ଭିଆଇଟିରୁ ୭୪୦୩ ନିଯୁକ୍ତି ଅଫର

ନୂଆଦିଲ୍ଲୀ,୩୧।୧୨: ଦେଶର ଅଗ୍ରଣୀ ଶିକ୍ଷାନୁଷ୍ଟାନ ଭେଲୋର ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଭିଆଇଟି) କ୍ୟାମ୍ପସରୁ ୭୪୦୩ ଜଣ ଛାତ୍ରୀଛାତ୍ରଙ୍କୁ ୩୮୨ କମ୍ପାନୀ ନିଯୁକ୍ତି ଅଫର ଦେଇଛନ୍ତି। କରୋନା ମହାମାରୀ କାରଣରୁ ଭିଆଇଟିର ବିଭିନ୍ନ କ୍ୟାମ୍ପସର ଛାତ୍ରୀଛାତ୍ରମାନେ ଭର୍ଚୁଆଲ ମୋଡ୍‌ରେ କ୍ୟାମ୍ପସରେ ଅଂଶ ଗ୍ରହଣ କରିଥିଲେ। ଏହି ସମସ୍ତ ନିଯୁକ୍ତି ଅଫର ପାଇଥିବା ପିଲାଙ୍କ ମଧ୍ୟରୁ ୪୫୦୩ ଜଣ ଛାତ୍ରୀଛାତ୍ର ବିଭିନ୍ନ କମ୍ପାନୀରେ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି କମ୍ପାନୀ ଗୁଡିକ ମଧ୍ୟରେ କନ୍‌ଗିଜାଣ୍ଟ, ଇନ୍‌ଫୋସିସ୍‌ ଏବଂ ଟିସିଏସ୍‌ ରହିଛନ୍ତି। ଏହି ୩ ପ୍ରମୁଖ ଆଇଟି କମ୍ପାନୀ ତାଙ୍କର ବାର୍ଷିକ କ୍ୟାମ୍ପସ ଚୟନ ପ୍ରଣାଳୀ ଅବଲମ୍ବନ ସହ ଭିଆଇଟିର ସମସ୍ତ ୪ଟି କ୍ୟାମ୍ପସ ( ଚେନ୍ନାଇ, ଅମରାବତୀ, ଭେଲୋର ଏବଂ ଭୋପାଳ)ର ଛାତ୍ରୀଛାତ୍ରମାନେ ଅଂଶ ଗ୍ରହଣ କରିଥିଲେ। ପରିଶେଷରେ ଉକ୍ତ କମ୍ପାନୀର ଫଳାଫଳ ସମ୍ପର୍କରେ ଭିଆଇଟିର ଚାନ୍‌ସେଲର ଡ. ଜି. ବିଶ୍ୱନାଥନ ୩୫୧୭ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତିପତ୍ର ବିଷୟରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚକୋଲେଟ କଥା ଛାଡନ୍ତୁ, ଏବେ ଆଇକ୍ରିମ ବି ହେବ ମହଙ୍ଗା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୭।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଶେଷ ହୋଇଯାଇପାରେ, କିନ୍ତୁ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଜାରି ରହିଥିବାରୁ ପୁଣି ଶତ୍ରୁତା ସୃଷ୍ଟି ହେବାର ଭୟ…

NRI ବି କରିପାରିବେ Aadhaar Card? ଜାଣନ୍ତୁ କ’ଣ କହୁଛି UIDAI ନିୟମ…

ନୂଆଦିଲ୍ଲୀ,୨୫।୪: ଆଜିର ସମୟରେ ବ୍ୟାଙ୍କିଙ୍ଗଠାରୁ ଆରମ୍ଭ କରି ସରକାରୀ ଯୋଜନା ପର୍ଯ୍ୟନ୍ତ ସବୁଥିରେ ଆଧାର କାର୍ଡ ଏକ ଅପରିହାର୍ଯ୍ୟ ଦଲିଲ ପାଲଟିଛି। ଏଭଳି ସ୍ଥିତିରେ ବିଦେଶରେ ରହୁଥିବା…

ଗୋଟିଏ କି ଦୁଇଟା ନୁହେଁ ଝିଅଙ୍କ ନାଁରେ ଏତେ ଯୋଜନା ଚଳାଉଛନ୍ତି ସରକାର, ଜାଣନ୍ତୁ କେମିତି ମିଳିବ ଫାଇଦା

ନୂଆଦିଲ୍ଲୀ,୨୫।୪: ଭାରତରେ, କେନ୍ଦ୍ର ଏବଂ ରାଜ୍ୟ ସରକାର ଉଭୟ ଝିଅମାନଙ୍କୁ ସଶକ୍ତ କରିବା ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାଗୁଡ଼ିକର ଉଦ୍ଦେଶ୍ୟ କେବଳ ଆର୍ଥିକ…

YourDesiCartକୁ କିଣିଲା Garudavega: ବିଦେଶରେ ରହୁଥିବା ଭାରତୀୟଙ୍କ ପାଇଁ ଆହୁରି ସହଜ ହେବ କିଣାବିକା

YourDesiCart ନାମକ ଏକ ଅନ୍‌ଲାଇନ ଶପିଙ୍ଗ ଏବଂ ପାର୍ସେଲ ସେବା ପ୍ଲାଟଫର୍ମକୁ କ୍ରୟ କରିଛି Garudavega (NexGen Logistics ର ଏକ ଅଂଶ)। ଏହା ଦ୍ୱାରା ଗରୁଡବେଗା…

୨୮ ଦିନିଆ ଶସ୍ତା ଗେମିଂ ପ୍ଲାନ ଲଞ୍ଚ କଲା Jio, ୬୧GB ଡାଟା ସହିତ ମାଗଣା OTT

ନୂଆଦିଲ୍ଲୀ,୨୫।୪: ଜିଓ ପୁଣି ଥରେ ଲକ୍ଷ ଲକ୍ଷ ଉପଭୋକ୍ତାଙ୍କ ପାଇଁ ଏକ ସୁଲଭ ଯୋଜନା ଲଞ୍ଚ କରିଛି । ଜିଓର ଏହି ପ୍ରିପେଡ୍ ରିଚାର୍ଜ ପ୍ଲାନ ସ୍ୱତନ୍ତ୍ର…

ଟିପିସିଓଡିଏଲ୍‌ ପକ୍ଷରୁ ସେଫ୍ଟି ଆୱାର୍ଡ ପ୍ରଦାନ

ଭୁବନେଶ୍ୱର,୨୫।୪(ଅନୁରାଧା ମହାରଣା): ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଜାତୀୟ ସୁରକ୍ଷା ମାସ ୨୦୨୬ ସଫଳତାର ସହ ପାଳିତ ହୋଇଯାଇଛି। ମାର୍ଚ୍ଚ ୪ରୁ ଏପ୍ରିଲ…

ଘଣ୍ଟାଏ କାମ କଲେ ମିଳିବ ୨ଘଣ୍ଟାର ଦରମା! ନୂଆ ଲେବର କୋଡରେ ଓଭରଟାଇମ୍‌ର କଡ଼ା ନିୟମ

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଓଭରଟାଇମ କାମ କରିବା ଆଉ କ୍ଷତିରେ ଯିବନି। ବରଂ, ଏହା ରୋଜଗାରକୁ ଦ୍ୱିଗୁଣିତ କରିବାର ପ୍ରତିଶ୍ରୁତି ଦିଏ! ୧ ଏପ୍ରିଲ, ୨୦୨୬ ଠାରୁ କାର୍ଯ୍ୟକାରୀ…

Paytm ଗ୍ରାହକଙ୍କୁ ବଡ଼ ଝଟ୍‌କା! RBI ରଦ୍ଦ କଲା ବ୍ୟାଙ୍କିଂ ଲାଇସେନ୍ସ, ଏବେ ଆଉ…

ମୁମ୍ବାଇ,୨୪।୪: ଡିଜିଟାଲ କାରବାର କ୍ଷେତ୍ରରେ ଦେଶର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ପେଟିଏମ୍‌ ପେମେଣ୍ଟ ବ୍ୟାଙ୍କ ଲିମିଟେଡକୁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ପକ୍ଷରୁ ଏକ ବଡ଼ ଶକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri