Posted inବଜେଟ

ବଜେଟ୍‌ରେ ବେତନ ଭୋଗୀଙ୍କ ପାଇଁ ବଡ଼ ଘୋଷଣା, ମିଳିବ ୭୫ ହଜାର ଛାଡ଼

ନୂଆଦିଲ୍ଲୀ, ୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟରେ ବେତନ ଭୋଗୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ଆୟକର ଭରିବା ବେଳେ ବେତନ ଭୋଗୀଙ୍କୁ ମିଳୁଥିବା ୫୦ ହଜାର ଷ୍ଟାଣ୍ଡାର୍ଡ ଡିଡକ୍ସନକୁ ସରକାର ବଢ଼ାଇ ଦେଇଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷରୁ ସେମାନଙ୍କୁ ୭୫ ହଜାର ଟଙ୍କା ଷ୍ଟାଣ୍ଡାର୍ଡ ଡିଡକ୍ସନ ମିଳିବ । ଏଥିରେ କୋଟି କୋଟି ବେତନ ଭୋଗୀ ଉପକୃତ ହେବେ ବୋଲି ଜଣାପଡ଼ିଛି । ଅନ୍ୟପଟେ ବଜେଟ ସମୟରେ ଅର୍ଥମନ୍ତ୍ରୀ ଆୟକର ସ୍ଲାବ୍‌ରେଟ୍‌ରେ ପରିବର୍ତ୍ତନ କରିଛନ୍ତି । ପୂର୍ବରୁ ଥିବା ୩ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ଛାଡ଼ ଅପରିବର୍ତ୍ତିତ ରହିଛି । ଅର୍ଥାତ ୩ ଲକ୍ଷ ପର୍ଯ୍ୟନ୍ତ ଆୟକର ଦେବାକୁ ପଡ଼ିବ ନାହିଁ । ତେବେ ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁସାର…
୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ଼

୩ ଲକ୍ଷରୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୫%

୭ ଲକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୧୦%

୧୦ଲକ୍ଷରୁ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୧୫%

୧୨ ଲକ୍ଷରୁ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ହାର ୨୦%

୧୫ ଲକ୍ଷରୁ ଅଧିକ ଆୟ ଉପରେ ଟ୍ୟାକ୍ସ ହାର ୩୦% ରହିଛି ।
ଏହା ଆର୍ଥିକ ବର୍ଷ ୨୦୨୪-୨୫ ବର୍ଷରୁ ଲାଗୁ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହିତା ମହିଳାଙ୍କୁ ବଳାତ୍କାର, ଗିରଫ ହେଲେ ରାୟଗଡ଼ା ଅତିରିକ୍ତ ଅଗ୍ନିଶମ ଅଧିକାରୀ

ରାୟଗଡ଼ା,୨୦।୭(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ରବିବାର...

ଟୋଲ୍‌ପ୍ଲାଜା ବୁଥ୍‌ ଉପରକୁ ଚଢ଼ିଗଲା କାର୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବୈଶିଙ୍ଗା,୨୦ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ପଦ୍ମନାଭପୁର ଟୋଲ୍‌ପ୍ଲାଜା ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ...

ରେଲୱେରେ ଚାକିରି କରାଇବା ନାଁ ରେ ଯୁବତୀଙ୍କୁ …

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର) ରେଲୱେରେ ଚାକିରି କରାଇବା ନାଁରେ ଜଣେ ଯୁବତୀଙ୍କଠାରୁ ୧୩ ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଦିଗପହଣ୍ଡି ଥାନା...

ଅବ୍ୟବସ୍ଥା ଘେରରେ କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ: ଖାଲିପଡ଼ିଛି ଅନେକ ପଦବୀ, ଲୋକେ ପାଉନାହାନ୍ତି ସେବା

କର୍ଲାମୁଣ୍ଡା,୨୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅବ୍ୟବସ୍ଥା ଘେରରେ ରହୁଥିବାରୁ ଲୋକେ ଉପଯୁକ୍ତ ସମୟରେ ସରକାରୀ ସେବାଗୁଡ଼ିକ ଠିକ୍‌ ଭାବେ ପାଇପାରୁ ନ...

ସାଉଦି ଆରବର ‘ସ୍ଲିପିଂ ପ୍ରିନ୍ସ’ଙ୍କ ଦେହାନ୍ତ; ୨୦ ବର୍ଷ ଧରି ଥିଲେ କୋମାରେ, ଜାଣନ୍ତୁ କିଏ ଥିଲେ…

ରିଆଧ,୨୦।୭: ସାଉଦୀ ଆରବର ‘ସ୍ଲିପିଂ ପ୍ରିନ୍ସ’ ଆଲୱାଲିଦ ବିନ ଖାଲିଦଙ୍କର ୨୦ ବର୍ଷ କୋମାରେ ରହିବା ପରେ ଦେହାନ୍ତ ହୋଇଛି। ସେ ସାଉଦି ରାଜ ପରିବାରର...

ବଳଙ୍ଗା ଘଟଣା: ଯୁବତୀଙ୍କ ଦେହରେ କିଏ ଲଗାଇଲା ନିଆଁ? ସାଂଘାତିକ ଖୁଲାସା କଲା!

ଭୁବନେଶ୍ୱର,୨୦।୭: ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ରାଜ୍ୟରେ ନ ଲିଭୁଣୁ ବଳଙ୍ଗା ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାରେ ଅଛି। ଶନିବାର...

ପରକୀୟା ପ୍ରୀତିରୁ ଝୁଲିପଡ଼ିଲେ ସ୍ତ୍ରୀ, ସୁଇସାଇଡ୍‌ ନୋଟ୍‌ରେ ଲେଖିଦେଇ ଗଲେ ମୋ’ ସ୍ବାମୀ ଆଉ ପ୍ରେମିକା ମିଶି…

ଭବାନୀପାଟଣା,୨୦।୭(ଉତ୍ତମ କୁମାର ଦାଶ): ସ୍ବାମୀ ଆଉ ପ୍ରେମିକା ମିଶି ଦେଉଥିଲେ ନିର୍ଯାତନା ଦେବା ଶେଷରେ ନିର୍ଯାତନା ସହି ନ ପାରି ବାପଘରେ ଆତ୍ମହତ୍ୟା କରି ସୁଇସାଇଡ୍‌...

ଡିସଚାର୍ଜ ହୋଇ ଘରକୁ ଫେରିଲେ ବିଜେଡି ନେତା, ବବିଙ୍କୁ ଦେଖି ହଠାତ୍‌ ଲୋକେ…

ଭୁବନେଶ୍ୱର,୨୦।୭: ଯାଜପୁର ଫେରିଲେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ। ମେଡିକାଲରୁ ଡିସଚାର୍ଜ ହୋଇ ବବି ଦାସ ଘରକୁ ଫେରିଛନ୍ତି। କାଳୀମେଘା ବାସଭବନରେ ପହଞ୍ଚିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri