ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି  । ଏଭଳି ଅଭିଯୋଗ ଆସିଛି ଗଜପତି ଜିଲା ମୋହନା ବ୍ଲକ ମାଣିକପୁର ଗ୍ରାମ ପଞ୍ଚାୟତ ଗୁବୁରୀଗୁଡା ଗ୍ରାମର ବଟ ସାହିରୁ

ଗ୍ରାମର ସଞ୍ଜୟ ରଇତଙ୍କ ୭ବର୍ଷର ଭିନ୍ନକ୍ଷମ ଝିଅ ଭାଗ୍ୟଲକ୍ଷୀ ରଇତ । ଏହି ଝିଅ ଜନ୍ମରୁ ହିଁ ମୁକ ଏବଂ ବଧିର । କେବଳ ଠାର ଦ୍ବାରା ବୁଝି ସବୁ କାମ କରୁଛନ୍ତି । ଚିକିତ୍ସା ପାଇଁ ଅନେକ ଖର୍ଚ୍ଚ ହୋଇଥିଲେ ମଧ୍ୟ ଭଲ ହୋଇପାରିନଥିଲା । ଏହାପରେ ତାଙ୍କ ମା’ ବ୍ଲକ ପ୍ରଶାସନକୁ ଭତ୍ତା ଦେବା ପାଇଁ ଅନୁରୋଧ କରିଛନ୍ତି । ସେପଟେ ଝିଅଟି ମୁକ ବଧିର ହେଲେ ମଧ୍ୟ ମା’ ବାପା ଝିଅଟିକୁ ନିକଟସ୍ଥ ଗୁବୁରୀଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପାଠ ପଢିବା ପାଇଁ ଛାଡିଛନ୍ତି ।

ହେଲେ ବିଦ୍ୟାଳୟର ଶିକ୍ଷକ କହିଛନ୍ତି ଏହି ଝିଅଟି ପ୍ରତିଦିନ ବିଦ୍ୟାଳୟକୁ ଆସୁଛି । ସବୁ ପିଲା ସହ ମିଶୁଛି ଖେଳୁଛି କିନ୍ତୁ ପାଠ ପଢ଼ାଇବା ସମୟରେ ଏହି ଝିଅ ପାଇଁ ଟିକେ ଅସୁବିଧା ହେଉଥିବା କହିଛନ୍ତି । ଯେହେତୁ ସେ ଶୁଣି ପାରୁନି କି କହି ପାରୁନି । ଏଣୁ ଏହି ବିଷୟରେ ତାଙ୍କ ଅଭିଭାବକକୁ ଆମେ ଜଣାଇଛୁ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri