Posted inଜାତୀୟ

ବିମାନର ଜରୁରୀ ଅବତରଣ ପରେ ୭୫ କି.ମି. କାରରେ ଗଲେ ଶିବରାଜ

ଭୋପାଳ,୧୬।୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମନାଓ୍ବରରୁ ଧର ଯାଉଥିବାବେଳେ ଯାନ୍ତ୍ରୀକ ତ୍ରୁଟି ଯୋଗୁ ହେଲିକପ୍ଟରକୁ ଜରୁରୀ ଅବତରଣ କରାଯାଇଥିବା ସୂଚନା ମିଳିଛି।

ହେଲିକପ୍ଟରଟି ମନାଓ୍ବରରୁ ଉଡ଼ାଣ ଭରିବାର କିଛି ସମୟ ପରେ ହେଲିକପ୍ଟରେ ତ୍ରୁଟି ଥିବା ପାଇଲଟ ଜାଣିବାକୁ ପାଇଥିଲେ। ଏହାପରେ ହେଲିକପ୍ଟରକୁ ପୁଣିଥରେ ମନାଓ୍ବର ଫେରାଇ ନେଇଥିଲେ। ଦଳୀୟ ରାଲିକୁ ସମ୍ବୋଧନ କରିବା ସକାଶେ ଶିବରାଜ କାର୍‌ ଯୋଗେ ମନାଓ୍ବରରୁ ୭୫ କି.ମି. ଦୂର ଧର ଯାଇଥିବା ସ୍ଥାନୀୟ ଏସ୍‌ଡିଓପି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ଅଧ୍ୟକ୍ଷ ଚୟନ ପ୍ରକ୍ରିୟାରେ ଭାଗ ନେଲେ ନାହିଁ ସୋନିଆ, ରାହୁଲ

ନୂଆଦିଲ୍ଲୀ,୧୦।୮: କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକରେ ଶନିବାର ଅଧ୍ୟକ୍ଷ ପଦକୁ ନେଇ କିଛି ସମାଧାନ ଆସିବ ବୋଲି ଅନୁମାନ କରାଯାଉଥିଲା। ହେଲେ ବୈଠକରେ ଯୋଗ ଦେବା...

ଅନୀଲ ଦେଶମୁଖଙ୍କ ଇସ୍ତଫା

ମୁମ୍ବାଇ,୫।୪: ଶହେ କୋଟି ଟଙ୍କାର ବଟି ଆଦାୟ ମାମଲାରେ ହାଇକୋର୍ଟ ସିବିଆଇ ଯାଞ୍ଚ୍‌ ନିର୍ଦ୍ଦେଶ ଦେବା ପରେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ ଇସ୍ତଫା ପ୍ରଦାନ...

ଲକ୍‌ ଡାଉନ୍‌ରେ ରାଜସ୍ଥାନ ଶୂନଶାନ୍‌: ଜୟପୁର ସହରରେ ପଶିଲେ ହରିଣ ପଲ

ଜୟପୁର,୨୮।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଛି। ଏପରି ସ୍ଥଳେ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଜାରି କରାଯାଇଛି। ଫଳରେ ସମଗ୍ର...

ନିଆଁ ଲାଗିବା ପରେ ଫାଟିଲା ସିଲିଣ୍ଡର, ୪ ମୃତ

ଶ୍ରୀନଗର,୧୫।୩: ଜମ୍ମୁରେ ସୋମବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି।...

ଟୁଇଟର ବିରୋଧରେ ଚାଇଲ୍ଡ ପର୍ନୋଗ୍ରାଫି ମାମଲା

ନୂଆଦିଲ୍ଲୀ,୨୯।୬: ଟୁଇଟର ପିଛା ଛାଡ଼ିବାକୁ ନା ଧରୁନି ବିବାଦ। ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ ବିରୋଧରେ ଦିଲ୍ଲୀରେ ଚାଇଲ୍ଡ ପର୍ନୋଗ୍ରାଫି ମାମଲା ଦାୟର ହୋଇଛି। ୟୁଜର୍ସଙ୍କ...

ମୃତଦେହକୁ ଦ୍ୱିତୀୟ ଡୋଜ୍‌

ଅନନ୍ତପୁର(ଆନ୍ଧ୍ରପ୍ରଦେଶ),୧୪।୯: ଆନ୍ଧ୍ରପ୍ରଦେଶର ଅନନ୍ତପୁର ଜିଲାରେ ଜଣେ ମୃତ ବ୍ୟକ୍ତିଙ୍କୁ କୋଭିଡ-୧୯ର ଦ୍ୱିତୀୟ ଡୋଜ୍‌ ଟିକା ଦିଆଯାଇଛି। ଏନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକଙ୍କ ପୁଅ...

ହଷ୍ଟେଲରୁ ଖାଦ୍ୟ ଚୋରି: ଛାତ୍ରଙ୍କୁ ୨୦ ହଜାର ଜରିମାନା

ଲକ୍ଷ୍ନୌ : ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ଘଟିଛି ଅଜବ ଘଟଣା। ଭୋକରେ ଥିବା ଜଣେ ଛାତ୍ର ହଷ୍ଟେଲରୁ ଖାଦ୍ୟ ଚୋରିକରି ଖାଇବାରୁ ତାଙ୍କୁ ୨୦ ହଜାର ଟଙ୍କା...

କରୋନା ପାଇଁ କେବଳ ପାରାସିଟାମଲ: ଜଗନ ମୋହନ

ଅମରାବତି,୧୬।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଏସ୍‌ ଜଗନ ମୋହନ ରେଡ୍ଡୀ ଏହାକୁ ନେଇ ଭୟଭୀତ...

Advertisement
Archives

Model This Week