Posted inଫୁରସତ

ପେଟ ପୋଷିବା ପାଇଁ ୭୫ ବଷୀୟା ବୃଦ୍ଧା କରୁଛନ୍ତି ଏମିତି: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବୃଦ୍ଧ ବୟସରେ ଲୋକେ ଆଶାବାଡ଼ିର ସାହାରା ନେଇଥାନ୍ତି। ହେଲେ ଜଣେ ୭୫ ବର୍ଷୀୟା ବୃଦ୍ଧା ଆଶାବାଡି ସହ ଏମିତି ମାର୍ଶଲ ଆର୍ଟ କରି ଦେଖାଇଛନ୍ତି, ଯାହାକୁ ଦେଖିବା ପରେ ଲୋକେ ଆଶ୍ଚର୍ଯ୍ୟ ହେବା ସହ ତାଙ୍କ ପ୍ରଶଂସକ ପାଲଟିଲେଣି। ପେଟ ପୋଷିବା ପାଇଁ ଏହି ବୃଦ୍ଧା ରାସ୍ତା ଉପରେ ନିଜ କଳାର ପ୍ରଦର୍ଶନ କରୁଛନ୍ତି। କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ରେ ମଧ୍ୟ ସେ ଏପରି କରିବାକୁ ବାଧ୍ୟ ହେଉଛନ୍ତି। ବୋଧହୁଏ ଏହା ବ୍ୟତିତ ତାଙ୍କ ପାଖରେ ଅନ୍ୟ କୌଣସି ଉପାୟ ନାହିଁ। ତାଙ୍କର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ହତିନ୍ଦର ସିଂହ ନାମକ ଜଣେ ବ୍ୟକ୍ତି ଏହି ଭିଡିଓକୁ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପସନ୍‌ ଲେଖିଛନ୍ତି, ପୁଣେର ୭୫ ବର୍ଷୀୟା ବୃଦ୍ଧା, ନିଜର ପେଟ ପୋଷିବା ପାଇଁ ରାସ୍ତା ଉପରେ ମାର୍ଶଲ ଆର୍ଟ କରୁଛନ୍ତି। ତାଙ୍କ ବିଷୟରେ ଯଦି କେହି କିଛି ଜାଣିଛନ୍ତି ଦୟାକରି ସମ୍ପର୍କ କରନ୍ତୁ ବୋଲି ସେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜବ କୁସ୍ତି ପ୍ରତିଯୋଗିତା

ଚାଇନାର ଚୋଙ୍ଗକିଙ୍ଗ ସହରରେ ଅନୁଷ୍ଠିତ ହେଉଥିବା କୁସ୍ତି ପ୍ରତିଯୋଗିତା ବିଷୟରେ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଆନ୍ତି। କାରଣ କୁସ୍ତି ସାଧାରଣତଃ ଦୁଇ ଯୋଦ୍ଧାଙ୍କ...

ଝରଣାର ଗନ୍ତାଘର ଅଥିରାପ୍ପିଲ୍ଲୀ

କେରଳର ତ୍ରିଶୂର ଜିଲାରେ ଥିବା ଅଥିରାପ୍ପିଲ୍ଲୀରେ ଅନେକ ପାହାଡ଼, ଝରଣା ଆଦି ଦେଖିବାକୁ ମିଳିଥାଏ। ସେଥିପାଇଁ ଏହାକୁ କେହି କେହି ଝରଣାର ଗନ୍ତାଘର ବୋଲି ମଧ୍ୟ...

କୁକୁର ବାହାଘର, ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୨୨।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ କୁକୁର ବାହାଘର କରାଯାଉଛି। ଗୋଟିଏ କୁକୁର କନିଆ ବେଶ ହୋଇ ବସିଥିବାବେଳେ...

ନିଲାମ ହେବ ଆଇନ୍‌ଷ୍ଟାଇନଙ୍କ ପିଲାଦିନର ଖେଳନା

ନ୍ୟୁୟର୍କ: ଆର୍ଲବଟ ଆଇନ୍‌ଷ୍ଟାଇନଙ୍କ ପିଲାଦିନର ପ୍ରିୟ ଖେଳନା ମୋଜାଇକ୍‌ ପର୍ଲ ଗେମ୍‌ ଆସନ୍ତା ମାସରେ ନିଲାମ ହେବ। ଏହା ୬୦ ହଜାର ଡଲାର ଅର୍ଥାତ୍‌ ଭାରତୀୟ...

ଲକ୍‌ଡାଉନ: ଅନ୍‌ଲାଇନ ବିବାହରେ ସାମିଲ ହେଲେ ୨ଶହ ଅତିଥି

ଟେକ୍ସାସ,୧୪।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଏକ ପ୍ରକାର ଲକ୍‌ଡାଉନ୍‌ ହୋଇ ଯାଇଛି କହିଲେ ଚଳେ। ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ସଂକ୍ରମଣ...

ଗାଁ ଚାରିପାଖରେ ପାଣି, ହେଲେ ବିଶୁଦ୍ଧ ପାଣି ଟୋପେ ସାତସପନ…

ପ୍ରକୃତିର ଅମୂଲ୍ୟ ସମ୍ପଦ ଜଳ। କିନ୍ତୁ ଦିନକୁଦିନ କମି କମି ଚାଲିଛି ଭୂ-ତଳ ଜଳସ୍ତର। ବଢ଼ି ବଢ଼ି ଚାଲିଛି ପାନୀୟ ଜଳର ସଙ୍କଟ। ହେଲେ ମେଣ୍ଟିପାରୁନି...

ଆପଣ ଭୁଲିଯାଉଛନ୍ତି, ହେଲେ ଫିଟ୍‌ ରହିବାକୁ ବାଘ କରୁଛି ପୁଷ୍‌ଅପ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ବିଶ୍ୱର ମହଙ୍ଗା ସ୍କୁଲ, ଫି’ ଜାଣିଲେ ଉଡ଼ିଯିବ ହୋସ୍‌

ଆଜିର ସମୟରେ ପିଲାମାନଙ୍କୁ ଭଲ ଶିକ୍ଷାନୁଷ୍ଠାନରେ ପଢ଼ାଇବା ଏତେ ସହଜ ନୁହେଁ। କାରଣ ସେମାନଙ୍କ ବିଦ୍ୟାଳୟର ଫି’ ଏତେ ଅଧିକ ଯେ ଅଭିଭାବକଙ୍କୁ ଅନେକଥର ଚିନ୍ତା...

Advertisement
Archives

Model This Week