ରେକର୍ଡ କଲେ ଦିଲ୍ଲୀର କିଶୋର: ୨୦ ଦିନରେ ଦିଆଗଲାଣି ୭୫ ପ୍ରତିଶତ ଟିକା

ନୂଆଦିଲ୍ଲୀ,୨୫ ।୧: କରୋନା ଟିକାକରଣକୁ ନେଇ ଦିଲ୍ଲୀର କିଶୋରମାନେ ରେକର୍ଡ କରିଛନ୍ତି । ପ୍ରାୟ ୨୦ ଦିନ ମଧ୍ୟରେ ୭୫ ପ୍ରତିଶତ କିଶୋର କରୋନା ଭ୍ୟାକ୍ସିନର ପ୍ରଥମ ଡୋଜ ନେଇ ସାରିଲେଣି । ଏବେ ଦିଲ୍ଲୀରେ ଟିକାକରଣକୁ ୩୭୨ ଦିନ ପୂରଣ ହୋଇଛି । ହେଲେ ଭ୍ୟାକ୍ସିନ ନେବାକୁ ସବୁଠାରୁ ଅଧିକ ଆଗ୍ରହ ପ୍ରକାଶ କରିଛନ୍ତି କିଶୋର । ଏମିତିକି ୩ରୁ ୨୩ ଜାନୁୟାରୀ ମଧ୍ୟରେ ରାଜଧାନୀ ଦିଲ୍ଲୀରେ ୭ ଲକ୍ଷରୁ ଅଧିକ କିଶୋର କରୋନା ଟିକାର ପ୍ରଥମ ଡୋଜ ନେଇ ସାରିଲେଣି । ଆସନ୍ତା ସପ୍ତାହରୁ ଏମାନଙ୍କ ପାଇଁ ଦ୍ୱିତୀୟ ଡୋଜ ମିଳିଯିବ ବୋଲି କୁହାଯାଉଛି । ଏହାପରେ କିଶୋରମାନଙ୍କ ଟିକାକରଣ ସମ୍ପୂର୍ଣ୍ଣ ହେବ । ଏପଟେ କିନ୍ତୁ ବୁଷ୍ଟର ଡୋଜ ନେବାରେ ଦିଲ୍ଲୀ ପଛରେ ପଡିଯାଇଛି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ତନାଗରେ ଏନ୍‌କାଉଣ୍ଟର୍‌: ୩ ଲଶ୍କର ଆତଙ୍କବାଦୀ ନିହତ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ଆତଙ୍କବାଦୀମାନେ ଲଶ୍କର-ଇ-ତୋଇବା ସଂଗଠନ...

ବୁଥ୍‌ ବାହାରେ କଂଗ୍ରେସ ପ୍ରାର୍ଥୀଙ୍କ ଦାଦାଗିରି

ରାଞ୍ଚି,୩୦।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟର ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଏଠାରେ ୧୩ଟି ଆସନ ପାଇଁ ପ୍ରାୟ ୪,୮୯୨ଟି କେନ୍ଦ୍ରରେ ମତଦାନ ଚାଲିଛି।...

ଉଦ୍ଧବଙ୍କ ଚେତାବନୀ

ମୁମ୍ବାଇ,୨୬।୭: ରାଜସ୍ଥାନ ରାଜନୀତିରେ ଯେଉଁ ସଙ୍କଟ ଦେଖାଦେଇଛି ପୂର୍ବରୁ ଏହା ମହାରାଷ୍ଟ୍ରରେ ମଧ୍ୟ ଦେଖାଦେଇଥିଲା। ଏବେ ରାଜସ୍ଥାନର ସ୍ଥିତିକୁ ଦେଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ...

କ୍ୟାବିନେଟ ବୈଠକ ବାତିଲ

ନୂଆଦିଲ୍ଲୀ,୬।୭: କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ତାଙ୍କ ବାସଭବନରେ ଏକ ବୈଠକ ହେବାର ଥିଲା। ହେଲେ...

ସାମାଜିକ ଆର୍ଥିକ ପରିବର୍ତ୍ତନ ନ୍ୟାୟ ସଙ୍ଗତ-ତର୍କପୂର୍ଣ୍ଣ ହେବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ, ୨୨।୨: ଦେଶର ବିକାଶ ପାଇଁ ଜାରି ରହିଥିବା ସାମାଜିକ ଆର୍ଥିକ ପରିବର୍ତ୍ତନ ନ୍ୟାୟ ସଙ୍ଗତଏବଂ ତର୍କପୂର୍ଣ୍ଣ ହେବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ରାହୁଲ-ରାଜ୍ୟପାଳ ବାକ୍‌ଯୁଦ୍ଧ

ନୂଆଦିଲ୍ଲୀ,୧୪ା୮: ଜମ୍ମୁ-କଶ୍ମୀର ଗସ୍ତ କରିବାକୁ ଚାହୁଁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ବାକ୍‌ଯୁଦ୍ଧ ଜୋରଧରିବାରେ ଲାଗିଛି। ଜମ୍ମୁ-କଶ୍ମୀରରେ ଲୋକେ ମରୁଥିବାବେଳେ...

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

୨୦୨୪ ଲୋକସଭା ନିର୍ବାଚନ ପର୍ଯ୍ୟନ୍ତ ଚାଲିବ ଚାଷୀ ଆନ୍ଦୋଳନ – କୃଷକ ନେତା

ନାଗପୁର,୧୭।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନ ୨୦୨୪ ମେ’ ପର୍ଯ୍ୟନ୍ତ ଜାରି ରହିବ। ଏଥି ନେଇ ସମ୍ପୂର୍ଣ୍ଣ ପ୍ରସ୍ତୁତ...

Advertisement
Archives

Model This Week