୧୨ ଫୁଟ୍‌ ଲମ୍ବର ବାହାରା ଚିତେଇ ଉଦ୍ଧାର

ଭୋଗରାଇ, ୩୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମନ୍ଦାରୀ ଗ୍ରାମରେ ୧୨ ଫୁଟ୍‌ ଲମ୍ବର ଏକ ବାହାରା ଚିତେଇ ସାପକୁ ଗ୍ରାମବାସୀ ଶୁକ୍ରବାର ରାତିରେ ଧରିଛନ୍ତି। ଏହି ପ୍ରଜାତିର ସାପକୁ ଗ୍ରାମ ରାସ୍ତାରେ ଲୋକେ ପ୍ରଥମେ ଦେଖିଥିଲେ। ସାପଟି ଏକ ପୋଖରୀ ବୁଦା ମୂଳେ ଲୁଚିଥିବା ଗ୍ରାମବାସୀ ଦେଖି କୌଶଳକ୍ରମେ ତାକୁ ଧରି ଏକ କଂକ୍ରିଟ୍‌ ନନ୍ଦରେ ରଖି ବନବିଭାଗକୁ ଖବର ଦେଇଥିଲେ। ସାପଟିର ମୋଟେଇ ୬ଇଞ୍ଚ ହୋଇଥିବା ବେଳେ ୨୦କେଜି ଓଜନ ହୋଇଥିବା ଅନୁମାନ କରାଯାଉଛି।


All Right Reserved By Dharitri.Com

ବ୍ରାହ୍ମଣବିଲରେ ହାତୀ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୨୯।୯(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ ବ୍ରାହ୍ମଣବିଲ ଗ୍ରାମରେ ହାତୀ ଆକ୍ରମଣରେ ରବିବାର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମ ବେହେରା...

ମାଓବାଦୀଙ୍କ ଶହୀଦ ସପ୍ତାହ : ଲାଗିଲା ମାଓ ପୋଷ୍ଟର, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୩୧।୭(ଡି.ଏନ.ଏ): ମାଓବାଦୀଙ୍କ ଶହୀଦ ସପ୍ତାହର ଚତୁର୍ଥ ଦିନ ଅର୍ଥାତ ବୁଧବାର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅନ୍ତର୍ଗତ ସିମନବାଡ଼ିର ଏକ ଦୋକାନ ସମ୍ମୁଖରେ ମାଓ ପୋଷ୍ଟର ଦେଖିବାକୁ...

ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରସଙ୍ଗ: ଓକିଲଙ୍କ ତିନି ଦିନିଆ ଆନ୍ଦୋଳନ ଆରମ୍ଭ

ସମ୍ବଲପୁର,୨୧।୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବି ନେଇ ଶନିବାର ଓକିଲଙ୍କ ତିନି ଦିନିଆ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି । ବରିଷ୍ଠ ନାଗରିକ...

ମ୍ୟାଲେରିଆ ନିରାକରଣ ନେଇ ବୈଠକ

ଛତ୍ରପୁର,୧ା୬(ଡି.ଏନ.ଏ.) -ଗଞ୍ଜାମ ଜିଲାରେ ମ୍ୟାଲେରିଆ ପ୍ରତିରୋଧକ ଅଭିଯାନ ତଥା ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ ପାଇଁ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ କ୍ରିୟାନୁଷ୍ଠାନ କମିଟି...

ପୋଲିସ,ଏସଓଜି ସହ ବିଏସଏଫ ତିଆରି କଲେ: ହନ୍ତାଳଗୁଡାରୁ ଯୋଡ଼ାମ୍ବକୁ ରାସ୍ତା

ଚିତ୍ରକୋଣ୍ଡା,୧୫ା୧(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ବିଚ୍ଛିନାଞ୍ଚଳକୁ ପାହାଡ଼, ନଦୀ ଓ ଝରଣା ଘେରି ରହିଛି। ଉକ୍ତ ଅଞ୍ଚଳକୁ ରାସ୍ତା...

ଦନ୍ତା ଆକ୍ରମଣରେ ଦୁଇ ଗୁରୁତର, ୫ ଆହତ; ଦୌଡ଼ିବା ବେଳେ କେନାଲରେ ଖସିପଡ଼ିଲା

ପରଜଙ୍ଗ,୧୧।୯(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଚାନ୍ଦପୁର ଗାଁରେ ବୁଧବାର ଦନ୍ତାହାତୀ ଆତଙ୍କ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ଦୁଇଜଣ...

ଆଇତିପୁରରେ ଅଗ୍ନିକାଣ୍ଡ : ଜଳିଗଲା ୨ ବଖରା

ମହାକାଳପଡ଼ା,୧୧।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବଡ଼କୂଳ ପଞ୍ଚାୟତ ଆଇତିପୁର ଗ୍ରାମର କାଙ୍ଗାଳି ପ୍ରଧାନଙ୍କ ଘରେ ସୋମବାର ପୂର୍ବାହ୍ନରେ ନିଆଁ ଲାଗି ଦୁଇ ବଖରା...

ଶିଶୁବଳି ସନ୍ଦେହରେ ଉତ୍ତେଜନା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଏସ୍‌ପି ଅଫିସ ଘେରିଲେ

ବଲାଙ୍ଗୀର ଅଫିସ, ୨୮ା୫: ବଲାଙ୍ଗୀର ସହର ଚିମିନିଭାଟିପଡା-ଲକ୍ଷ୍ମୀନଗରପଡା ପାଖ ଲକ୍ଷ୍ମୀଯୋର ଭିତରୁ ଗତ ଶୁକ୍ରବାର ରାତିରେ ଜଣେ ନିଖୋଜ ୫ ବର୍ଷର ଶିଶୁର ମୃତଦେହ ମିଳିଥିଲା...

Leave a comment

Your email address will not be published. Required fields are marked *