ନବରଙ୍ଗପୁରରେ ୭୪ତମ ସାଧାରଣତନ୍ତ୍ର ଦିବସ

ନବରଙ୍ଗପୁର ଅଫିସ,୨୬ା୧(ବି.ପ୍ର.): ନବରଙ୍ଗପୁରଠାରେ ଜିଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥଭାବେ ଯୋଗ ଦେଇ ନବରଙ୍ଗପୁର ଜିଲାପାଳ କମଳ ଲୋଚନ ମିଶ୍ର ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ପୋଲିସ ବାହିନୀ ସହିତ ବିଭିନ୍ନ ଶିକ୍ଷାନୁଷ୍ଠାନର ୧୭ଟି ସଂଗଠନ ପକ୍ଷରୁ ପରେଡରେ ଅଂଶଗ୍ରହଣ କରିଥିଲେ। ଏଥିସହ ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନର ସ୍ମୃତିଚାରଣ କରି ସାଧାରଣତନ୍ତ୍ର ଦିବସର ମହତ୍ତ୍ୱ ସହ ଭାରତୀୟ ସ୍ବାଧୀନତା
ସଂଗ୍ରାମରେ ନବରଙ୍ଗପୁର ଜିଲାର ଭୂମିକା ସମ୍ବନ୍ଧରେ ସୂଚନା ଦେଇଥିଲେ। ବିଭିନ୍ନ ସ୍କୁଲ ଓ ଅନୁଷ୍ଠାନର ଛାତ୍ରୀଛାତ୍ରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହାସହ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri