Posted inଜାତୀୟ

ମୋହନ ଭାଗବତଙ୍କ ସହ ସାକ୍ଷାତ କରିପାରନ୍ତି ମୋଦି

ନୂଆଦିଲ୍ଲୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ସହ ସାକ୍ଷାତ କରିପାରନ୍ତି ବୋଲି ସୂଚନା ମିଳିଛି। ମୋଦି ନାଗପୁର ସ୍ଥିତ ସଂଘ ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ସହ ବିଭିନ୍ନ ବିଷୟରେ ଆଲୋଚନା କରାଯିବ। ଆସନ୍ତା ୨୩ରେ ଲୋକ ସଭା ନିର୍ବାଚନ ଫଳାଫଳ ଘୋଷଣା ହେବାକୁ ଥିବା ବେଳେ ମୋହନ ଭାଗବତଙ୍କ ସହ ମୋଦିଙ୍କ ଏହି ସାକ୍ଷାତ୍‌କାରକୁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।


All Right Reserved By

ଏହି ସ୍ମାର୍ଟଫୋନ ବ୍ୟବହାର କରନ୍ତି ମୋଦି, ଶାହ

ନୂଆଦିଲ୍ଲୀ, ୨୩।୬: ଆଜିକାଲି ସ୍ମାର୍ଟଫୋନ ଧରିବା ଅଛି ସମସ୍ତଙ୍କର ସଉକ। ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା ତଥା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ...

୩୭୦ ଉଚ୍ଛେଦକୁ ସମର୍ଥନ କଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୮।୮:ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ କଂଗ୍ରେସ ଦୁଇ ଫାଳ ହୋଇଯାଇଛି। କିଛି ନେତା ଏହାକୁ ସମର୍ଥନ କରୁଥିଲାବେଳେ ଆଉ କିଛି ନେତା ଏହାକୁ ବିରୋଧ...

ଭାଜପାରେ ଯୋଗ ଦେଲେ ଏଏପି ନେତା କପିଲ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଆମ ଆଦମୀ ପାର୍ଟି(ଏଏପି) ନେତା କପିଲ ମିଶ୍ରା ଶନିବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଭାଜପା ନେତା ମନୋଜ ତିଓ୍ବାରୀ ଓ ବିଜୟ...

ରମଣ ସିଂ ଡାକ୍ତରଖାନାରେ ଭର୍ତ୍ତି

ରାୟପୁର, ୨୪।୭: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ରମଣ ସିଂଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗୁରୁଗ୍ରାମର ଏକ...

୩ ଦିନ ଡେରିରେ ପଶ୍ଚିମବଙ୍ଗ ନଦିଆ ଜିଲାରେ ପାଳିତ ହେଲା ସ୍ବାଧୀନତା ଦିବସ

କୋଲକତା,୧୮।୮: ଭାରତରେ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ପାଳିତ ହୋଇଥିବା ବେଳେ ୩ ଦିନ ଡେରିରେ ରବିବାର ପଶ୍ଚିମବଙ୍ଗ ନଦିଆ ଜିଲାରେ ସ୍ବାଧୀନତା ଦିବସ ପାଳିତ...

ପୁଲଓ୍ବାମା ଆକ୍ରମଣର ଯାଞ୍ଚ୍‌ ଉତ୍ତର ଦେଲେ କେନ୍ଦ୍ର ସରକାର: ଜୈଶ୍‌ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଯାଞ୍ଚ୍‌ ସମ୍ପର୍କିତ ଉତ୍ତର କେନ୍ଦ୍ର ସରକାର ଲୋକ ସଭାରେ ଉପସ୍ଥାପନ କରିଛନ୍ତି। ମନୀଶ୍‌...

ପଞ୍ଚାୟତ ନିର୍ବାଚନକୁ ବାଲଟ ପେପରରେ କରିବାକୁ ଅନୁରୋଧ କଲେ ମମତା

କୋଲକତା,୨୧।୭: ଆସନ୍ତା ପଞ୍ଚାୟତ ଓ ମ୍ୟୁନିସପାଲ ନିର୍ବାଚନକୁ ବାଲଟ ପେପର ମାଧ୍ୟମରେ କରିବାକୁ ନିର୍ବାଚନ କମିଶନଙ୍କୁ ଅନୋରାଧ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଗତ...

ବଦ୍ରିନାଥରୁ ଫେରୁଥିବା ତୀର୍ଥଯାତ୍ରୀଙ୍କ ବସ୍‌ ଉପରେ ଖସିଲା ପଥର ଖଣ୍ଡ

ଚାମୋଲି,୬।୮: ଉତ୍ତରାଖଣ୍ଡ ଚାମୋଲି ଜିଲାର ଲାମ୍ବାଗଡ଼ରେ ମଙ୍ଗଳବାର ସକାଳେ ଭୂସ୍ଖଳନ ହୋଇଛି। ଫଳରେ ପାହାଡ଼ରୁ ବଡ଼ ବଡ଼ ପଥର ଖଣ୍ଡମାନ ଖସି ରାସ୍ତାରେ ପଡ଼ିଥିଲା। ସେହି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *