୭୫ ବର୍ଷ ବୟସ୍କ ବୃଦ୍ଧ କଲେ ଏପରି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲୁଧିଆନା,୧୫।୮: ପଞ୍ଜାବରେ ନିଶାର ମାୟା ଜାଲରେ ଯୁବଗୋଷ୍ଠୀ ପଡ଼ିଛନ୍ତି। ଦିନକୁ ଦିନ ଏଠାରେ ଡ୍ରଗ୍ସ୍‌ ଚୋରା କାରବାର ବଢ଼ିବା ସହିତ ନାନା ପ୍ରକାର ଅପରାଧ ବୃଦ୍ଧି ପାଉଛି। ଏନେଇ ସଚେତନତା ସୃଷ୍ଟି କରିବା ଲାଗି ୭୫ ବର୍ଷ ବୟସ୍କ ବୃଦ୍ଧ ନିହାଙ୍ଗ୍‌ ସିଂ ଏକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ସେ ୧୦ ଟନ୍‌ ଓଜନର ଏକ ଟ୍ରକ୍‌କୁ କାନ୍ଧରେ ଦଉଡ଼ି ଲଗାଇ ଟାଣିଛନ୍ତି। ସେ ସାକ୍ଷାତ୍‌କାରରେ କହିଛନ୍ତି ଯେ, ମୁଁ ଯଦି ଏତେ ବୟସରେ ଟ୍ରକ୍‌ ଟାଣିପାରୁଛି , ତେବେ ଯୁବଗୋଷ୍ଠୀ କାହିଁକି ଡ୍ରଗ୍ସ୍‌ଠାରୁ ଦୂରେଇ ରହିପାରିବେ ନାହିଁ। ଇଛାଶକ୍ତି ଥିଲେ ସବୁ ସମ୍ଭବ ହେବ ବୋଲି ନିହାଙ୍ଗ କହିଛନ୍ତି। ଡ୍ରଗ୍ସ୍‌ କବଳରୁ ମୁକ୍ତି ପାଇବା ଲାଗି ଯୁବଗୋଷ୍ଠୀ ଦୃଢ଼ ସଂକଳ୍ପ ନେଇ କାର୍ଯ୍ୟ କରିବା ଆବଶ୍ୟକ। ଡ୍ରଗ୍ସ୍‌ ଦ୍ୱାରା ସେମାନଙ୍କର ଶରୀରର କ୍ଷତି ହେବା ସହିତ ତାଙ୍କ ପରିବାର, ରାଜ୍ୟ ତଥା ଦେଶର ମଧ୍ୟ କ୍ଷତି ହେଉଥିବା ନିହାଙ୍ଗ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୦ ବର୍ଷରେ ଜଣେ ଲେଖିକାଙ୍କୁ ପ୍ରେମ କରି ବିବାହ କରିଥିଲେ ଏହି ମୁଖ୍ୟମନ୍ତ୍ରୀ

ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖମନ୍ତ୍ରୀ ଏନ୍‌ଟି ରାମାରାଓ ଜୀବନୀ ବେଶ୍‌ ରୋଚକ ଥିଲା। ୨୮ ୧୯୨୩ରେ ମାଡ୍ରାସରେ ଜନ୍ମଗ୍ରହଣ କରିଥିବା ଏନଟି ରାମା ରାଓ ୧୯୪୯ ମସିହାରେ...

ଜେଇଏମ୍‌ ଟାର୍ଗେଟରେ ମୁମ୍ବାଇ

ନୂଆଦିଲ୍ଲୀ,୮ା୮: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ମୁମ୍ବାଇକୁ ଟାର୍ଗେଟ କରିପାରେ ବୋଲି ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକ ସରକାରଙ୍କୁ ଜଣାଇଛନ୍ତି। ଏହା ବ୍ୟତୀତ ଜମ୍ମୁ-କଶ୍ମୀରର ସୁରକ୍ଷା...

ଜଳନ୍ତା ନିଆଁରେ ଖେଳ, ଜୀବନ ସହିତ ଲାଗେ ବାଜି…

ମାଦ୍ରିଦ୍‌: ପୃଥିବୀର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ସ୍ପେନ୍‌ରେ ଘୋଡ଼ାର ଶୁଦ୍ଧିକରଣ ପାଇଁ ଏକ ଭୟଙ୍କର ଖେଳ ହୋଇଥାଏ। ଜଳନ୍ତା ନିଆଁ ସହିତ...

ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ଶେଷ ପ୍ରଚାର

ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶ ବିଧାନସଭାର ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଶେଷ ପର୍ଯ୍ୟାୟରେ। ଏନେଇ ପ୍ରମୁଖ ଦଳ ନିର୍ବାଚନୀ ପ୍ରଚାରକୁ ଜୋରଦାର କରିଛନ୍ତି। ତେବେ ୨୦ରେ...

ଘରୁ ଜବତ ହେଲା ବିଡ଼ା ବିଡ଼ା ନୋଟ୍‌…

କାନପୁର, ୨୫।୧୨: ଉତ୍ତରପ୍ରଦେଶରେ କେବଳ ଜଣେ ବ୍ୟକ୍ତିଙ୍କ ଘରୁ ବିପୁଳ ପରିମାଣର ନଗଦ ଜବତ ହୋଇଛି। ଅତର ବ୍ୟବସାୟୀ ପୀୟୂଷ ଜୈନଙ୍କ ଘରୁ ଆୟକର ଚଢ଼ାଉ...

ଭାଜପାକୁ ଝଟ୍‌କା: ବାଜି ମାରିଲା କଂଗ୍ରେସ

ବେଙ୍ଗାଲୁରୁ,୩୧।୧୨: କର୍ନାଟକ ମ୍ୟୁନିସିପାଲିଟି ନିର୍ବାଚନରେ ଶାସକ ଭାଜପାକୁ ଏକ ବଡ ଝଟ୍‌କା ଲାଗିଛି। ୧,୧୮୪ ଆସନ ମଧ୍ୟରୁ ୫୦୧ଟି ସିଟ ଜିତି କଂଗ୍ରେସ ଏକକ ବୃହତ୍ତମ...

ବିଶ୍ୱର ସବୁଠାରୁ ଉଚ୍ଚ ପୋଲିଂ ବୁଥ୍‌ରେ ହୋଇଛି ୧୪୩ ପ୍ରତିଶତ ମତଦାନ

ଶିମ୍‌ଲା,୨୦।୫: ଅବିଶ୍ୱାସ ଲାଗୁଥିଲେ ବି ସତ। ବିଶ୍ୱର ସବୁଠାରୁ ଉଚ୍ଚରେ ଥିବା ହିମାଚଳ ପ୍ରଦେଶର ତାସିଗାଙ୍ଗ ଗାଁରେ ରବିବାର ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟରେ...

ଚିଦାମ୍ବରମ୍‌ ପୃଥିବୀ ଉପରେ ବୋଝ: ପଲାନିସ୍ବାମୀ

ଚେନ୍ନାଇ,୧୩।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ କଂଗ୍ରେସର ବରିଷ୍ଠ ସଦସ୍ୟ ପି. ଚିଦାମ୍ବରମ୍‌ଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଚିଦାମ୍ବରମ୍‌ ପୃଥିବୀ ଉପରେ ଏକ ବୋଝ ବୋଲି...

Advertisement
Archives

Model This Week