

ଚେନ୍ନାଇ, ୨୯।୫: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଏକ ଅଜବ ଚୋରର କାରନାମା ଦେଖିବାକୁ ମିଳିଛି। ପୋଲିସଠାରୁ ନିଜକୁ ବଞ୍ଚାଇବା ପାଇଁ ରାସ୍ତାରେ ୧.୫କୋଟି ଟଙ୍କା ପକାଇଦେଇଛନ୍ତି...

କହ୍ନେୟା କୁମାରଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ବଲିଉଡ୍‌ ଷ୍ଟାର

ନୂଆଦିଲ୍ଲୀ,୨୧।୪: ଲୋକ ସଭା ନିର୍ବାଚନ ୨୦୧୯ରେ ବିହାରର ବେଗୁସରାଇ ଆସନ ହଟ୍‌ ସିଟ୍‌ ପାଲଟିଛି। କହ୍ନେୟା କୁମାର ଏହି ଆସନରୁ ନିର୍ବାଚନ ଲଢୁଥିବା ବେଳେ ଭାଜପାର...

ନରେଲା ପ୍ଲାଷ୍ଟିକ୍‌ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ: ୨ ଜୀବନ୍ତ ଦଗ୍ଧ, ଅନେକ ଲୋକ ଫସିଥିବା ଆଶଙ୍କା

ନୂଆଦିଲ୍ଲୀ,୧।୧୧: ଦେଶର ରାଜଧାନୀ ଦିଲ୍ଲୀର ନରେଲା ଅଞ୍ଚଳରେ ଥିବା ଏକ ପାଇପ କାରଖାନାରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ ଜଣ ଜୀବନ୍ତ ଦଗ୍ଧ...

ଭୂସ୍ଖଳନରେ ଭୁଶୁଡ଼ିଲା ସେନା ଶିବିର, ୫୫ ଯବାନ ମାଟି ତଳେ…

ଇମ୍ଫାଲ, ୩୦।୬ : ଲଗାତାର ବର୍ଷା ଯୋଗୁ ଦେଶର ଉତ୍ତର ପୂର୍ବ ଅଞ୍ଚଳରେ ଥିବା ମଣିପୁରରେ ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଏଥିରେ ସେନା...

ଭାରତରେ ଓମିକ୍ରନ୍‌ର ନୂଆ ଭାରିଆଣ୍ଟ ଚିହ୍ନଟ: ବିଶେଷଜ୍ଞ ଦେଲେ ଚେତାବନୀ

ନୂଆଦିଲ୍ଲୀ,୧୭।୧୦: ଦେଶରେ କୋଭିଡ୍‌ ସଂକ୍ରମଣ ଯଥେଷ୍ଟ ହ୍ରାସ ପାଇଥିବା ବେଳେ ଅଧିକାଂଶ ସ୍ଥାନରେ ଅନେକ କଟକଣାକୁ କୋହଳ କରାଯାଇଛି। ଇତିମଧ୍ୟରେ ଭାରତରେ ଓମିକ୍ରନ୍‌ର ଆଉ ଏକ...

Advertisement
Archives

Model This Week