Posted inଜାତୀୟ

ଏଥର ଅନ୍ତର୍ଜାତୀୟ ଯୋଗ ଦିବସ ହେବ ଭିନ୍ନ, ମୋଦିଙ୍କ ୭୫ ମନ୍ତ୍ରୀ ୭୫ ଐତିହାସିକ ସ୍ଥାନରେ କରିବେ ଯୋଗ

ନୂଆଦିଲ୍ଲୀ,୧୩ ।୬: ଚଳିତ ବର୍ଷ ହେବାକୁ ଯାଉଥିବା ଅନ୍ତର୍ଜାତୀୟ ଯୋଗ ଦିବସ ଟିକେ ଭିନ୍ନ ଧରଣର ହେବ ବୋଲି ଜଣାପଡିଛି । ଚଳିତ ବର୍ଷ ମୋଦି ସରକାରଙ୍କ ୭୫ ଜଣ ମନ୍ତ୍ରୀ ଦେଶର ଭିନ୍ନ ଭିନ୍ନ ୭୫ଟି ଐତିହାସିକ ସ୍ଥାନରେ ଯୋଗ କରୁଥିବା ଦେଖିବାକୁ ମିଳିବ । ଜୁନ ୨୧ରେ ପାଳନ ହେବାକୁ ଯାଉଥିବା ଏହି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି କର୍ନାଟକର ମୈସୁର ପ୍ୟାଲେସରେ ଯୋଗ କରିବେ । ସେହିପରି ତାଙ୍କ କ୍ୟାବିନେଟର ୭୫ ଜଣ ମନ୍ତ୍ରୀ ଦେଶର ୭୫ଟି ଐତିହାସିକ ଓ ସାଂସ୍କୃତିକ ସ୍ଥାନରେ ଯୋଗ କରିବାର ଯୋଜନା କରାଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ଚଳିତ ବର୍ଷ ସ୍ୱାଧିନତାର ୭୫ ବର୍ଷକୁ ସ୍ୱାଧିନତାର ଅମୃତ ମହୋତ୍ସବ ଭାବେ ପାଳନ କରାଯାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ମୋଦି ସରକାର ୭୫ଟି ଐତିହାସିକ ଓ ସାଂସ୍କୃତିକ ସ୍ଥାନରେ ଯୋଗ କରିବାକୁ ଚିହ୍ନଟ କରିଛନ୍ତି । ଏହାସହ ୭୫ ମନ୍ତ୍ରୀ ୭୫ଟି ସ୍ଥାନରେ ଯୋଗ କରିବାକୁ ସ୍ଥିର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରକୁ ଜୋତା ମାଡ, ଗିରଫ ହୋଇଥିବା ଯୁବକ ଯୋଗୀ ୟୁଥ ବ୍ରିଗେଡର ମେମ୍ବର

ଆଗ୍ରା,୩।୫: ଫତେହାବାଦର ସତୀ ମନ୍ଦିରରେ ଶୋଶିତ ସମାଜ ପାର୍ଟି ପ୍ରାର୍ଥୀ ହୋତମ ସିଂଙ୍କ ସମର୍ଥନ ସଭାରେ ପହଞ୍ଚିଥିବା ରାଷ୍ଟ୍ରୀୟ ଅଧ୍ୟକ୍ଷ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରେ...

କେବେ ପ୍ରାର୍ଥିପତ୍ର ଦାଖଲ କରିବେ ମୋଦି, ଏହା ପୂର୍ବରୁ ହେବ ରୋଡ ଶୋ’

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶର ବାରାଣାସୀ ଲୋକ ସଭା ଆସନରୁ ଏମପି। ଭାରତୀୟ ଜନତା ପାର୍ଟି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏଥର ବାରାଣାସୀରୁ ପ୍ରାର୍ଥୀ କରିଛନ୍ତି।...

ଓ୍ବାୟନାଡ, ରାଏବରେଲି ଦୁଇଟି ଆସନରେ ଜିତିଲେବି ଫସିଯିବେ ରାହୁଲ! ଏନି ରାଜା କହିଲେ ଏହା ଅନ୍ୟାୟ ହେବ

ନୂଆଦିଲ୍ଲୀ,୩।୫: ଅନେକ ଦିନ ଅପେକ୍ଷା କରିବା ପରେ କଂଗ୍ରେସ ରାହୁଲ ଗାନ୍ଧୀଙ୍କୁ ରାଏବରେଲିରୁ ପ୍ରାର୍ଥୀ କରିଛି। ଗାନ୍ଧୀ ପରିବାରର ପାରମ୍ପାରିକ ଆସନ ହୋଇଥିବାରୁ ରାହୁଲଙ୍କୁ ଏହି...

ପ୍ରଧାନମନ୍ତ୍ରୀ ମୋଦି ବି ତ ପଳାୟନ କରିଛନ୍ତି: ଜବାବ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୩।୫:ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଏବରେଲିରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି, ଯାହାକି ୨୦୨୪ ଲୋକ ସଭା ନିର୍ବାଚନର ସବୁଠାରୁ ହଟ...

‘ନିର୍ବାଚନକୁ ଦୃଷ୍ଟିରେ ରଖି ଜାମିନ ବିଚାର କରାଯାଇପାରେ’, କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୩।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ ଇଡିଙ୍କୁ କହିଛନ୍ତି ଯେ ନିର୍ବାଚନ କାରଣରୁ ଅରବିନ୍ଦ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ...

ପୁଅ କରଣଙ୍କ ନାମାଙ୍କନ ସମୟରେ ନଜର ଆସିଲେ ନାହିଁ ବ୍ରିଜ ଭୁଷଣ

ନୂଆଦିଲ୍ଲୀ,୩।୫: ନିକଟରେ ଭାଜପା କରଣ ଭୂଷଣ ସିଂଙ୍କୁ କେସିଆରଗଞ୍ଜ ଆସନରୁ ପ୍ରାର୍ଥୀ କରିଥିଲା। ଏବେ କରଣ ଭୂଷଣ ସିଂ ଶୁକ୍ରବାର ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାହୁଲ ଗାନ୍ଧୀଙ୍କୁ ଆମେ ହରାଇ ପାରିବୁ ନାହିଁ ସେ ନିଶ୍ଚିତ ଜିତିବେ, କାହିଁକି ଏମିତି କହିଲେ ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୩।୫: ବର୍ତ୍ତମାନ ପାକିସ୍ତାନ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରବେଶ କରିଛି। ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା...

ଦେବଗୌଡାଙ୍କ ପୁଅଙ୍କ ଉପରେ ଆସିଲା ଆଉ ଏକ ସଙ୍ଗୀନ ଅଭିଯୋଗ

ନୂଆଦିଲ୍ଲୀ,୩।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି ଦେବଗୌଡାଙ୍କ ନାତି ଉଜ୍ଜ୍ୱଳ ରେଭାନ୍ନାଙ୍କ ବରୋଧରେ ବଳାତ୍କାର ଅଭିଯୋଗ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri