ଭଣ୍ଡାରିପୋଖରୀରେ ୭୪ତମ ସ୍ବାଧୀନତା ଦିବସ

ଭଣ୍ଡାରିପୋଖରୀ,୧୫ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୭୪ ତମ ସ୍ବାଧୀନତା ଦିବସ କରୋନା ଯୋଗୁ ନିରାଡମ୍ବର ଭାବରେ ପାଳିତ ହୋଇଛି। ବ୍ଲକ ପରିସରରେ ଅଧ୍ୟକ୍ଷା ମଞ୍ଜୁଶ୍ରୀ ବେହେରା, ବିଡିଓ ବିଜୟ କୁମାର ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ତହସିଲରେ ତହସିଲଦାର ମୃତ୍ୟୁଞ୍ଜୟ ଭୂୟାଁ, ବିଇଓ କାର୍ଯ୍ୟାଳୟରେ ବିଇଓ ଦୀପକ କୁମାର ପାଢ଼ୀ, ଥାନାରେ ଥାନାଧିକାରୀ ସନାତନ ସାହୁ, ଶାରଦା ବିଦ୍ୟାମନ୍ଦିରରେ ଶରତ ଚନ୍ଦ୍ର ମହାପାତ୍ର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଡା. କମଳାକାନ୍ତ ସ୍ବାଇଁ, ବ୍ଲକ ଛକ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ଓ ବିଜେଡି ପାର୍ଟି କାର୍ଯ୍ୟାଳୟଠାରେ ବରିଷ୍ଠ ନେତା ହାଡ଼ିବନ୍ଧୁ ସେନାପତି, ବାଲିପୋଖରୀ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ରଞ୍ଜୁଲତା ସେଠୀ, ମାଲଦାରେ ରୀତାଞ୍ଜଳି ସାମଲ, ରହଣିଆରେ ଅଲିଭା ନାୟକ, ଦକ୍ଷିଣବାଡ଼ରେ ବିଜୟ ଶଙ୍କର ମହାନ୍ତି, ବୟାବନାପୁରରେ ପ୍ରଶାନ୍ତ କୁମାର ସାହୁ, ନିର୍ଗୁଣ୍ଡିରେ ନମିତା ପାତ୍ର, ଜଳମଣ୍ଡୁଆରେ ଜଗବନ୍ଧୁ ଦାସ,ସରସଦାରେ ମଣି କାଞ୍ଚନ ସେନାପତି, ରଣଜିତରେ ସରପଞ୍ଚ ମନୋଜ ନାୟକ, କଂଗ୍ରେସ କାର୍ଯ୍ୟାଳୟ ରାଜୀବ ଭବନଠାରେ ବ୍ଲକ କଂଗ୍ରେସ ସଭାପତି ରଜନୀକାନ୍ତ ଚନ୍ଦଙ୍କ ସଭାପତିତ୍ୱରେ କଂଗ୍ରେସ ଭଣ୍ଡାରିପୋଖରୀ ନିିର୍ବାଚନମଣ୍ଡଳୀ ନେତା ସୁବ୍ରତ ଦାସ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାମାଜିକକର୍ମୀ ଗୋଲକ ବେହେରା, ନଟବର ରାଉଳ, ଶ୍ୟାମସୁନ୍ଦର ମହାପାତ୍ର, ରବୀନ୍ଦ୍ର ରାୟ, ନିଗମାନନ୍ଦ ଜେନା, ମନୋଜ ମହାନ୍ତି, ଅକ୍ଷୟ ସ୍ବାଇଁ, ଧନେଶ୍ୱର ନାୟକ, କ୍ଷୀରୋଦ ବେହେରା ପ୍ରମୁଖ ଉପସ୍ଥିତ ରହି ପତାକା ଉତ୍ତୋଲନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri