ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର ମତଦାତାଙ୍କ ଲମ୍ବା ଧାଡ଼ି ରହିଥିଲା।
ମିଳିଥିବା ସୂଚନା ଅନୁଯାୟୀ, ଏଥର ଜିଲାରେ ୭୫.୯୭ ପ୍ରତିଶତ ମତଦାନ ହୋଇଛି। ଜିଲାର ଭଟଲି ବିଧାନସଭା ର୍ନିବାଚନ ମଣ୍ଡଳୀରେ ସର୍ବାଧିକ ୭୯.୨୩ ପ୍ରତିଶତ ଏବଂ ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସର୍ବନିମ୍ନ ୭୪ ପ୍ରତିଶତ ମତଦାନ ହୋଇଛି।ସେହିପରି ପଦ୍ମପୁରରେ ୭୫.୧୨, ବିଜେପୁରରେ ୭୭.୨୦ ଏବଂ ବରଗଡ ବିଧାନସଭା ନିର୍ବାଚନ ମଣ୍ଡଳୀରେ ୭୪.୨୦ ପ୍ରତିଶତ ମତଦାନ ହୋଇଥିଲା ଜଣାପଡ଼ିଛି। ମତଦାନ ସରିବା ପରେ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀଙ୍କ ଅଙ୍କକଷା ଆରମ୍ଭ ହୋଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri