ମହଙ୍ଗା ପଡିଲା ଭକ୍ତଙ୍କ ପାଇଁ ମନ୍ଦିର ଖୋଲିବା: ୭୪୩ କର୍ମଚାରୀ କରୋନା ସଂକ୍ରମିତ

ତିରୁପତି,୧୦।୮: କରୋନା ମାହାମାରୀ ବେଳକୁ ବେଳ ତା’ର କାୟା ବିସ୍ତାର କରି ଚାଲିଛି। ଦୀର୍ଘ ୨ ମାସର ଲକ୍‌ଡାଉନ ପରେ ଏବେ ଏଥିରେ କିଛିଟା କୋହଳ କରାଯିବା ସହ ଅନ୍‌ଲକରେ ପ୍ରାୟ ସମସ୍ତ ସ୍ଥାନକୁ ସର୍ବସାଧାରଣ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଛି। ସାମାଜିକ ଦୂଚତାକୁ କଡା କଡି କରାଯାଇଥିଲେ ମଧ୍ୟ ଅନେକ ସ୍ଥାନରେ ଲୋକେ ଏହାକୁ ବେଖାତିର କରୁଥିବା ଦେଖାଯାଇଛି। ମିଳିଥିବା ସୂଚନାରୁ ଜଣାପଡିଛି କି ତିରୁମାଲା ତିରୁପତି ଦେବସ୍ଥାନମର ପ୍ରାୟ ୭୪୩ ଜଣ ମନ୍ଦିର କର୍ମଚାରୀ ଏବେ କରୋନାରେ ସଂକ୍ରମିତ ହୋଇଛନ୍ତି। ତେବେ ଭକ୍ତଙ୍କ ଦର୍ଶନ ପାଇଁ ମନ୍ଦିର ଦ୍ୱାର ଖୋଲିଦେବା ପରେ ଏଭଳି ଘଟଣା ସାମ୍ନାକୁ ଆସିଛି। ତିରୁମାଲା ତିରୁପତି ଦେବସ୍ଥାନମର ଏକ୍ସଜ୍ୟୁକିଟିଭ ଅଫିସର ଅନିଲ କୁମାର ସିଂ କହିଛନ୍ତି ଜୁନ୍‌ ୧୧ରେ ଭକ୍ତଙ୍କ ଦର୍ଶନ ପାଇଁ ମନ୍ଦିର ଖୋଲି ଦିଆଯାଇଥିଲା। ସେବେଠାରୁ ଏପର୍ଯ୍ୟନ୍ତ ମନ୍ଦିରର ୭୪୩ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇ ସାରିଲେଣି। ଅବଶ୍ୟ ସେମାନଙ୍କ ମଧ୍ୟରୁ ୪୦୨ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀରରେ ଜଣେ ନାବାଳିକାଙ୍କ ଜୀବନ ବଞ୍ଚାଇଲେ ଯବାନ

ଶ୍ରୀନଗର,୧୫।୭: ଜମ୍ମୁ କଶ୍ମୀର ବାରମୂଳାରେ ୨ଜଣ ସିଆରପିଏଫ୍‌ ଯବାନ ନିଜ ଜୀବନକୁ ବାଜି ଲଗାଇ ଜଣେ ନାବାଳିକାଙ୍କ ଜୀବନ ବଞ୍ଚାଇଛନ୍ତି। ସୋମବାର ୧୪ବର୍ଷର ଜଣେ ଝିଅ...

ଆଜି ଭୁବନେଶ୍ୱରରୁ ୧୧ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର...

ବାଜି ମାରିଲେ ଶାହ, ଚାହିଁ ରହିଲା କଂଗ୍ରେସ

ନୂଆଦିଲ୍ଲୀ,୨୬।୧୦: ହରିୟାଣାରେ ହୋଇଥିବା ବିଧାନସଭା ନିର୍ବାଚନରେ କୌଣସି ଦଳକୁ ବହୁମତ ମିଳି ନ ଥିବା ବେଳେ ଭାଜପା ଏବେ ସରକାର ଗଢିବାକୁ ଯାଉଛି। ଅସଲ କଥା...

ଲଖିମପୁର ମାମଲା, ରାଷ୍ଟ୍ରପତିଙ୍କୁ ଭେଟିଲେ ରାହୁଲ-ପ୍ରିୟଙ୍କା…

ନୂଆଦିଲ୍ଲୀ,୧୩।୧୦: ଉତ୍ତରପ୍ରଦେଶ ଲଖିମପୁର ଖେରି ମାମଲାରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଗୁଲାମନବୀ ଆଜାଦ୍‌, ମଲ୍ଲକାର୍ଜୁନ ଖର୍ଗେ, ଏ.କେ.ଆଣ୍ଟୋନୀ ପ୍ରମୁଖ ରାଷ୍ଟ୍ରପତି...

ମନ୍ଦିରରେ ମୁସଲମାନ ମନ୍ତ୍ରୀଙ୍କ ପ୍ରବେଶକୁ ନେଇ ଉଠିଲା ବିବାଦ

ପାଟନା,୨୩।୮: ବିହାରରେ ମହାମେଣ୍ଟ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଗୟାସ୍ଥିତ ବିଷ୍ଣୁପଦ ମନ୍ଦିରରେ ପହଞ୍ଚିଥିଲେ। ଏହି ସମୟରେ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ...

ସମ୍ବିଧାନ ଆଧାରିତ କବିତା ଲେଖି ସମ୍ମାନିତ ହେଲେ ଆଇପିଏସ୍‌ ଅଫିସର

ନୂଆଦିଲ୍ଲୀ, ୩୧।୮: ଦିଲ୍ଲୀ ପୋଲିସ ସ୍ପେଶାଲ କମିଶନର ସୁନିଲ କୁମାର ଗୌତମ ସମ୍ବିଧାନ ଆଧାରିତ କବିତା ସଂକଳନ ‘ସମ୍ବିଧାନ କାବ୍ୟ’ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ...

ପୁରୁଣା ଟିକେଟ ଦାମରେ ଚାଲିବ ୧୭୦୦ ଟ୍ରେନ୍‌, ବନ୍ଦ ହେବ ଜେନରାଲ ଟିକେଟ

ନୂଆଦିଲ୍ଲୀ,୧୩ ।୧୧: କରୋନା ମହାମାରୀ ଯୋଗୁ ରେଗୁଲାର ଟ୍ରେନ୍ ବନ୍ଦ କରାଯାଇ କିଛି ସ୍ପେଶାଲ ଟ୍ରେନ୍ ଚାଲୁ କରାଯାଇଥିଲା । ଏବେ ପୁଣିଥରେ ସେସବୁ ରେଗୁଲାର...

Advertisement
Archives

Model This Week