Posted inଜାତୀୟ

ଯୁବତୀଙ୍କ ପେଟରୁ ବାହାରିଲା ଦେଢ଼କିଲୋ କେଶ

ଜୟପୁର,୩୧।୮: ରାଜସ୍ଥାନ ଡୁଙ୍ଗରପୁରରେ ଜଣେ ୨୪ ବର୍ଷ ବୟସ୍କା ଯୁବତୀଙ୍କ ପେଟରୁ ଦେଢ଼କିଲୋ ଓଜନର କେଶ ବାହାରିଛି। ଯୁବତୀ ଜଣକ ୪ ବର୍ଷ ଧରି କେଶ ଖାଉଥିବା ଜଣାପଡ଼ିଛି। ଯୁବତୀଙ୍କ ଖାଇବା ପିଇବା କମିଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ପେଟରେ କିଛି ଜମି ରହିଥିବା ଡାକ୍ତର କହିଥିଲେ। ଏହାପରେ ତାଙ୍କର ଅପରେଶନ କରାଯାଇଥିଲା। ପେଟରେ କେଶ ଜମା ହୋଇ ରହିଥିବା ଦେଖି ଡାକ୍ତରମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଯୁବତୀଙ୍କ ଦେହରେ ହିମୋଗ୍ଲୋବିନ୍‌ ମାତ୍ରା କମିଥିବାରୁ ତାଙ୍କୁ ରକ୍ତ ଦିଆଯାଇଥିଲା। ଅପରେଶନ୍‌ ପରେ ଯୁବତୀ ଜଣକ ସୁସ୍ଥ ଥିବା ଡୁଙ୍ଗରପୁର ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।


All Right Reserved By Dharitri.Com

ଏବେ ୧ ଟଙ୍କାରେ ସାନିଟାରୀ ନ୍ୟାପକିନ୍‌: ୫ ହଜାର ୫ଶହ ଜନ ଔଷଧୀ କେନ୍ଦ୍ରରେ ମିଳିବ

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦେଶର ସାଧାରଣ ଲୋକଙ୍କ ପାଇଁ ଏକ ନୂଆ ଉପହାର ଆଣିଛନ୍ତି। ଭାଜପା ନିର୍ବାଚନୀ ଇସ୍ତାହାରରେ ପ୍ରକାଶ ପାଇଥିବା ପ୍ରତିଶ୍ରୁତି...

ବିଳମ୍ବ ହେଲା ତେଜସ୍‌ ଏକ୍ସପ୍ରେସ୍‌: ପରିଚାରିକା ଦେଲେ ଯାତ୍ରୀଙ୍କୁ ଉପହାର

ଲକ୍ଷ୍ନୌ,୨୦।୧୦: ଲକ୍ଷ୍ନୌରୁ ଦିଲ୍ଲୀ ଆସୁଥିବା ତେଜସ୍‌ ଏକ୍ସପ୍ରେସ୍‌ ବିଳମ୍ବରେ ଷ୍ଟେଶନ୍‌ରେ ପହଞ୍ଚିଛି। ଯାତ୍ରୀଙ୍କ ଅସୁବିଧା ପାଇଁ ଟ୍ରେନ୍‌ ପରିଚାରିକା ବିଳମ୍ବ ପାଇଁ ଦୁଃଖିତ ଲେଖାଥିବା ବିସ୍କୁଟ...

ଦେଇଥିବା କଥା ରଖିବ ଭାଜପା: ରାଜନାଥ

ବୋକାରୋ,୧।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ହେଉଥିବା ପ୍ରଚାର ଅଭିଯାନରେ ଏବେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ସାମିଲ ହୋଇଛନ୍ତି। ଦୁଇଦିନ ତଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ...

ନାଗରିକତା ସଂଶୋଧନ ଆଇନ: କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ; ଜାନୁୟାରୀ ୨୨ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୮।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦାଖଲ ହୋଇଥିବା ୫୯ଟି ଆବେଦନ ଉପରେ ବୁଧବାର ବିଚାର କରି ସୁପ୍ରିମ୍‌କୋର୍ଟ ଏହା ଉପରେ ରୋକ ଲଗାଇବାକୁ ମନା...

ସିଏଏ, ଏନ୍‌ଆର୍‌ସିକୁ ନେଇ ପୁଣି ଗର୍ଜିଲେ ଦିଦି

ନଏଡା,୪।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ନଏଡାରେ ଅନୁଷ୍ଠିତ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପୁଣିଥରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ସେ...

ହୋଟେଲରେ ବିଧାୟକଙ୍କୁ ଭେଟିଲେ ଆଦିତ୍ୟ ଠାକରେ

ମୁମ୍ବାଇ,୮।୧୧: ମହାରାଷ୍ଟ୍ରରେ ରାଜନୈତିକ ଜାରି ରହିଛି। ରାଜ୍ୟରେ ବିଧାନସଭା କାର୍ଯ୍ୟକାଳ ଶନିବାର ସରୁଥିବାବେଳେ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଉଭୟ ଭାଜପା ଏବଂ ଶିବସେନା ମଧ୍ୟରେ...

ବୁଧବାର ଭାରତ ବନ୍ଦ: କଂଗ୍ରେସର ସମର୍ଥନ

ନୂଆଦିଲ୍ଲୀ,୭ା୧: ୧୦ଟି ଟ୍ରେଡ ୟୁନିୟନ ପକ୍ଷରୁ ଆଗାମୀ ୮ତାରିଖରେ ଦେଶବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ସରକାରଙ୍କ ଜନବିରୋଧୀ ନୀତିକୁ ବିରୋଧ କରି ଏଭଳି ଭାରତ ବନ୍ଦ...

ଟ୍ରାଫିକ୍‌ ପୋଲିସ ପୋଷାକରେ ଲାଗିଲା କ୍ୟାମେରା: ଆଇନ ଭଙ୍ଗ କରୁଥିବା ବ୍ୟକ୍ତିଙ୍କ କାର୍ଯ୍ୟକଳାପ ହେବ ରେକର୍ଡ

କୋଏମ୍ବାଟୁର,୧୮।୭: ତାମିଲନାଡୁ କୋଏମ୍ବାଟୁରରେ ବୁଧବାର ଟ୍ରାଫିକ୍‌ ପୋଲିସଙ୍କୁ ଏକ କ୍ୟାମେରା ବଣ୍ଟନ କରାଯାଇଛି। ଏହି କ୍ୟାମେରାକୁ ସେମାନେ ନିଜ ପୋଷାକରେ ଲଗାଇପାରିବେ। ଏହାଦ୍ୱାରା ଘଟଣାସ୍ଥଳରେ ଟ୍ରାଫିକ୍‌...

Leave a comment

Your email address will not be published. Required fields are marked *