Posted inUncategorized

ପିଲାଙ୍କ ଭଳି ନାଚିଲେ ୭୫ ବର୍ଷୀୟ ସୁନୀଲ ଗାଭାସ୍କର:ଭିଡିଓ ଦେଖିଲେ ମୁଣ୍ଡରେ ଦେବେ ହାତ

ଦୁବାଇ,୧୦।୩: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ତୃତୀୟ ଥର ଆଇସିସି ଟାଇଟଲ ଜିତିବା ପରେ ଦୁବାଇ ଗ୍ରାଉଣ୍ଡରେ ଅଭିଜ୍ଞ କ୍ରିକେଟର ସୁନୀଲ ଗାଭାସ୍କର ଖୁସିରେ ପିଲାଙ୍କ ପରି ନାଚିଥିଲେ। ଭାରତ ନ୍ୟୁଜିଲାଣ୍ଡ ଦେଇଥିବା ୨୫୨ ରନର ଟାର୍ଗେଟକୁ ୬ ବଲ ବାକି ଥାଇ ହାସଲ କରି ୪ ଉଇକେଟରେ ଐତିହାସିକ ବିଜୟ ହାସଲ କରିଛି। ଗାଭାସ୍କରଙ୍କ ନୃତ୍ୟର ଭିଡିଓ ଭାଇରାଲ ହେଉଛି।

ସୁନୀଲ ଗାଭାସ୍କର ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ କମେଣ୍ଟ୍ରି ପ୍ୟାନେଲର ଅଂଶ ଥିଲେ। ଭାରତ ଫାଇନାଲ ଜିତିବା ପରେ ସେ ନିଜ ଖୁସିକୁ ନିୟନ୍ତ୍ରଣ କରିପାରି ନ ଥିଲେ। ରୋହିତ ଶର୍ମା, ବିରାଟ କୋହଲି ଏବଂ ଦଳ ଟ୍ରଫି ସହିତ ଉତ୍ସବ ପାଳନ କରୁଥିଲେ ଏବଂ ସେମାନଙ୍କ ଆଗରେ ସୁନୀଲ ଗାଭାସ୍କର ପିଲାଙ୍କ ଭଳି ନାଚିବା ଆରମ୍ଭ କଲେ। ଏହି ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଗାଭାସ୍କର ତାଙ୍କର ସ୍ପଷ୍ଟବାଦୀତା ପାଇଁ ଜଣାଶୁଣା। ସେ ବଡ଼ କ୍ରିକେଟରଙ୍କ ଦୁର୍ବଳତା ବିଷୟରେ ଆଲୋଚନା କରିବାକୁ ଭୟ କରନ୍ତି ନାହିଁ, ସେ ଖୋଲାଖୋଲି ସମାଲୋଚନା ମଧ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

India and Pakistan war: ପାକିସ୍ତାନ ପରମାଣୁ ଆଟାକ୍‌ କଲେ, ଓଡ଼ିଶା ଉପରେ ପଡିବ କି ବିପଦ? ବଡ଼ ଆକଳନ…

ନୂଆଦିଲ୍ଲୀ,୩୦।୪:ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧର ଆଶଙ୍କା ମଧ୍ୟରେ ଏକ ସାଂଘାତିକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟରେ କୁହାଯାଇଛି ଯେ ଯଦି ଭାରତ ପାକିସ୍ତାନ ଉପରେ...

ମା’ଦରିଆ ରାମଚଣ୍ଡୀଙ୍କ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି

କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀଙ୍କ ଝାମୁଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଝାମୁଯାତ୍ରାରେ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି। ହୁଣ୍ଡି ଦାନବାକ୍ସ ମହାକାଳପଡ଼ା,...

ଛାତ୍ରୀଛାତ୍ରଙ୍କ ଅଜାଣତରେ ଶିକ୍ଷା ଋଣ ଅଭିଯୋଗ

ଭବାନୀପାଟଣା,୩୦୪(ଉତ୍ତମ କୁମାର ଦାଶ): ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ସରକାର ଆର୍ଥିକ ସହାୟତା ଦେଉଛନ୍ତି। ଏହାଦ୍ବାରା ସେମାନେ ପାଠପଢ଼ା ପ୍ରତି...

ଗଞ୍ଜାମ ହେବ ଯକ୍ଷ୍ମାରୋଗୀ ମୁକ୍ତ, ଅନ୍ୟ ଜିଲା ପାଇଁ ପାଲଟିବ ଉଦାହରଣ

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଯକ୍ଷ୍ମା ରୋଗ ଏକ ସଂକ୍ରମଣ ରୋଗ। ଏହା ଜଣକଠାରୁ ଅନ୍ୟ ଜଣକୁ ବ୍ୟାପିଥାଏ। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମିଲେ ମୁଖ୍ୟତଃ ଏହି...

Gold prices drop Today: ଅକ୍ଷୟ ତୃତୀୟାରେ କମିଗଲା ସୁନା ଦର! ଜାଣନ୍ତୁ ମେକିଂ ଚାର୍ଜ ଓ GST ମିଶାଇ ଦେବାକୁ ପଡିବ କେତେ ଟଙ୍କା?

ଭୁବନେଶ୍ୱର, ୩୦।୪: ଅକ୍ଷୟ ତୃତୀୟା ଅବସରରେ ଭାରତରେ ସୁନାର ଦରରେ ସାମାନ୍ୟ ହ୍ରାସ ଦେଖାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନାର ମୂଲ୍ୟ ପ୍ରାୟ...

ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ହଳିଆ ଗୀତରେ ପ୍ରକମ୍ପିତ ହେଲା କ୍ଷେତ

ପୁରୁଷୋତ୍ତମପୁର,୩୦ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ବପ୍ନେଶ୍ବର କୃଷକ ସଂଘ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିବା ବେଳେ ଚଷା ପୁଅର...

ଆଖିମୁଠି ଅନୁକୂଳ କଲେ କଂଗ୍ରେସ ଜିଲା ସଭାପତି

କେନ୍ଦୁଝର,୩୦।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କୃଷି ଓ କୃଷକର ମହାନ ପର୍ବ ଅକ୍ଷୟ ତୃତୀୟା ସାରା ଦେଶରେ ମହା ଆଡମ୍ବର ସହକାରେ ଚାଷୀମାନେ ପାଳନ କରୁଛନ୍ତି। କେନ୍ଦୁଝର...

ଏହି ମୁସ୍‌ଲିମ ଦେଶରେ ଛାଡ଼ପତ୍ର ପରେ ଖୁସି ମନାନ୍ତି ମହିଳା, ରହିଛି ନିଜସ୍ବ ବଜାର

ବିଶ୍ୱରେ ଏପରି ଅନେକ ଦେଶ ଅଛି, ଯେଉଁଠାରେ ଘଟୁଥିବା ଅନନ୍ୟ ଘଟଣା ପାଇଁ ଜଣାଶୁଣା। ଏପରି କିଛି କଥା ଏହି ଦେଶ ବିଷୟରେ ଜାଣି ଲୋକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri